-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ରାଜ୍ୟ

ମୋ ଭାଇ କେଉଁଠି… ତାକୁ ଖୋଜି ଦିଅ

08-Oct-2020



BHUBANESWAR,08/10- ମୋ ଭାଇ କେଉଁଠି… ତାକୁ ଖୋଜି ଦିଅ। ଗତକାଲିଠାରୁ ସେ ମୋ’ ଫୋନ୍‌ ଉଠାଉନି। ତା’ ମୋବାଇଲ୍‌ ସୁଇଚ୍‌ ଅଫ୍‌ ରହିଛି। ଏପରି କୋହଭରା କଣ୍ଠରେ କହୁଛନ୍ତି ପେଟ୍ରୋଲ ପମ୍ପ ବିସ୍ଫୋରଣ ପରେ ନିଖୋଜ ସୀମାଞ୍ଚଳଙ୍କ ଭଉଣୀ ମଞ୍ଜୁଳା ପରିଡ଼ା! ଗତକାଲି ମଞ୍ଜୁଳା ନିଜ ଭାଇ ପାଇଁ ବସ୍‌ରେ ପାର୍ସଲ ପଠାଇଥିଲେ। ସେ(ସୀମାଞ୍ଚଳ) ପାର୍ସଲ ପାଇଲା କି ନାହିଁ ଜାଣିବା ପାଇଁ ଫୋନ୍‌ କରିଥିଲେ ଭଉଣୀ ମଞ୍ଜୁଳା। ହେଲେ ତା’ ଫୋନ୍‌ ସୁଇଚ୍‌ ଅଫ୍‌ କହୁଛି। ଆଉ ରାତିରେ ଗୋଟିଏ ଭିଡିଓ ଦେଖି ବିଚଳିତ ହୋଇ ପଡ଼ିଲେ ମଞ୍ଜୁଳା। କିଛି ଉପାୟ ନପାଇ ଗାଡ଼ି କରି ଗଂଜାମରୁ ରାଜଧାନୀ ଭୁବନେଶ୍ୱରକୁ ଧାଇଁ ଆସିଲେ। କିନ୍ତୁ ରାଜଧାନୀରେ ସେ ଭାଇକୁ ପାଉନାହାନ୍ତି! ଆସିକା ଗହଙ୍ଗୁ ଗାଁରେ ସୀମାଞ୍ଚଳଙ୍କ ଘର। ସେ ଜଣେ ଡିପ୍ଲୋମା ଇଂଜିନିୟରିଂ ପାସ୍‌ କଲା ପରେ ଏଲ୍‌ପିଜିରେ ଚାକିରି କରୁଥିଲେ। କୋଲକାତାରୁ ଆସି ସେ ଭୁବନେଶ୍ୱରରେ ଥିଲେ। ଗତକାଲି ବିସ୍ଫୋରଣ ପରଠାରୁ ତାଙ୍କ ପତ୍ତା ମିଳୁନି। ତେବେ ଆଇଓସିଏଲ୍‌ର ଜଣେ ଅଧିକାରୀଙ୍କ ସୂଚନା ଅନୁସାରେ ସୀମାଞ୍ଚଳଙ୍କ ଏଟିଏମ୍‌ ଓ ମନିପର୍ସ ବିସ୍ଫୋରଣ ସ୍ଥଳରୁ ମିଳିଥିବା ପରିବାର ଲୋକେ କହିଛନ୍ତି!! ଭାଇ କୁଆଡ଼େ କ୍ୟାପିଟାଲ୍‌ ହସ୍ପିଟାଲରେ ଥିବେ ଭାବି, ସେଠାକୁ ଯାଇଥିଲେ। ମାତ୍ର ସେଠାରୁ ନିରାଶ ହୋଇ ଫେରିଲେ। ପରେ କଟକ ଏସ୍‌ସିବି ଯାଇ ଚିକିତ୍ସିତ ହେଉଥିବା ଆହତଙ୍କ ସହିତ କଥା ହୋଇଥିଲେ। ଏପରିକି ସୀମାଞ୍ଚଳଙ୍କ ବିଷୟରେ ସେମାନଙ୍କୁ ମଞ୍ଜୁଳା ଓ ତାଙ୍କ ପରିବାର ଲୋକେ ପଚାରିଥିଲେ। ହେଲେ ସେଠାରୁ ସମସ୍ତେ ନିରାଶ ହୋଇ ଫେରିଛନ୍ତି। ତାହାହେଲେ ସୀମାଞ୍ଚଳ ଏବେ କେଉଁଠି???


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026

You Might Also Like