-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଝରାଡିହିରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଖୋଲାଯିବ ସ୍ୱତନ୍ତ୍ର ସମ୍ବଳ କେନ୍ଦ୍ର

22-Feb-2025



ନୀତି ଓ ଭିନ୍ନକ୍ଷମ ଅଧିକାର ଅଧିନିୟମ ୨୦୧୬ ଅନୁଯାୟୀ ସମସ୍ତ ବର୍ଗର ଭିନ୍ନକ୍ଷମ ପିଲା ମାନେ ସାଧାରଣ ବିଦ୍ୟାଳୟରେ ଶିକ୍ଷା ଅଧୟନ କରିବାର ବ୍ୟବସ୍ଥା ଅଛି I ସାଧାରଣ ବିଦ୍ୟାଳୟ ରେ ଭଲ ଶିକ୍ଷା, ସ୍ୱାସ୍ଥ ଏବଂ ବିଭିନ୍ନ ପ୍ରକାର ଚିକତ୍ସା ପାଇଁ ଶିକ୍ଷା ବିଭାଗ ତରଫରୁ ବ୍ୟବସ୍ଥା ଗ୍ରହଣ କରାଯାଉଅଛି I ପ୍ରକାଶ ଥାଉକି ଭିନ୍ନକ୍ଷମ ପିଲାମାନଙ୍କୁ ଗୋଷ୍ଠୀସ୍ତରରେ ବିଭିନ୍ନ ପ୍ରକାର ଥେରାପି ଯୋଗାଇଦେବା ପାଇଁ ସମଗ୍ର ଶିକ୍ଷା ତରଫରୁ ପ୍ରତେକ ଗୋଷ୍ଠି ସ୍ତରରେ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ର ମାନ କାର୍ଯ୍ୟ କରୁଅଛିI ପିଲାମାନଙ୍କର ଦୂରତାକୁ ଦୃଷ୍ଟିରେ ରଖି ଝରାଡିହି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଞ୍ଚଳିକ ଅନ୍ତର୍ନିବେଶୀ ସାଧନ ଖୋଲିବା ପାଇଁ ସମଗ୍ର ଶିକ୍ଷା ତରଫରୁ ପିଏମଶ୍ରୀ ପ୍ରକଳ୍ପ ମାଧ୍ୟମରେ ସ୍ଥିର କରାଯାଇଛିI ଏହାର କ୍ଷେତ୍ର ପ୍ରସ୍ତୁତ ପାଇଁ ଜିଲ୍ଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟର ଜିଲ୍ଲା ଭିନ୍ନକ୍ଷମ ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ନିରଞ୍ଜନ ନୟକ, ରାଇରଙ୍ଗପୁର ଗୋଷ୍ଠି ଶିକ୍ଷା କାର୍ଯ୍ୟାଳୟ ଗୋଷ୍ଟୀ ସମ୍ବଳ ଶିକ୍ଷକ ଶ୍ରୀ ମହେଶ ମହାପାତ୍ର ଓ ଟିସି ତାପସ କୁମାର ଦାସ, ବହଳଦା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଷେଣ୍ଢ ପ୍ରମୁଖ ବିଦ୍ୟାଳୟ ପରିଦର୍ଶନ କରି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ Iଏଥିରେ ବିଦ୍ୟାଳୟର ଅଧ୍ୟକ୍ଷ ସ୍ମୃତି ରଞ୍ଜନ ପାଣି,ବିଦ୍ୟାଳୟ ଏସ.ଏମ.ସି ଅଧ୍ୟକ୍ଷ ବୃହସ୍ପତି ବେହେରା, ହାୟର ସେକେଣ୍ଡାରୀ କମିଟିର ସଭାପତି ସିଂଘୁ ଟୁଡୁ, କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ମହାନ୍ତ,ଶିକ୍ଷକ ସାଗିନ ମାଝୀ,ଅଭିଜିତ ଜେନା, ପୁରାତନ ଛାତ୍ର ପ୍ରେମ କୁମାର ମିଶ୍ର ଓ ବିକି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ I

(ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like