-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସତ୍ୟବ୍ରତ ବରାଳ ଓ ଉତ୍ତମ ବାରାଲ ଙ୍କୁ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଗିରଫ

22-Feb-2025



ନୂଆପଡ଼ା (ପରମେଶ୍ଵର ମେହେର): ସତ୍ୟବ୍ରତ ବରାଳ ଓ ଉତ୍ତମ ବାରାଲଙ୍କୁ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ ରେ ଭିଜିଲାନ୍ସ ବିଭାଗ ଗିରଫ କରିଛନ୍ତି।  ସିନାପାଲି ବ୍ଲକ ଘୁଚାଗୁଡ଼ା ଗ୍ରାମ ପଞ୍ଚାୟତ ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟବ୍ରତ ବରାଲ ତାଙ୍କ ଭାଇ ଉତ୍ତମ ବରାଳ କୁ ଭିଜିଲାନ୍ସ ବିଭାଗ ଗିରଫ କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ରେ ସିଏଫ ସି ଏବଂ ଏସ ଏଫ୍ ସି ଆର୍ଥିକ ପାଣ୍ଠି ରୁ କୁରେଶ୍ୱରେ ଗ୍ରାମପଞ୍ଚାୟତ ରେ  ହାଇମାକ୍ସ ଲାଇଟ୍, ଷ୍ଟ୍ରିଟ ଲାଇଟ ର କାର୍ଯ୍ୟକାରିତା ଓ ମରାମତି ସହ ଜିମ୍ ସାମଗ୍ରୀ କୁରେଶ୍ୱର ପାର୍କ ରେ ସ୍ଥାପନ କରିବା ନେଇ ୭ ଲକ୍ଷ ୨୦ ହଜାର ୯୮୧ ଟଙ୍କା ଆର୍ଥିକ ଅର୍ଥ ଆତ୍ମସାତ କରିଛନ୍ତି। ସରପଞ୍ଚ ବିଜୟ ଲକ୍ଷ୍ମୀ ବରାଳ ଙ୍କ ଅବଗତ ରେ ଏହି ଅର୍ଥ ଆତ୍ମସାତ ହୋଇଥିବା ବିଭାଗ ପକ୍ଷ ରୁ ପ୍ରକାଶ।ଷ୍ଟ୍ରିଟ ଲାଇଟ ର କାର୍ଯ୍ୟକାରିତା ଓ ମରାମତି ପାଇଁ ସରପଞ୍ଚ ଙ୍କ ପୁଅ ତଥା କାର୍ଯ୍ୟ ନିର୍ବାହୀ ଙ୍କ ଭାଇ ଙ୍କ ବ୍ୟାଙ୍କ୍ ଖାତାରେ ୪ ଲକ୍ଷ ୨୦ ହଜାର ଟଙ୍କା ଜମା ହୋଇଅଛି। ସେହିପରି ୩ ଲକ୍ଷ ୯୮୧ ଟଙ୍କା କୁରେଶ୍ଵର ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ  ବରୁଣ ବରାଳ ଙ୍କ ଖାତା ରେ ଜମା ହୋଇଅଛି। ସରକାରୀ ଅର୍ଥ କୁ ଗୋଟିଏ ପରିବାର ସମସ୍ତେ ମିଳିତ ରୂପେ ଆତ୍ମସାତ କରିଥିବା ଅଭିଯୋଗ ଆସିଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like