-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ତ୍ରିରଙ୍ଗା କ୍ଲବ ଖୁଣ୍ଟପାଲି ଆନୁକୁଲ୍ୟରେ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

23-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟ ପାଲି ତ୍ରିରଙ୍ଗା କ୍ଲବ ଆନୁକୁଲ୍ୟରେ ସ୍ଥାନୀୟ ଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ବିଜେପୁର ସ୍ଥିତ ଅମୃତଧାରା ନର୍ସିଂ ହୋମର ପରିଚାଳକ ଶ୍ରୀଯୁକ୍ତ ଯଶୋବନ୍ତ ମେହେର ଏବଂ ବିକାଶ ହସ୍ପିଟାଲରେ କାର୍ଯ୍ୟରତ ଡ଼ା ସୁଶାନ୍ତ ମେହେର ଅତିଥି ଭାବରେ ଯୋଗଦେଇ ଶିବିର ଅନୁଷ୍ଠିତ ପୂର୍ବରୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ସକାଳ ୯ ଘଣ୍ଟାରୁ ଦିବା ୧ ଘଣ୍ଟା ପର୍ଯ୍ୟନ୍ତ ଏହି ଶିବିର ଅନୁଷ୍ଠିତ ହୋଇ ଯାଇଥିବା ବେଳେ, ବିଭିନ୍ନ ବିଭାଗରେ ଯଥା ଶିଶୁ ରୋଗ ବିଶେଷଜ୍ଞ ଡା ଆଶିଷ ଶତପଥି, ମେଡିସିନ ବିଭାଗରେ ଡ଼ା.ସନ୍ତୋଷ ଟେଟେ, ସର୍ଜରୀ ବିଭାଗରେ ଡ଼ା.ସୁଶାନ୍ତ ମେହେର, ଦନ୍ତରୋଗ ବିଭାଗରେ ଡ଼ା.ପ୍ରଗତୀ ସିହ୍ନା,ଫିଜୋଓଥେରାପି ବିଭାଗରେ ଡ଼ା.ମହମ୍ମଦ ଅକତର୍ ବିଭିନ୍ନ ଅଞ୍ଚଳରୁ ଆସିଥିବା ରୋଗୀ ମାନଙ୍କ ବିଷୟରେ ଅବଗତ ହେଲାପରେ ବିଭିନ୍ନ ପ୍ରକାରର ପରୀକ୍ଷା ନିରୀକ୍ଷା କଲାପରେ ଔଷଧ ବିତରଣ କେନ୍ଦ୍ରକୁ ଯାଇ ମାଗଣାରେ ଓାୖଷଧ ନେବା ସମୟରେ ଔଷଧ ବିତରଣ କେନ୍ଦ୍ରର ଦାୟିତ୍ଵରେ ଥିବା ଛନ୍ଦା ଚରଣ ବେହେରା ଏବଂ ତାଙ୍କ ସହକର୍ମୀ ମାନେ କେତେବେଳେ କେଉଁ ଔଷଧ ସେବନ କରିବେ ତାହା ରୋଗୀ ମାନଙ୍କୁ ପରାମର୍ଶ ଦେଉଥିବା ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରୋଗୀ ମାନେ ନିଜ ନାମ ପଞ୍ଜିକରଣ କରି ବିଭାଗ ମାନଙ୍କୁ ପ୍ରବେଶ କରିଥିଲେ।ଡା.ଅଜିତ କୁମାର ବାରିକ ଏବଂ ତାଙ୍କ ସହକର୍ମୀ ପଞ୍ଜିକରଣ ସମୟରେ ସହଯୋଗ କରିଥିଲେ।ପ୍ରବଳ ଭିଡ଼ ସମୟରେ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ପରିଦର୍ଶନ ରେ ଆସି ସମସ୍ତ ବିଭାଗର ଡ଼ାକ୍ତର ମାନଙ୍କ ସହିତ ମିଶିଥିଲେ। ତତ୍ ସଙ୍ଗେସଙ୍ଗେ ରୋଗୀ ମାନଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝୁଥିବା ଦେଖାଯାଇଥିଲା। ଶେଷରେ ବିଧାୟକ ତ୍ରିରଙ୍ଗା କ୍ଲବ ଖୁଣ୍ଡପାଲିଙ୍କ ଏଭଳି ଜନହିତକର ପ୍ରୟାସକୁ ସ୍ୱାଗତ କରିବା ସହିତ ଭୂୟସୀ ପ୍ରଶଂସା କରିବା ସହିତ ମୁରଲି କ୍ରିଷ୍ଣା ଫାଉଣ୍ଡେସନ ପକ୍ଷରୁ ପ୍ରଦତ୍ତ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ମହି ମାଗଣା ସ୍ୱାସ୍ଥ୍ୟ ସେବା ଶିବିରରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like