-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ନୂତନ ପଞ୍ଚାୟତ ସମିତି ଗଠନ ନେଇ ସଭା ଅନୁଷ୍ଠିତ

23-Feb-2025



ବରଗଡ (ନିରଞ୍ଜନ ତ୍ରିପାଠୀ )
ପ୍ରସ୍ତାବିତ ନୂତନ ବ୍ଲକ ଗଠନ ପାଇଁ କୁଶନପୁରୀ ଠାରେ ତୃତୀୟ ଥର ଏକ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।ଏହାକୁ ନେଇ ଶ୍ରୀଯୁକ୍ତ ଲକ୍ଷପତି ବେହେରାଙ୍କ ସଭାପତିତ୍ବରେ ସ୍ଥାନୀୟ ବେହେରା ମାର୍କେଟ ଠାରେ ଏକ ସଭାର ଆୟୋଜନ ହୋଇଥିଲା।ଏହି ସଭାରେ କୁଶନପୁରୀ ସରପଞ୍ଚ ସୁରେଶ୍ଵରୀ ପଧାନ,ନିଲେଶ୍ୱର ଗ୍ରାମପଞ୍ଚାୟତ ସରପଞ୍ଚ ନିରଞ୍ଜନ ମଲ୍ଲିକ, କଟାପାଲି ସରପଞ୍ଚ ଗଙ୍ଗାଧର ଦାସ, ଖୁଣ୍ଟପାଲି ସରପଞ୍ଚ ବେଲାର ସେନ ମେହେର,ବିରମାଲ ସରପଞ୍ଚ ସୁଶାନ୍ତ ଆଚାର୍ଯ୍ୟ,ବାଗବାଡି ସରପଞ୍ଚ ସୁଷମା ଭୋଇ,ତୁମଗାଁ ସରପଞ୍ଚ ବବିତା ପଧାନ, କନବାର ସରପଞ୍ଚ ଅଧିକାରୀ ବାରିକ ପ୍ରମୁଖ ସମେତ ଜିଲ୍ଲା ପରିଷଦ ସଭ୍ୟ ଗୋବିନ୍ଦ ସାହୁ, ସମିତି ସଭ୍ୟା କ୍ଷିରବତୀ ଭୋଏ, ସମିତି ସଭ୍ୟା ଜାମିନୀ ପଧାନ ଉପସ୍ଥିତ ହୋଇ ନିଜ ନିଜ ମନ୍ତବ୍ୟ ପ୍ରଦାନ ସହ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶୃତି ପ୍ରଦାନ କରିଥିଲେ। ସମୁଦାୟ ୧୩ ଗୋଟି ଗ୍ରାମ ପଞ୍ଚାୟତକୁ ନେଇ ନୂତନ ପଞ୍ଚାୟତ ସମିତି ଗଠନ ପାଇଁ ଏହି ବୈଠକରେ ଯୋଗଦାନ କରିଥିବା ସମସ୍ତ ସଦସ୍ୟ ସଦସ୍ୟା ଗଣ ଏକପ୍ରକାର ଶପଥ ପାଠ କରିଥିବା ଜଣାପଡିଛି।ଭୈଗଳିକ ଦୃଷ୍ଟି କୋଣରୁ ନିରିକ୍ଷଣ କରି ଉପସ୍ଥିତ ସରପଞ୍ଚ,ସଭ୍ୟ,ସଭ୍ୟା ତଥା ଭଦ୍ରବ୍ୟକ୍ତି ଗଣ କୁଶନପୁରୀ ଠାରେ ନୂତନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥାପନ କରାଗଲେ ସମସ୍ତ ଗ୍ରାମପଞ୍ଚାୟତ ବାସୀ ମାନଙ୍କ ସୁବିଧା ଜନକ ହୋଇ ପାରିବ ବୋଲି ପ୍ରସ୍ତାବ ଗୃହୀତ ହୋଇଛି। କୁଶନପୁରୀ ଗ୍ରାମପଞ୍ଚାୟତରେ ମୋଟ ସରକାରୀ ଜମି ୭୪ ଏକର ରହିଥିବାରୁ ନୂତନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥାପନ ପାଇଁ କୈାଣସି ପ୍ରକାରର ଅସୁବିଧା ନାହିଁ ବୋଲି ସଭାପତି ଶ୍ରୀଯୁକ୍ତ ବେହେରା ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like