-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସିଂହିଯୁବା ହାଇସ୍କୁଲରେ ୪ ନୂତନ ଶିକ୍ଷକ ଯୋଗଦାନ କଲେ

23-Feb-2025



ବିନିକା, ତା.୨୨/୨(ପ୍ରେରଣା ଖବର):
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ,ସିଂହିଯୁବା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ବରେ ନୂତନ ଭାବରେ ଯୋଗଦେଇଥିବା ହିନ୍ଦୀ ଶିକ୍ଷକ ବିଜୟ କୁମାର ବେହେରା ଓ ଖେଳ ଶିକ୍ଷକ ରଞ୍ଜନ ସାହୁ ଦ୍ୱୟଙ୍କୁ ଛାତ୍ର ଛାତ୍ରୀ ଓ ଶିକ୍ଷକ ତଥା ଅଭିଭାବକ ମାନଙ୍କ ଦ୍ଵାରା ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସଭାରେ ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ପ୍ରତିଷ୍ଠାତା ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା,ପରିଚାଳନା କମିଟି ସଦସ୍ୟ ପବିତ୍ର ଶର୍ମା, ନିରାକାର କର୍ଣ୍ଣ ପ୍ରମୁଖ ମଞ୍ଚାସିନ ହୋଇ ବିଦ୍ୟାଳୟର ବହୁ ଦିନରୁ ଖାଲି ପଡ଼ିଥିବା ହିନ୍ଦୀ ଓ ଖେଳ ଶିକ୍ଷକ ପଦବୀ ପୂରଣ ହୋଇଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ୍ ଅର୍ପଣ କରିବା ସହ ଖୁସି ବ୍ୟକ୍ତ କରିଥିଲେ ।   ନବ ନିଯୁକ୍ତ ଶିକ୍ଷକ ଦ୍ବୟ ନିଜ କର୍ତ୍ତବ୍ୟ ପ୍ରତି ସଚେତନ ରହିବେ ଓ ବିଦ୍ୟାଳୟ ର ବିକାଶରେ କାର୍ଯ୍ୟ ସମ୍ପାଦନ କରିବେ ବୋଲି ମତବ୍ୟକ୍ତ କରିଥିଲେ। ପୂର୍ବ ସପ୍ତାହ ରେ ଉଭୟ କଳା ଶିକ୍ଷକ ହେମନ୍ତ ମେସୁଆ ଓ ଗଣିତ ଶିକ୍ଷକ ଅନିଲ ସେଠୀ ସ୍କୁଲ ରେ ନୂତନ ଭାବରେ ଯୋଗଦାନ କରିଥିବାରୁ ବର୍ତ୍ତମାନ ସ୍କୁଲ ରେ ସ୍କୁଲଟି ଶିକ୍ଷକ ଶୂନ୍ୟ ଅବସ୍ଥାରୁ ଶିକ୍ଷକ ପୂର୍ଣ୍ଣ ହେବାରେ ଲାଗିଥିବାରୁ ଛାତ୍ର ଛାତ୍ରୀ, ଅଭିବହାକ ଓ ଶିକ୍ଷାବିତ ବୃନ୍ଦ ଖୁସି ତଥା ଆତ୍ମ ସନ୍ତୋଷ ପ୍ରକାଶ କରିଛନ୍ତି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଡ. ପଶାୟତ ଙ୍କ ସଠିକ ମାର୍ଗଦର୍ଶନ ଓ ସୁପରିଚାଳନା ରେ ଆଗାମୀ ଦିନରେ ସିଂହିଯୁବା ସ୍କୁଲ ରେ ଶିକ୍ଷ୍। ବ୍ୟବସ୍ଥାରେ ସ୍ଵାଭାବିକ ଅବସ୍ଥା ଫେରି ଆସିବ ବୋଲି ସମସ୍ତେ ମତବ୍ୟକ୍ତ କରିଛନ୍ତି। ପ୍ରେମରାଜ ପତି ସଭାକୁ ସଂଯୋଜନା କରିଥିଲେ ।

ସଭାକାର୍ଯ୍ୟ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସ୍କାଉଟ ଓ ଗାଇଡ ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ, ଶିକ୍ଷକ ରାଜା ରାମ ପ୍ରଧାନ, ଶିବ ପ୍ରସାଦ ଭୁଏ ପ୍ରମୁଖ ଉପସ୍ଥିତ ଥିଲେ । ଶିକ୍ଷକ ପଦ୍ମନାଭ ମହାଣ। ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like