-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   (15-May-2026)       ||      ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   (15-May-2026)       ||      ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   (15-May-2026)       ||      ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   (15-May-2026)       ||      ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||     

HOME   ଜିଲ୍ଲା

୧୭ ତମ ବଲାଙ୍ଗୀର ବହିହାଟ ଫେବୃୟାରୀ ୨୪ରୁ

23-Feb-2025



ବଲାଙ୍ଗୀର(ପ୍ରେରଣା ଖବର):  ଫେବୃଆରୀ ୨୪ ରୁ ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ଲେଖକ ପରିଷଦ ତରଫରୁ ୧୦ ଦିନ ଧରି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆରେ '୧୭ ତମ ବଲାଙ୍ଗୀର ବହିହାଟ- ୨୦୨୫ ଅନୁଷ୍ଠିତ ହେବ ବୋଲି ଆଜି ପରିଷଦ ପକ୍ଷରୁ ପ୍ରକାଶ କରାଯାଇଛି ।  
ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ପରିଷଦର ସଭାପତି ମଳୟମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ସମ୍ପାଦକ କପିଳେଶ୍ବର ଖମାରୀ, ଉପ- ସଭାପତି ମୁରଲୀଧାରୀ ପତି, ଯୁଗ୍ମ -ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ, ସହ-ସମ୍ପାଦକ ରଘୁନନ୍ଦନ ସିଂହ, କୋଷାଧ୍ୟକ୍ଷ ତଥା ସଂଯୋଜକ ଅଜିତ କୁମାର ମହାନ୍ତି ଏବଂ ଚଳିତ ବହିହାଟର ମୁଖ୍ୟସଂଯୋଜକ ଡ. ଶ୍ରୀକର ମିଶ୍ର ପ୍ରମୁଖ ଯୋଗ ଦେଇ ବହିହାଟର କାର୍ଯ୍ୟକ୍ରମ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । 

ଏହି ଅନୁଯାୟୀ, ଏଥିରେ ଗଳ୍ପ ଆଲୋଚନା, କବିତା ଆଲୋଚନା, କୋଶଳୀ ସାହିତ୍ୟ ଆଲୋଚନା, ହାସ୍ୟବ୍ୟଙ୍ଗ, ସାହିତ୍ୟ ଆଲୋଚନା, ଲେଖିକା ଆସର , ବଲାଙ୍ଗୀରର ସମସ୍ୟା, କୁଇଜ୍, ସମ୍ବର୍ଦ୍ଧନା, ପୁସ୍ତକ ଉନ୍ମୋଚନ, ସ୍ମରଣିକା 'କୋଶଳାୟନ' ଉନ୍ମୋଚନ, ବହିହାଟ ସମ୍ମାନ ପ୍ରଦାନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମଗୁଡ଼ିକ ସମ୍ପର୍କରେ ସୂଚନା ଦିଆଯାଇଥିଲା ।ଶେଷରେ ଉପସଭାପତି ମୁରଲୀଧାରୀ ପତି ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   15-May-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   15-May-2026
  ରାଜ୍ୟ  
ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   15-May-2026
  ଜିଲ୍ଲା  
ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   15-May-2026
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026

You Might Also Like