-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ପ୍ରଥମ ଥର ପାଇଁ ମହିଳା T-20 କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ

23-Feb-2025



ବଲାଙ୍ଗୀର (ପ୍ରେରଣା ଖବର):  ସ୍ଥାନୀୟ ଗାନ୍ଧୀ ଷ୍ଟାଡିଅମରେ ବଲାଙ୍ଗୀରର ନାରୀ ଶକ୍ତି ସଂଗଠନ ଏବଂ ବଲାଙ୍ଗୀର  ଡ଼ି. ଏ. ଏ  ର ମିଳିତ ଉଦ୍ୟମ ରେ ବଲାଙ୍ଗୀରରେ ପ୍ରଥମ ଥର ପାଇଁ ମହିଳା T-20 କ୍ରିକେଟ ଟୁର୍ନାମେଣ୍ଟ ର ଶୁଭାରମ୍ଭ ହୋଇଯାଇଛି |  ଉଦଘାଟନୀ ଉତ୍ସବରେ ବାକଙ୍ଗୀରପୌରଅଧକ୍ଷା ଶ୍ରୀମତୀ ଲିକା ସାହୁ  ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ବ୍ଲକ ଅଧକ୍ଷା ଶ୍ରୀମତୀ ସରିତା ବାଗ ଏବଂ ବିଶିଷ୍ଠ କ୍ରୀଡ଼ାବିତ ଆନନ୍ଦିନୀ ଦର୍ଜୀ ଯୋଗଦେଇ ଦୀପ ପ୍ରଜ୍ବଳନ କରି ଟୁର୍ନାମେଣ୍ଟକୁ ଉତଘାଟନ କରିଥିଲେ | କୋଚ ଅରୁଣ ନାୟକ ଏବଂ କୃଷ୍ଣ ସାର  ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତିରେ ଖେଳ ଆରମ୍ଭ ହୋଇଥିଲା |  ପ୍ରଥମେ ଟସ ଜିଣି ବଲାଙ୍ଗୀର ଦଳ ଫିଲ୍ଡିଂ କରିବା ପାଇଁ ନିଷ୍ପତ୍ତି ନେଇଥିଲେ | ଭୁବନେଶ୍ୱର ର ପଠାନ ଏକାଡେମୀ ଦଳ ପ୍ରଥମେ ବ୍ୟାଟିଂ କରି ୮ ଉଇକେଟ ବିନିମୟ ରେ ୯୦ ରନ ସଂଗ୍ରହ କରିଥିଲେ | ବଲାଙ୍ଗୀର ଦଳ କୌଣସି ଉଇକେଟ ନ ହରାଇ ବିଜୟର ଲାଭ କରିଥିଲେ | ବଲାଙ୍ଗୀର ଦଳର ମାଧୁରୀ ମେହେଟା ୫୦ ରନ ନଟ ଆଉଟ, ରଶ୍ମିତା ଚିନ୍ନରା ୩୮ ରନ ନଟ ଆଉଟ | ରୋସନରା ପର୍ଵିନ ସର୍ବଶ୍ରେଷ୍ଟ ୪ ଉଇକେଟ ନେଇ ମୁଖ୍ୟ ଖେଳାଳି ହୋଇଥିଲେ |ଦ୍ୱତୀୟ ମେଚ ରେ  ରାଉଲକେଲା ଦଳ ଟସ ଜିଣି ପ୍ରଥମେ ବଲିଂ କରିଥିଲେ | ଜାଗୃତି ଦଳ ୫ଉଇକେଟ ହରାଇ ୧୨୯ ରନ ସଂଗ୍ରହ କରିଥିଲେ,  ଅନ୍ୟ ସଫଳ ବ୍ୟାଟ୍ସ ଅମେନ ପ୍ରିୟଙ୍କାରୀ ମୁଦୁଲି ୨୩ ରନ ସଂଗ୍ରହ କରିଥିଲେ  ଜବାବରେ ୧୩୦ରନ ର ଅଇଚ କରି ରାଉଲକେଲା ଦଳ ୨୦ ଓଭରରେ ୯ ଉଇକେଟ ହରାଇ ୮୭ ରନ ସଂଗ୍ରହ କରିବାରେ ସକ୍ଷମ ହୋଇଥିଲେ | ଜାଗୃତି କ୍ରିକେଟ ଏକାଡେମୀ ଦ୍ୱତୀୟ ଦଳ ଭାବରେ ଆସନ୍ତା କାଲି ଖେଳ ଯିବାକୁ ଥିବା ଫାଇନାଲ ମେଚ ପାଇଁ ଯୋଗ୍ୟତା ଅର୍ଜନ କରିଛି | ସଫଳ ବୋଲର ଭାବରେ ନି୍ବେଦିତ ଜନ ନାଏକ ୨୦ ରନ ଦେଇ ୩ ଟି ଉଇକେଟ ନେଇଥିବା ବେଳେ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ୨ ଟି ଉଇକେଟ ଆଉ ସୁଶ୍ରୀ ଦିବ୍ୟ ଦର୍ଶିନୀ

ଗୋଟିଏ ଉଇକେଟ ଦାଖଲ କରିଥିଲେ | ନାରୀ ଶକ୍ତି ସଂଗଠନ ର ସକିଲା ବନୋ ଏବଂ ସାଇନାଜ଼ ବନୋ ଦୁହି ବିଜୟୀ ଟିମ ର ଓମେନ ଅଫ ଦ ମେଚ ହିସାବ ରେ ରୋସନାରା ପାରବିନ ଏବଂ ସୁଶ୍ରୀ ଦିବ୍ୟାଦର୍ଶିନୀଙ୍କୁ  ଅର୍ଥରାଶି ପ୍ରଦାନ କରି ଉତ୍ସାହିତ କରିଥିଲେ |
 ପ୍ରକାଶ ଥାଉ କି ଆସନ୍ତାକାଲି ସକାଳ ୯ ଘଣ୍ଟା ସମୟରେ ଭୁବନେଶ୍ୱର ର ପଠନ ଦଳ ସହ ରାଉଲକେଲା ଦଳ ର ମେଚ ହେବ ପାଇଁ ଯାଉଛି ଏବଂ ଦ୍ୱିତୀୟ ପର୍ଯ୍ୟାୟ ରେ ଦୁଇ ବିଜେତା ଦଳ ଭୁବନେଶ୍ୱର ଜାଗୃତି ସହ ବଲାଙ୍ଗୀର ଦଳ ର ଫାଇନାଲ ମେଚ ହେବ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like