-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||     

HOME   ରାଜ୍ୟ

ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁଙ୍କ ପତ୍ନୀ ବିୟୋଗ

24-Feb-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ବରିଷ୍ଠ ସଦସ୍ୟ ତଥା ଦେଓଗାଁ ନିବାସୀ ସ୍ଵତନ୍ତ୍ର ବାର୍ତ୍ତାର ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁଙ୍କ ଧର୍ମପତ୍ନୀ ଗୌରୀ ସାହୁ(୪୩) ଙ୍କ ଭୁବନେଶ୍ୱର ସ୍ଥିତ ଏମ୍ସ ଠାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ପ୍ରାୟ ମାସେ ହେବ ସେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି । ଏକମାତ୍ର ପୁଅ ଓମକାରା, ବଡ ଝିଅ ଲକ୍ଷ୍ମୀ ଓ ସାନଝିଅ ନିଲାମା ଥିବା ବେଳେ ପୁରୀ ସ୍ଵର୍ଗଦ୍ଵାର ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାଯାଇଛି । ଶ୍ରୀ ସାହୁଙ୍କ ପତ୍ନୀ ବିୟୋଗରେ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ସମେତ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026

You Might Also Like