-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

୭ମ ବୁଢ଼ାରଜା କ୍ରିକେଟ ଆସୋସିଏସନ୍ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସମାପନ

24-Feb-2025



ବରଗଡ (ନିରଞ୍ଜନ ତ୍ରିପାଠୀ )
ଖେଳ ଏକ ଅଙ୍ଗ ଭାବେ ପ୍ରତ୍ୟେକ ମଣିଷ ଗ୍ରହଣ କରିବା ଉଚିତ:-ବିନୋଦ ବିହାରୀ ବିଶ୍ବାଳ 
ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭେଙ୍ଗରାଜପୁର ଗ୍ରାମପଞ୍ଚାୟତ ଅନ୍ତର୍ଭୁକ୍ତ ସଦାନନ୍ଦପୁର ରେ ୭ମ ବୁଢ଼ାରଜା କ୍ରିକେଟ ଆସୋସିଏସନ୍ ସଦାନନ୍ଦପୁର ଆନୁକୁଲ୍ୟରେ ଦିର୍ଘ ୫ ଦିନ ବ୍ୟାପି କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସରେ ଅପନିଙ୍ଗ ମ୍ୟାଚ ମଲଦା ଓ ମାଝିପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ଓପନିଙ୍ଗ ମ୍ୟାଚରେ ମାଝିପାଲି ଦଳ ବିଜୟ ଲାଭ କରିଥିଲେ। ଉଦଘାଟନୀ ସମାରୋହରେ ପାଇକମାଳ ବ୍ଲକ କଂଗ୍ରେସ ଦଳର ପୂର୍ବତନ ସଭାପତି ଶ୍ରୀମାନ ବିନୋଦ ବିହାରୀ ବିଶ୍ବାଳ ଏବଂ ଭେଙ୍ଗରାଜପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀମାନ  ଭିଷ୍ମଦେବ ସାହୁ ଯୋଗଦାନ କରି ଖେଳାଳି ମାନଙ୍କ ମନୋବଳ ବଢ଼ାଇବା ସହ ଆୟୋଜନ କାଳୀଙ୍କୁ ଉତ୍ସାହିତ କରିଥିଲେ।

ଶେଷରେ ୨୩.୦୨.୨୦୨୫ ତାରିଖରେ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଅତିଥି ଭାବେ ଯୁବନେତା ତଥା ସମାଜସେବୀ ଶ୍ରୀମାନ ମହେନ୍ଦ୍ର ଖୁଣ୍ଟିଆ , ବିନୋଦ ବିହାରୀ ବିଶ୍ବାଳ, ବିଜୟାନନ୍ଦ ପଟ୍ଟନାୟକ, ଅଶ୍ୱିନୀ ପଟେଲ ଭିଷ୍ମଦେବ ସାହୁ, ଭେଙ୍ଗରାଜପୁର ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମାନ ସୁଦାମ ଚରଣ ସେଠୀ,ପାଇକମାଳ ବ୍ଲକ ଉପାଧ୍ୟକ୍ଷ ଶ୍ରୀମାନ ସଞ୍ଜିବ ବରିହା ଯୋଗଦାନ କରି ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ଫାଇନାଲ ଗେମ ନାଗଡିହି ସହ ଜର୍ଜଗଡ ମଧ୍ୟରେ ଘମାଘୋଟ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା। 
ଜର୍ଜଗଡ ଦଳ ୮୨ରନରେ ବିଜୟୀ ହୋଇଥିଲେ।ନାଗଡିହି ଦଳ ୮୧ ରନ ଟାର୍ଗେଟ ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like