-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||     

HOME   ଅପରାଧ

ଯୁବତୀଙ୍କୁ ଦୁଷ୍କର୍ମ କରି ଫଟୋ ଭାଇରାଲ ଅଭିଯୋଗରେ ଯୁବକ ଗିରଫ

15-Jan-2021



ଆସିକା(ପ୍ରେରଣା ଖବର): ଆସିକା ଥାନା ଅନ୍ତର୍ଗତ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ସହ ଫଟୋ ଭାଇରାଲ ଅଭିଯୋଗରେ ପୁଲିସ କୈଳାସ ସାହୁ ଓରଫ ସମୀର ନାମକ ଯୁବକକୁ ଗିରଫ କରିଛି। ଗିରଫ ସମୀରଙ୍କ ଘର ବ୍ରହ୍ମପୁର ତାଲୁକ ରୋଡ ଥାନା ସୀତାରାମ ସାହିରେ। ଯୁବତୀଙ୍କ ଅଭିଯୋକୁ ଭିତ୍ତି କରି ଆସିକା ଥାନା କେସ ନଂ-୨୦ ରେ ମାମଲା ରୁଜୁ କରି  ଅଭିଯୁକ୍ତକୁ ଗିରଫ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଉପଖଣ୍ଡ ଚିକିତ୍ସାଲୟ ରେ ପୁଲିସ ଉଭୟଙ୍କ ଡାକ୍ତରୀ ମାଇନା  କରିବା  ସହ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ନିକଟରେ ୧୬୪ ଧାରାରେ ଯୁବତୀଙ୍କ ବୟାନ ରେକର୍ଡ଼ କରିଛି। ଅଭିଯୋଗ ଅନୁଯାଇ ଯୁବତୀଙ୍କୁ ସମ୍ପୃକ୍ତ  ଯୁବକ +୨ ଶ୍ରେଣୀରେ ନାମ ଲେଖାଇବାକୁ ସହଯୋଗ କରିବା ବାହାନାରେ ବ୍ରହ୍ମପୁରରେ ଏକ ହୋଟେଲରେ ଲସି ପାନୀୟରେ ନିଶା ଦେଇ ତାଙ୍କ ଇଛା ବିରୋଧରେ ଦୁଷ୍କର୍ମ କରିଥିଲେ। ସେହି ସମୟର ଫଟୋ ଉତ୍ତୋଳନ କରି ତାଙ୍କୁ ବ୍ଲାକ୍ ମେଲ କରିବାସହ ପରେ ଅଗଷ୍ଟ ମାସରେ ତାଙ୍କ ଗ୍ରାମ ଛତୁ ଫାର୍ମରେ ମଧ୍ୟ ଦୁଷ୍କର୍ମ କରିଥିଲା।  ଏପରିକି କାହାକୁ କହିଲେ ତାଙ୍କୁ ଓ ତାଙ୍କ ବାପାଙ୍କୁ ଜୀବନରେ ମାରିଦେବାର ଧମକ ଦେଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026

You Might Also Like