-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସମାଜର ବିକାଶ ପାଇଁ ଏକତା ଜରୁରୀ‐  ନିଖିଳ ଓଡ଼ିଶା ମେହେର ସମାଜ କାର୍ଯ୍ଯକାରିଣୀ ସଭା 

24-Feb-2025



ସିନାପାଲି: ନିଖିଳ ଓଡ଼ିଶା ମେହେର (ଭୁଲିଆ) ସମାଜର ରାଜ୍ଯ  କାର୍ଯ୍ଯକାରିଣୀ ସଭା ସମାଜର ରାଜ୍ଯ ସଭାପତି ବରିଷ୍ଠ ଆଇନଜୀବୀ ବୈଶମ୍ପାୟନ ମେହେରଙ୍କ ଅଧ୍ଯକ୍ଷତାରେ ପ୍ରସିଦ୍ଧ ପର୍ଯ୍ଯଟନସ୍ଥଳି ନୄସିଂହନାଥ ପୀଠ ଠାରେ ଅନୁଷ୍ଠିତ ହୋଇଛି l  ବୋଡ଼ାସମ୍ୱର ମେହେର ସମାଜ ଆନୁକୂଲ୍ଯରେ ଆୟୋଜିତ ଏହି ସଭାରେ ରାଜ୍ଯ କାର୍ଯ୍ଯକାରୀ ସଭାପତି ସୁରେଂଦ୍ର ମୋହନ ମେହେର, ସଂପାଦକ ଡ. ସୁବାଷ ମେହେର, ଉପଦେଷ୍ଟା ରମାକାନ୍ତ ମେହେର, କୋଷାଧ୍ଯକ୍ଷ ଶିବପ୍ରସାଦ ମେହେର, ବୋଡ଼ାସମ୍ୱର ସଭାପତି ରୋହିତ ମେହେର ମଂଚାସିନ ରହି ବିଭିନ୍ନ ଜିଲ୍ଲା ତଥା କେଂଦ୍ରବୋଡ଼ରୁ ଆସିଥିବା ସମାଜ ପ୍ରତିନିଧିଙ୍କୁ ମାର୍ଗଦର୍ଶନ କରିଥିଲେ l ଏଥିସହ ଉପସ୍ଥିତ ରାଜ୍ଯ ସଂଗଠନ ସଂପାଦକ ପ୍ରଫୁଲ୍ଲ ମେହେର, ରାଜ୍ଯ ଯୁବାମଂଚ ସଭାପତି ଶକ୍ତିପ୍ରସାଦ ମେହେର, କୋଷାଧ୍ଯକ୍ଷ ପ୍ରକାଶ ମେହେର, ଉପଦେଷ୍ଟା ଶୁକମୁନି ମେହେର, ବୈଷ୍ଣବ ମେହେର, ମୋତିରାମ ମେହେର, ଅଯୋଧ୍ଯା ମେହେର, ପ୍ରଦୀପ ମେହେର, ଚକା ମେହେର, ସୁନ୍ଦରମଣି ମେହେର ପ୍ରମୁଖ ନିଜନିଜ ବକ୍ତବ୍ଯ ମାଧ୍ଯମରେ ସମାଜକୁ ଉତ୍ସାହିତ କରିଥିଲେ ା ଏ ଅବସରରେ ପରସ୍ପର ମଧ୍ଯରେ  ଏକତା, ଭାଇଚାରା ଓ ସହଯୋଗ ଭାବ ରହିଲେ ସମାଜର ସର୍ବାଙ୍ଗୀନ ବିକାଶ ସମ୍ଭବ ହେବ ବୋଲି ମତ ପ୍ରକାଶ ପାଇଥିଲା l  ନିକଟରେ ବରପାଲି ଠାରେ ଅନୁଷ୍ଠିତ ସ୍ୱଭାବକବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ତଥା ସମାଜ ସଂଗଠନର ଶତବାର୍ଷିକୀ ଉତ୍ସବର ସମୀକ୍ଷା କରାଯାଇଥିଲା ା କାର୍ଯ୍ଯକ୍ରମ ଆୟୋଜନରେ ଯୁଗଳ କିଶୋର ମେହେର, ରମେଶ କୁମାର ମେହେର, ତ୍ରିଲୋଚନ ମେହେର, ଝସକେତନ ମେହେର, ଚୂଳସୁନ୍ଦର ମେହେର, କରୁଣାକର ମେହେର, ରାମଚଂଦ୍ର ମେହେର, ବିପିନ ବିହାରୀ ମେହେର ପ୍ରମୁଖ ସହଯୋଗ କରିଥିଲେ l ଶେଷରେ ଶେଷଦେବ ମେହେର ଧନ୍ଯବାଦ ଦେଇଥିଲେ

ପରମେଶ୍ଵର ମେହେରଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like