-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ନର୍ଲା ରେ ଲକ୍ଷ୍ୟ ପତି ଦିଦି ତାଲିମ ଲକ୍ଷ୍ୟ ଚ୍ୟୁତ ମିଥ୍ୟା ବିଲ ରେ ଅର୍ଥ ତୋଷର ପାତ ଅଭିଯୋଗ,! ତଦନ୍ତ ଦାବି

24-Feb-2025



(ପ୍ରେରଣା ଖବର )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ୨୬ ଗୋଟି ଗ୍ରାମ ପଞ୍ଚାୟତ ରେ ୨୬ ଟି ଜିପିଏଲଏଫ, ରହିଛି ପ୍ରତି ଜିପି ଏଲଏଫ ରେ ଜଣେ ଲେଖାଏଁ ଏମ, ବି,କେ,ନିଯୁକ୍ତି ହୋଇଛନ୍ତି ଏହି ସବୁ ଏମ,ବି,କେ ମାନେ ଗ୍ରାମ ପଞ୍ଚାୟତ ସ୍ତରରେ ସି ଆରପି ମାନଙ୍କୁ ନେଇ ଗ୍ରାମ ପଞ୍ଚାୟତ ସ୍ତରରେ ଗଠନ କରାଯାଇଥିବା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ପ୍ରତ୍ୟେକ କାର୍ଯ୍ୟ ତଦାରଖ କରିବା ସହ ସମସ୍ତ ସରକାରୀ ଯୋଜନା କୁ ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଓ ମହିଳା ମାନଙ୍କୁ ସଶକ୍ତ କରିବା ପାଇଁ ଏମାନଙ୍କୁ ସରକାର ନିୟୋଜିତ କରିଛନ୍ତି କିନ୍ତୁ ନର୍ଲା ବ୍ଲକ ରେ ପାଖା ପାଖି ଅର୍ଦ୍ଧାଧିକ ଜିପିଏଲ ର ସଭାନେତ୍ରୀ ସମ୍ପାଦିକା ଏମବିକେ ମାନଙ୍କ ମିଳିଭଗତ ରେ ଲକ୍ଷ୍ୟ ପତି ଦିଦି ତାଲିମ ପାଇଁ ଆସିଥିବା ସରକାରୀ ଅର୍ଥ କୁ ନିଜ ନିଜ ପାରିବାରିକ ସମ୍ପର୍କୀୟ ମାନଙ୍କ ନାମରେ ହଜାର ହଜାର ଟଙ୍କାର ମିଥ୍ୟା ବିଲ କରି ଅର୍ଥ ଆତ୍ମସାତ କରାଯାଇଥିବା ଭଳି ସଂଗୀନ ଅଭିଯୋଗ ସାମ୍ନାକୁ ଆସୁଛି ଏପରିକି ୨୦ ଜଣ ମହିଳା ଙ୍କୁ ତାଲିମ ଦେଇ ପାଖା ପାଖି ୮୦ ଜଣ ମହିଳା ଙ୍କ ମିଥ୍ୟା ଦସ୍ତଖତ କରାଯାଇଥିବା ସୂଚନା ରହିଛି ଏବଂ ଏହିସବୁ ଲକ୍ଷ୍ୟ ପତି ଦିଦି ତାଲିମ ଖର୍ଚ୍ଚ ବିଷୟ ରେ କୌଣସି ବି ସିଆରପିସି ଇସି ମେମ୍ବର କିମ୍ବା ମହିଳା ଗୋଷ୍ଠୀ ସଦସ୍ୟା ମାନଙ୍କୁ ନ ଜଣାଇ ଗୋପନ ରଖି ଅର୍ଥ ତୋସାରପାତ କରାଯାଇଥିବା  ଅଭିଯୋଗ ବାରୂମ୍ବାର ହୋଇଆସୁଥଲେ ବି ତାଙ୍କ ବିପକ୍ଷରେ କୌଣସି ପ୍ରକାର ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ମିଶନ ଶକ୍ତି ମହିଳା ମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି,କାରଣ ଏମାନେ ବିଭିନ୍ନ ସମୟରେ ବିଭିନ୍ନ ଯୋଜନା କୁ ବାଟବଣା କରି ଉପରିସ୍ଥ ଅଧିକାରୀ ଙ୍କ ପକେଟ ଗରମ କରାଇଵା ସହ ଜିପିଏଲଫ ସଭାନେତ୍ରୀ ସମ୍ପାଦିକା ଏମବିକେ ମାନଙ୍କ ମିଳିତ ଉଦ୍ୟମ ରେ ବାମ ଡାହାଣ କରି ନିଜ ନିଜ ପାରିବାରିକ ସମ୍ପକୀୟ ମାନଙ୍କ ନାମରେ  ହଜାର ହଜାର ଟଙ୍କା ମିଥ୍ୟା ବିଲ କରି ଅର୍ଥ ଆତ୍ମସାତ କରୁଥିବା ଅଭିଯୋଗ ହୋଇଛି ଏବଂ ବିଗତ ଓ ଚଳିତ ବର୍ଷ ମଧ୍ୟ ଲକ୍ଷପତି ଦିଦି ମାନଙ୍କୁ ତାଲିମ ଓ ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ପ୍ରତି ପଞ୍ଚାୟତ କୁ ପାଖାପାଖି ୨୦,୦୦୦ /- ରୁ ୪0000/ଟଙ୍କା ଖର୍ଚ୍ଚ ପାଇଁ ନିର୍ଦ୍ଦେଶ ରହିଥିଲା କିନ୍ତୁ ଏହି ସରକାରୀ ଅର୍ଥ କୁ କିଛି ଦୁର୍ନୀତି ରାଣୀ ଏମବିକେ ମାନେ ଖର୍ଚ୍ଚ ନ କରି ହଜାର ହଜାର ଟଙ୍କାର ମିଥ୍ୟା ବିଲ ଭାଉଚର୍ ତିଆରି କରି ଏକ ଫାଙ୍କା ଲେଖା ବିହୀନ ବିନିଯୋଗ ପତ୍ର ମାନଙ୍କରେ ସିଆରପି ଏବଂ ଇସି କର୍ମୀ, ଏସଏଚଜି ମହିଳା ମାନଙ୍କୁ ଅନ୍ଧାରରେ ରଖି ଦସ୍ତଖତ କରାଇଥିବା ଅଭିଯୋଗ ହୋଇଛି ଏପରିକି  ମାଣ୍ଡେଲ ଓ ସର୍ଗିଗୁଡା ପଞ୍ଚାୟତ ରେ ଲେଖା ବିହୀନ ବିନିଯୋଗ ପତ୍ର ରେ ଦସ୍ତଖତ ନ କଲେ ଚାକିରି ରୁ ବାହାର କରି  ଦିଆଯିବ ବୋଲି ଇସି ଓ ସିଆରପି ମାନଙ୍କୁ ଧମକ ଦିଆଯାଇ ଭୟ ଭିତକରୁଥିବା ଅଭିଯୋଗ ହୋଇଛି ଏଭଳି ଏକ ସଙ୍ଗୀନ ମାମଲା ସମଗ୍ର ବ୍ଲକ ରେ ଚାଲିଥିବା ବେଳେ ମାଣ୍ଡେଲ ଗ୍ରାମ ପଞ୍ଚାୟତ ରେ ଲକ୍ଷପତି ଦିଦି ତାଲିମ ଅର୍ଥ ଘୋଟାଲା ରେ ସମ୍ପୃକ୍ତ ଥିବା ଏମବିକେ ସଂଯୁକ୍ତା ସୁନା ସଭାନେତ୍ରୀ ଗୀତାଞ୍ଜଳି ପୋଢ଼ ସମ୍ପାଦିକା ଚନ୍ଦ୍ରିକା ବିଭାର ଏବଂ ବ୍ଲକ ସଂଯୋଜକ ସନତ କୁମାର ସାହୁ ଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହାଟ ରେ ପଡ଼ି ଦାଣ୍ଡ ରେ ଗଢ଼ୁଛି ଏଣୁ ନର୍ଲା ବ୍ଲକ ରେ ଲକ୍ଷପତି ଦିଦି ତାଲିମ ପାଇଁ ଆସିଥିବା ସରକାରୀ ଅର୍ଥକୁ ଆତ୍ମସାତ କରି ସରକାରୀ ଯୋଜନାକୁ ବାଟବଣା କରୁଥିବା ପ୍ରକାଶ କରିଛନ୍ତି ।
ପ୍ରକାଶ ଥାଉ କି ମାଣ୍ଡେଲ ଗ୍ରାମପଞ୍ଚାୟତ ର MBK କୁ ଯେତେ ବେଳେ ଲକ୍ଷପତି ଦିଦି ରେ ହଉଥିବା ଘୋଟଲା ବିଷୟରେ CRP-CM  ପ୍ରଶ୍ନ କରିବାରୁ ସେ କହିଲେ BLC ସନତ ସାହୁକୁ ସବୁ ପଇସା ଦିଆଯାଉଛି ବୋଲି କହି ଥିଲେ ।
ଏଣୁ ଏଥିପ୍ରତି ଜିଲ୍ଲାପାଳ ସ୍ୱତନ୍ତ୍ର ଦୃଷ୍ଟି ଦେବା ସହ ହୋଇଥିବା ମହା ଘୋଟାଳା  ର ଭିଜିଲାନ୍ସ ତଦନ୍ତ ପାଇଁ  ନିର୍ଦ୍ଦେଶ ଦେଲେ ଅନେକ ଦୁର୍ନୀତି ଖୋର କର୍ମଚାରୀ ଓ ଅଧିକାରୀ ଙ୍କ ଅସଲ ମୁଖା ଲୋକ ଲୋଚନ କୁ ଆସିବ ବୋଲି ମହିଳା ଗୋଷ୍ଠୀ ସଦସ୍ୟା ମାନେ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like