-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ପଞ୍ଚାୟତ ସମିତି ସାଧାରଣ ବୈଠକ

24-Feb-2025



ଡାବୁଗାଁ (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ପଞ୍ଚାୟତ ସମିତି ର ସାଧାରଣ ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ସ୍ୱାସ୍ଥ୍ୟ, ଶିକ୍ଷା, ମତ୍ସ୍ୟ, ପ୍ରାଣୀ ସମ୍ପଦ, ସମାଜ କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ଉଦ୍ୟାନ, ଖାଉଟି କଲ୍ୟାଣ,  ମଙ୍ଗଳ ବିଭାଗ, ବିଦ୍ୟୁତ, ଜଳ ଓ ପରିମଳ, ବନ ବିଭାଗ, ମୃତ୍ତିକା ସଂରକ୍ଷଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉନ୍ନୟନ ଓ ଏମଜିଏନଆରଇଜିଏ ଯୋଜନା ଉପରେ ଆଲୋଚନା ହୋଇଥିଲା | ଏଥିରେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନା କାର୍ଯ୍ୟ ଖସଡା ଏବଂ ପ୍ରକଳ୍ପ ତାଲିକା ପ୍ରସ୍ତୁତ କରିବା ଉପରେ ଆଲୋଚନା ହୋଇଥିଲା | ଜଙ୍ଗଲ ବିଭାଗ ତରଫରୁ ଡାବୁଗାଁ ଗ୍ରାମ ନିକଟ ଜଙ୍ଗଲ ପାଖରେ ଆଡିବନ୍ଧ ନିର୍ମାଣ କରାଗଲେ ଗାଈଗୋରୁ ପାଣି ପିଇବା ପାଇଁ ସୁବିଧା ହେବ ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ଓ ଡାବୁଗାଁ ସରପଞ୍ଚ ପ୍ରସ୍ତାବ ଦେଇଥିଲେ | ଏହାସହ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ ମାନେ ନିଜ ନିଜ ବିଭାଗରେ ଚାଲିଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ |  ବୈଠକରେ ଅତିଥି ଭାବେ ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ରାମାରାଓ ଚୌଧୁରୀ, ବିଡିଓ ଶରତ ମାଝି, ଗ୍ରାମପଞ୍ଚାୟତ ଉନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଅତିରିକ୍ତ ପ୍ରାଣୀ ଚିକିତ୍ସକ ଏଲ. ଲୋକନାଥ ରେଡ୍ଡୀ, ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ଜନ ସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାରାଣୀ ସାମଲ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, କନିଷ୍ଠଯନ୍ତ୍ରୀ ଦିଲ୍ଲୀପ ଦୀପକ ମିଶ୍ର, ଜଳ ଓ ପରିମଳ କନିଷ୍ଠଯନ୍ତ୍ରୀ ରୋହିତ କିଶାନ, ଅଙ୍ଗନୱାଡି ସୁପରଭାଇଜର ରୋଜାଲିନ ପ୍ରଧାନ ଓ ବିମଳା କୁମାରୀ ନାୟକ ଓ ସମସ୍ତ ସରପଞ୍ଚ, ସମିତି ସଭ୍ୟାସଭ୍ୟ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମ କୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like