-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||     

HOME   ଜିଲ୍ଲା

ନୟାଗଡ଼ : ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ଜାଳିଲେ ଦୁର୍ବୁତ୍ତ

15-Jan-2021



ନୟାଗଡ, (ପ୍ରଦୀପ କୁମାର ପଣ୍ଡା) :ନୟାଗଡ଼ ଜିଲ୍ଲା ଖଣ୍ଡପଡା ଥାନା ଅଧୀନ ସିଂଘାପଡା ଠାରେ ଥିବା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ଜଳିଗଲା | ଗତକାଲି ଭୋର ପ୍ରାୟ ୩ :୩0 ସମୟରେ ଜଣେ ଦୁର୍ବୁତ୍ତ ଏକ ପେଟ୍ରୋଲ ବମ ଫୋପାଡ଼ି ଥିଲେ ଏହି ପେଟ୍ରୋଲ ପମ୍ପ ଉପରକୁ | ସେଠାରେ ରାତ୍ରୀ ଜଗୁଆଳି ତତକ୍ଷଣାତ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି ବାଲି ଏବଂ ନିଆଁ ଲିଭାଇବା ସ୍ପ୍ରେ ସାହାଯ୍ୟ ନିଆଁ କୁ ଆୟତ୍ତ କରି ଦେଇଥିଲେ | ଏଭଳି ବିପଦ ପୂର୍ଣ୍ଣ ଦୁର୍ଘଟଣାରେ ସାହାସିକତା ର ପ୍ରଦର୍ଶନ ପାଇଁ ଅଞ୍ଚଳ ବାସୀ ତଥା ପେଟ୍ରୋଲ ପମ୍ପ ର ସମସ୍ତ କର୍ମଚାରୀ ତାଙ୍କୁ ଧନ୍ୟବାଦ ଦେବାସହିତ ଭୁରି ପ୍ରଶଂସା ମଧ୍ୟ କରିଛନ୍ତି | ପ୍ରକାଶ ଥାଉକି ଗତ କାଲି ଅପରାହ୍ନ ପ୍ରାୟ ଚାରିଟା ସମୟରେ ଗଡ଼ିଆସାହି ପଞ୍ଚାୟତ ଅଧୀନ ପଥର ବନ୍ଧ ଗ୍ରାମର ଝରିଆ ମାଝୀ ଙ୍କ ପୁତ୍ର ବାନାମ୍ବର ମାଝୀ ଉକ୍ତ ପେଟ୍ରୋଲ ପମ୍ପ କୁ ଏକ ବୋତଲ ନେଇ ଆସିଥିଲେ ପେଟ୍ରୋଲ ନେବାପାଇଁ | ସେଠାରେ ଉକ୍ତ ବୋତଲ ରେ ପେଟ୍ରୋଲ ଭର୍ତି କରିବାରେ ଅସୁବିଧା ପରିଲିକ୍ଷିତ ହେବା ରୁ ପମ୍ପ କର୍ମଚାରୀ ଙ୍କ ସହିତ ସେ ବଚସା କରିଥିଲେ | ଏପରିକି ବାନାମ୍ବର ସେଠାରେ ଧମକ ଦେଇଥିଲେ ପେଟ୍ରୋଲ ପମ୍ପ ଜାଳିଦେବି | ତେଣୁ ତାଙ୍କ ନାମରେ ଖଣ୍ଡପଡା ଥାନା ରେ ପେଟ୍ରୋଲ ପମ୍ପ ମାଲିକ ଏକ ଅଭିଯୋଗ କରିଛନ୍ତି | ଖଣ୍ଡପଡା ଥାନା ଅଧିକାରୀ ଘଟଣା ସ୍ଥଳରେ ପଂହଁଚି ତଦନ୍ତ ଚଳାଇଛନ୍ତି ଏବଂ ଖଣ୍ଡପଡା ଦମକଳ ବାହିନୀ ଦୁର୍ଘଟଣା ର ସ୍ଥିତି ଅନୁଧ୍ୟାନ କରିଛନ୍ତି | 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026

You Might Also Like