-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବାଲୁଙ୍କେଶ୍ୱର ମହାଦେବ ପୀଠରେ ପଞ୍ଚଦଶ ବାର୍ଷିକ ବିଶ୍ୱ ଶାନ୍ତି ମହାଯଜ୍ଞ

25-Feb-2025



ବରୀ ବ୍ଲକ ବାଲିବିଲି ସ୍ଥିତ ବାଲୁଙ୍କେଶ୍ୱର ମହାଦେବ ପୀଠରେ ପଞ୍ଚଦଶ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ଆୟୋଜିତ ହେଉଛି । ୨୩ ତାରିଖରୁ ଆରମ୍ଭ ହୋଇଥିବା ଏହି ମହାଯଜ୍ଞର ଆସନ୍ତା ୨୫ ତାରିଖ ଦିନ ପୂର୍ଣ୍ଣାହୁତି ହେବ। ଗତକାଲି ଗ୍ରାମର ୧୩୨ ଜଣ ମହିଳା ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ଜଳ ଆଣି ଏକ କଳସ ଶୋଭାଯାତ୍ରାରେ ବାଲିବିଲି ଓ ଅଲିପୁର ଗ୍ରାମ ପରିକ୍ରମା କରି ଯଜ୍ଞ ମଣ୍ଡପରେ ସ୍ଥାପନ କରିଥିଲେ । ଯଜ୍ଞରେ କର୍ତ୍ତା ଭାବେ ଡାକ୍ତର ଅରୁଣ କୁମାର ପତି ଦାୟିତ୍ୱ ନିର୍ବାହ କରୁଥିଲା ବେଳେ  ପଣ୍ଡିତ ବାବାଜି ଚରଣ ମିଶ୍ରଙ୍କ ତତ୍ୱାବିଧାନରେ ୧୧ ଜଣ ପଣ୍ଡିତ ଯଜ୍ଞ କାର୍ଯ୍ୟ ସମ୍ପାଦନ କରୁଛନ୍ତି । ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଗ୍ରାମରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଦୈନିକ ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଶ୍ରଦ୍ଧାଳୁ ମନ୍ଦିରରେ ମହାଦେବ ଦର୍ଶନ କରିବା ସହିତ ଯଜ୍ଞ ମଣ୍ଡପରେ ପହଞ୍ଚି ଆଶିଷ କାମନା କରୁଛନ୍ତି । ମଧ୍ୟାହ୍ନରେ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଛି । ପଣ୍ଡିତ ଗୋକୁଳାନନ୍ଦ ପତି, ବୈକୁଣ୍ଠ ନାଥ ସାମଲ, ଅବସର ପ୍ରାପ୍ତ ଶିକ୍ଷା ଅଧିକାରୀ ଶୁରେଶ ଚନ୍ଦ୍ର ସାମଲ, ବନୋଜ କୁମାର ସାମଲ, କାଶୀନାଥ ସାମଲ, ରାମଚନ୍ଦ୍ର ଦାସ, ଅକ୍ରୁର ଚରଣ ସାମଲଙ୍କ ନେତୃତ୍ବରେ ଗ୍ରାମବାସୀମାନେ ଯଜ୍ଞ କାର୍ଯ୍ୟକ୍ରମକୁ ପରିଚାଳନା କରୁଛନ୍ତି ।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like