-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ଓ ବନ୍ୟ ଜନ୍ତୁ ସୁରକ୍ଷା କର୍ମଶାଳା ଅନୁଷ୍ଠିତ

25-Feb-2025




ସାଲେଭଟା(ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଳ ଓ ବନ୍ୟ ଜନ୍ତୁ ସୁରକ୍ଷା କର୍ମଶାଳା ପ୍ରଧାନଶିକ୍ଷକ ଦୂର୍ଯୋ।ଧନ ପଶାୟତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସାଲେଭଟା ଫରେଷ୍ଟର ଚୌଧୁରୀ ଦଳପତି ମୁଖ୍ୟଅତିଥି , ସିଆରସିସି ସଦାନନ୍ଦ ଭୁଏ ଓ ସେମେଲମୁଣ୍ଡା ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ନନ୍ଦ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସାଂପ୍ରତିକ ପରିସ୍ଥିତିରେ ଜଳବାୟୁ ପରିବର୍ତ୍ତନ ଓ ଜଙ୍ଗଲ ସୁରକ୍ଷାର ଗୁରୁତ୍ଵ ଉପରେ ଆଲୋକପାତ କରିଥିଲେ। ଆଗାମୀ ଭବିଷ୍ୟତରେ ପୃଥିବୀକୁ ବଞ୍ଚାଇ

ରଖିବାକୁ ହେଲେ ବୃକ୍ଷ ରୋପଣ, ବନ୍ୟ ଜନ୍ତୁ ସୁରକ୍ଷା ଓ ଜଙ୍ଗଲ ସୁରକ୍ଷା ହିଁ ବିକଳ୍ପ ବୋଲି ବୁଝାଇଥିଲେ। ମାଆ ଙ୍କ ପାଇଁ ଗଛ ଟିଏ ଲଗାଇ ତାର ସୁରକ୍ଷା କରିବାକୁ ବୁଝାଇଥିଲେ। ତତ୍ପରେ ପିଲାମାନେ ସଚେତନତା ମୂଳକ ପ୍ଲାକାର୍ଡ, ବ୍ୟାନର ଓ ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲେ। ସ୍କୁଲ ପରିସରରେ ଫରେଷ୍ଟର ଶ୍ରୀ ଚୌଧୁରି

ଦଳପତି ବୃକ୍ଷରୋପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ଗୋବିନ୍ଦ ସାହୁ, ଦିଲ୍ଲୀପ କୁମାର ଥନାପତି, ରାଜ କିଶୋର ମହାକୁର , ମନ୍ଟେସ କୁମାର ସାହୁ, ପିଙ୍କି କର୍ଣ୍ଣ, ପରିବେଶ ପ୍ରେମୀ ଡୋଲ।ମଣି ସାହୁ, ଋଷଭ ପଧାନ, ଜଙ୍ଗଲ ସୁରକ୍ଷା ସ୍କାଏଡ  ସଦସ୍ୟ ସନ୍ତୋଷ କୁମାର ରାଉତ ବିଦ୍ୟାଳୟ ସଭାପତି ବିପିନ ସାହୁ ଓ ସ୍କୁଲ କମିଟି ସଭ୍ୟ ସଭ୍ୟା ଯୋଗଦେଇ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଶିକ୍ଷୟତ୍ରୀ ପିଙ୍କି କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like