-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବାଟ୍ କଢ଼ୁଆଲ ର ବାର୍ଷିକୋତ୍ସବ ପାଇଁ କସରତ ଆରମ୍ଭ

25-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁବୁଡ଼ାରୁ ନିୟମିତ ଭାବେ ଦିର୍ଘ  ୬ ବର୍ଷ ହେବ ପ୍ରକାଶିତ ହୋଇ ଆସୁଥିବା ବାଟ୍ କଢ଼ୁଆଲ ର ବାର୍ଷିକୋତ୍ସବ ସ୍ଥାନୀୟ ବୁବୁଡେନ ମାଉଲି ମନ୍ଦିର ନିକଟରେ ଆସନ୍ତା ତା ୨୩.୦୩.୨୦୨୫ ରିଖ ରବିବାର ଦିନ ପାଳନ କରିବା ସକେଶେ ବ୍ୟାପକ ପ୍ରସ୍ତୁତି ଚାଲିଛି।ଏହି ବାର୍ଷିକୋତ୍ସବ କାର୍ଯ୍ୟକ୍ରମରେ ବରଗଡ଼ ଲୋକସଭା ମାନ୍ୟବର ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ, ସମ୍ମାନୀତ ଅତିଥି ଭାବେ ପ୍ରଧ୍ୟାପିକା ତଥା  ସିନେ ପ୍ରଯୋଜିକା ସୁବର୍ଣ୍ଣପୁର ଶ୍ରୀମତୀ ମୀନା ମହାରଣା ଶ୍ରୀମତୀ ଚଞ୍ଚଳା ଦାଶ ସରପଞ୍ଚ ଦହିଗାଁ ଗ୍ରାମ ପଞ୍ଚାୟତ, ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘର ରାଜ୍ୟ ଉପସଭାପତି  ପରମାନନ୍ଦ ମିଶ୍ର, ବିଶିଷ୍ଟ ନାଟ୍ୟକାର  ତଥା ବିଏମ କଲେଜ ଦହିତା ର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ମିଶ୍ର, ବିଶିଷ୍ଟ ଆଇନଜୀବୀ ବରଗଡ଼ ଶ୍ରୀଯୁକ୍ତ ବିମଳ କୁମାର ଦାଶ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ଶ୍ରୀଯୁକ୍ତ ଉତ୍ପନ୍ନ କୁମାର ଭୋଇ ଯୋଗଦାନ ଦେବାପାଇଁ ସ୍ଵିକୃତି ପ୍ରଦାନ କରିଛନ୍ତି।ଏହି ଅବସରରେ ବାଟ୍ କଢ଼ୁଆଲ ଅନୁଷ୍ଠାନ ପକ୍ଷରୁ ପଦ୍ମପୁରର ସମାଜସେବୀ ଶ୍ରୀଯୁକ୍ତ ଚନ୍ଦନ ବଂଶଲଙ୍କୁ ବାଟ କଢ଼ୁଆଲ ସମାଜ ସେବା ସମ୍ମାନ, ଘେଁସ ର ସାହିତ୍ୟିକ ଅମୃତଲାଲ ସାହୁଙ୍କୁ ବାଟ କଢ଼ୁଆଲ୍ ସାହିତ୍ୟ ସେବା ସମ୍ମାନରେ ସମ୍ମାନୀତ କରିବାର କାର୍ଯ୍ୟକ୍ରମ ଥିବାବେଳେ, ଅନେକ ସାହିତ୍ୟିକ,କବି, ସାମ୍ବାଦିକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ବୋଲି ବାଟ୍ କଢ଼ୁଆଲ ର ସମ୍ପାଦକ ଶ୍ରୀଯୁକ୍ତ ସୁରେନ୍ଦ୍ର ମେହେର ଆମ ପ୍ରତିନିଧିଙ୍କୁ ଫୋନ ମାଧ୍ୟମରେ ଜଣାଇଛନ୍ତି। କାର୍ଯ୍ୟକ୍ରମ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like