-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଛେଲବହାଲ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

25-Feb-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଯୋଗୀସର୍ଡl ପଂଚାୟତ ଅନ୍ତର୍ଗତ ଛେଲବହାଲ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ବିଦ୍ୟାଲୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୋବିନ୍ଦ ଭୋଇ ସଭାପତିତ୍ଵ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଯୋଗୀସର୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ବିଜୁଳି ପଧାନ, ସମ୍ମାନିତ ଅତିଥି ରୂପେ ଯୋଗୀସର୍ଡା ସିଆରସିସି ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ଭୋଇ, ଅବସର ପ୍ରାପ୍ତ ଶିକ୍ଷକ ନାରାୟଣ ସାହୁ, ଶ୍ରୀଯୁକ୍ତ ପ୍ରହଲ୍ଳାଦ କର୍ମୀ, ଶ୍ରୀଯୁକ୍ତ ବ୍ରଜମୋହନ ପଧାନ, କେଉଁଟିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷ କ ଚିତ୍ତରଂଜନ ତ୍ରିପାଠୀ ଓ ବିଦ୍ୟାଲୟର ଏସଏମସି ଚେୟାରମେନ୍ ଶ୍ରୀଯୁକ୍ତ ଶ୍ରୀକାନ୍ତ ପଧାନ ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ଯ ପ୍ରଦାନ କରିଥିଲେ l ସଭା ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ସ୍ବାଗତ ଭାଷଣ ଦେଇଥିଲେ, ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଜାତା ପଣ୍ଡା ବାର୍ଷିକ ବିବରଣୀ ପଠନ କରିଥିଲେ। ସାଂସ୍କୃତିକ କାର୍ଯକ୍ରମ ପରିଚାଲନା କରିଥିଲେ l ଶ୍ରୀମତୀ ଜାନକୀ ନାୟକ ଓ ଶ୍ରୀଯୁକ୍ତ ଫାଲଗୁନି ରାଏ, ଏହାସହ ବିଭିନ୍ନ ପ୍ରତିଯୋଗିତା ଓ ବାର୍ଷିକ କ୍ରୀଡା ପ୍ରତିଯୋଗିତା କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ଏଥିରେ ସହଯୋଗ କରିଥିଲେ ସହ ଶିକ୍ଷୟତ୍ରୀ ସୁଶ୍ରୀ ଶିବାନୀ ଝାଙ୍କର ପରି ଶେଷରେ ସହ ଶିକ୍ଷୟତ୍ରୀ ଶ୍ରୀମ ତୀ ସୁଜାତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026

You Might Also Like

   
  ଜିଲ୍ଲା  

ଜଗହଃଜ୍ଜ