-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଲେମଧର ସେବାଶ୍ରମର ବାର୍ଷିକୋତ୍ସବ: ମେଧାବୀ ଛାତ୍ରୀ ପ୍ରୀତି ରଣା ସମ୍ବର୍ଦ୍ଧିତ

25-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟର ଅନ୍ତର୍ଗତ ଲେମଧର ସେବାଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଅଶୋକ କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଅବସରପ୍ରାପ୍ତ ଶିକ୍ଷକ ନଵ କିଶୋର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ରାଜେଶ୍ଵର ବେହେରା,ଜାରିଂ ସ୍କୁଲର ପ୍ରଧାନଶିକ୍ଷକ ଭାଦ୍ରବ ପାଣ୍ଡେ, ସ୍କୁଲର ଚେୟାରମେନ ବୀଣାପାଣି ମଲ୍ଲିକ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ଅପୂର୍ଣ୍ଣତା ହିଁ ପୂର୍ଣ୍ଣତାର ମାର୍ଗଦର୍ଶକ। ତେଣୁ ନିଜକୁ ଅପୂର୍ଣ୍ଣ ପାତ୍ର ମନେ କରି ସାଧନା ଓ ଅଧ୍ୟବସାୟ ଜାରି ରଖିଥିଲେ ସଫଳତା ସୁନିଶ୍ଚିତ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ। ଶିକ୍ଷୟିତ୍ରୀ ଟିକେଶ୍ଵରୀ ସେଠ ଅତିଥି ପରିଚୟ ପ୍ରଦାନ କରିଥିଲେ।ଏହି ଅବସରରେ ବିଗତ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ଛାତ୍ରୀ ପ୍ରୀତି ରଣାଙ୍କୁ ତାଙ୍କ ମାତାଙ୍କ ଗହଣରେ ମାନପତ୍ର ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୂର୍ବରୁ ଆୟୋଜିତ ବାର୍ଷିକ କ୍ରୀଡା ଓ ପ୍ରବନ୍ଧ, ବକୃତା,ଗଳ୍ପ କଥନ ଆଦି ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।ପରେ ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like