-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ପୁଇଁତଳା ସମ୍ବାଦ ସାହିତ୍ୟ ଘର ତରଫରୁ ମକର କବିତା ଆସର ଓ ସାହିତ୍ୟ ସଭା

15-Jan-2021



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ସମ୍ବାଦ ସାହିତ୍ୟ ଘର ତରଫରୁ ପବିତ୍ର ମକର ସଂକ୍ରାନ୍ତି ଅବସରରେ ଏକ ମକର କବିତା ଆସର ଓ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗ ଦେଇ କଳା,ସାହିତ୍ୟ ଓ ସଂସ୍କୃତି ବିହୀନ ମଣିଷ ଅସଂପୂର୍ଣ୍ଣ ଅଟେ ବୋଲି କହିଥିଲେ । ମୁଖ୍ୟ ବକ୍ତା ଭାବରେ ରସରାଜ ଅଚ୍ୟୁତ ପୁରୋହିତ ଯୋଗ ଦେଇ କରୋନା କାଳରେ ସାମାଜିକ ଦୂରତା ନାଁ ରେ କିପରି ମଣିଷ ମଣିଷ ମଧ୍ୟରେ ଭାବର ସଂପର୍କ ଛିନ୍ନ ହୋଇଯାଇଛି ତାହାକୁ ବ୍ୟଙ୍ଗ  ମାଧ୍ୟମରେ ଉପସ୍ଥାପନ କରି ଦର୍ଶକଙ୍କୁ ଖୁବ ହସାଇ ଥିଲେ । ସମ୍ମାନିତ ଅତିଥି ଭାବରେ ପୁଇଁତଳା ବିଇଓ ନେପାଳ ଚନ୍ଦ୍ର ବାଗ ମଞ୍ଚାସୀନ ରହି  ନିଜର ବକ୍ତବ୍ୟ ରଖିଥିଲେ । ସମ୍ବାଦ ସାହିତ୍ୟ ଘର ପୁଇଁତଳା ଶାଖାର ସଭାପତି ଦିଗାମ୍ବାର ନାଏକ ନିଜର ସଭାପତିତ୍ୱ ଅଭିଭାଷଣ ରଖିଥିଲେ । ସଭା ପ୍ରାରମ୍ଭରେ ପୁଇଁତଳା ସାହିତ୍ୟ ଘରର ସଂପାଦକ ନବକିଶୋର ବେହେରା ସଭାର ଉଦ୍ଦେଶ୍ୟ ଓ ଅତିଥି ପରିଚୟ ପ୍ରଦାନ କରିବା ସହ ଆଗାମୀ ଦିନରେ ପୁଇଁତଳା ସାହିତ୍ୟ ଘରକୁ ଆହୁରି ସଂପ୍ରସାରଣ କରିବା, ସଭ୍ୟ ସଂଖ୍ୟା ବୃଦ୍ଧି ଏବଂ ପୁଇଁତଳା ବ୍ଲକର ବିଭିନ୍ନ ସ୍ଥାନରେ ସାହିତ୍ୟ ସଭା ମାନ ଆୟୋଜନ କରିବା ଉପରେ ଆଲୋଚନା କରିଥିଲେ । ସାପ୍ତାହିକ ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ସଭାକୁ ସଂଯୋଜନା କରିଥିଲେ । ଶେଷରେ ପୁଇଁତଲା ବ୍ଲକ ସମ୍ବାଦ ପ୍ରତିନିଧି ବାରଣ ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ କବୟିତ୍ରୀ ସବିତା ମହରାଙ୍କ ସଂଯୋଜନାରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବି ସତ୍ୟାନନ୍ଦ ବିଶ୍ୱାଲ, କସ୍ତୁରୀ ରଥ, ସୁଭ୍ରାଂଶୁ ଶେଖର ପଣ୍ଡା, ସୁରଥ ନାଏକ, ଗଣେଶ ବାରିକ, କୁମୁଦିନୀ ପୃଷ୍ଟି, ଭକ୍ତଚରଣ ନାୟକ ପ୍ରମୁଖ କବିତା ପାଠ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମାଲପଡା ନାଗରିକ କମିଟିର ସଭାପତି ଯୁଧିଷ୍ଟିର ମିଶ୍ର, ସାମ୍ବାଦିକ ଦେବାଶିଷ ବହିଦାର, ଜୟକୃଷ୍ଣ ବେହେରା, ପବିତ୍ର ଦାସ, ଗୋପାବାନ୍ଧୁ ପଟେଲ, ଦିଲୀପ ବହିଦାର, ସଚିଦାନନ୍ଦ ବଗର୍ତ୍ତି, ନବୀନ ପଶାୟତ, ପ୍ରକାଶ ତରିଆ ପ୍ରମୁଖ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like