-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବହିହାଟର ୨ୟ ସନ୍ଧ୍ୟା: ଗଳ୍ପ ଆଲୋଚନାଚକ୍ର; ଐତିହ୍ୟ ଓ କୃତୀ ସନ୍ତାନଙ୍କୁ ଉଲ୍ଲେଖ କରିବା ଲେଖକଙ୍କ ଦାୟିତ୍ୱ 

26-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ଜିଲ୍ଲା ଲେଖକ ପରିଷଦର ବଲାଙ୍ଗୀର ବହିହାଟର ଦ୍ବିତୀୟ ସନ୍ଧ୍ୟାର ଗଳ୍ପ ଆଲୋଚନାଚକ୍ରରେ ଯୋଗ ଦେଇଥିବା ମୁଖ୍ୟ ଅତିଥି  ଓ ଆଲୋଚକ ମାନଙ୍କ ବକ୍ତବ୍ଯରେ ଏହା ଅନ୍ୟାନ୍ୟ ରାଜ୍ୟସ୍ତରୀୟ ସାହିତ୍ୟ ସଭାର ସମକକ୍ଷ ବୋଲି ମତବ୍ଯକ୍ତ କରାଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ସମ୍ବାଦ ଜୁଗାରର ସମ୍ପାଦକ ତଥା ସମ୍ବାଦର ବରିଷ୍ଠ ଅଧିକାରୀ ଅରବିନ୍ଦ ଦାସ ତାଙ୍କର ଅନ୍ତରଙ୍ଗ ବକ୍ତବ୍ଯରେ ସ୍ଥାନୀୟ କୃତୀସନ୍ତାନ ଓ ଐତିହ୍ୟକୁ ଉପସ୍ଥାପନ କରିବାରେ ଲେଖକଙ୍କ ଭୂମିକା ଜରୁରୀ ବୋଲି ମତବ୍ଯକ୍ତକରି ବଲାଙ୍ଗୀରରେ ବୁଦ୍ଧିଜିବୀଙ୍କ ନୀରବତାକୁ ଆହ୍ବାନ କରିଥିଲେ । 

ପରିଷଦର ସଭାପତି ମଳୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଗାଳ୍ପିକା ଡା ମଞ୍ଜୁବାଳା ପଣ୍ଡା, ଗାଳ୍ପିକ ମନୋଜ ପୂଜାରୀ, ଗାଳ୍ପିକ କୃଷ୍ଣଚନ୍ଦ୍ର ବାରିକ, ଗାଳ୍ପିକା ଚନ୍ଦ୍ରାବତୀ ପାଣ୍ଡେ ଓ ଗାଳ୍ପିକ ଡ ବିଶ୍ବନାଥ ସାହୁ ପ୍ରମୁଖ ଯୋଗ ଦେଇ ଆଧୁନିକ ଓଡିଆ ଗଳ୍ପର ଘଟଣା, ଚରିତ୍ର ଓ ଶୈଳୀ ଉପରେ ସାରଗର୍ଭକ ବକ୍ତବ୍ଯ ଦେଇଥିଲେ। ପରିଷଦର ସମ୍ପାଦକ କପିଳେଶ୍ବର ଖମାରୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଅନୁପ୍ରିୟା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ଅପରାହ୍ନରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟଅତିଥି ଓ ଅତିଥିମାନେ ପୁରସ୍କୃତ କରିଥିଲେ । ଶେଷରେ ସହସମ୍ପାଦକ ରଘୁନନ୍ଦନ ସିଂହ ଧନ୍ୟବାଦ ଦେଇଥିଲେ ।

ଆଜି ଅପରାହ୍ନ ୨ଟା ରେ କୋଶଳ କଳା ମଣ୍ଡଳ ପଡିଆର ପୁରୁଣା ମଞ୍ଚରେ ଅଷ୍ଟମ  ଓ ଦଶମ ଶ୍ରେଣୀ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ l

ସେହିପରି ବହିହାଟ ର ତୃତୀୟ ଦିନ ସନ୍ଧ୍ୟା ରେ 'କବିତାର ଦିଗନ୍ତ' ଶୀର୍ଷକ ବିଷୟ ଉପରେ ଏକ ସlରସ୍ୱତ ଆଲୋଚନାଚକ୍ର ଅନୁଷ୍ଠିତ ହେବ l ଏଥିରେ ବହୁ ସଂଖ୍ୟାରେ କବି, ସାହିତ୍ୟିକ ଓ ବୁଦ୍ଧିଜୀବୀ ତଥା ସାମ୍ବାଦିକ ମାନେ ଯୋଗ ଦେବାକୁ ଜିଲ୍ଲା ଲେଖ କ ପରିଷଦ ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like