-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଅସହାୟ ମହିଳାଙ୍କୁ ସାହା ହେଲେ ଟ୍ୱିଟର ଗାର୍ଲ ଦୀପା,,, ଘରକୁ ଯାଇ ଟ୍ରାଇସାଇକେଲ ପ୍ରଦାନ କଲା ବ୍ଲକ ପ୍ରଶାସନ

26-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅସହାୟ ମାନଙ୍କ ହକ ଏବଂ ଅଧିକାରର ପାଇଁ ଲଢେ଼ଇ କରିଆସୁଥିବା ସ୍ୱେଚ୍ଛାସେବୀ ଦୀପା ବାରିକ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।ତାଙ୍କର କାର୍ଯ୍ୟ ଗୁଡ଼ିକ ଅସହାୟ ଲୋକମାନଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଥାଏ।ଏଭଳି ଏକ ମହତ କାର୍ଯ୍ୟ କରି ଦୀପା ସମସ୍ତଙ୍କ ହୃଦୟ ଜିଣି ନେଇଛନ୍ତି।ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ହାଲୁପାଲି ଗ୍ରାମର ଜଣେ ଅସହାୟ ମହିଳା ଶଶିକା କୁମ୍ଭାର(୭୫) ଦୀର୍ଘ ବର୍ଷ ହେଲା ଚାଳିପାରୁ ନଥିଲେ।ସେ ସବୁବେଳେ ଗୁରୁଣ୍ଡି ଗୁରୁଣ୍ଡି ଚଳପ୍ରଚଳ କରି ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ।ତାଙ୍କର ସେବା ଶୁଶ୍ରୁଷା କରିବା ପାଇଁ ମଧ୍ୟ ତାଙ୍କର କେହି   ନାହାନ୍ତି।ଏଭଳି ସ୍ଥଳରେ ତାଙ୍କ ଜୀବନ ଦୁର୍ବିସହ ହୋଇପଡିଛି।ଏଭଳି ସ୍ଥଳରେ ତାଙ୍କୁ ଚଳପ୍ରଚଳ କରିବା ପାଇଁ ଏକ ସାଧନ ଆବଶ୍ୟକ ହେଉଥିଲା।ବିଡମ୍ବନାର ବିଷୟ ଯେ ତାଙ୍କ ପ୍ରତି ସ୍ଥାନୀୟ ପ୍ରଶାସନିକ ଦୃଷ୍ଟି ମଧ୍ୟ ପଡୁନଥିଲା।ଏଭଳି ସ୍ଥଳରେ ଉକ୍ତ ଅସହାୟ ମହିଳାଙ୍କ ଦୁଃଖ ସହି ନ ପାରି ଗ୍ରାମର ସ୍ୱେଚ୍ଛାସେବୀ ସାନ୍ତନୁ ମାଝୀ ଏକ ଭିଡିଓ ପ୍ରସ୍ତୁତ କରି ପାଇକମାଲ ଅଞ୍ଚଳର ସ୍ୱେଚ୍ଛାସେବୀ ଟ୍ୱିଟର ଗାର୍ଲ ଭାବେ ପରିଚିତ ଦୀପା ବାରିକ ଙ୍କୁ ଯୋଗାଯୋଗ କରିଥିଲେ।ଦୀପା ଉକ୍ତ ଘଟଣାକୁ ଟ୍ଵିଟର(ଏକ୍ସ) ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିବା ସହ ତୁରନ୍ତ ଉକ୍ତ ଅସହାୟ ମହିଳାଙ୍କ ପାଖରେ ପ୍ରଶାସନ ପହଞ୍ଚି ଆବଶ୍ୟକ ଟ୍ରାଇ ସାଇକେଲ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉକ୍ତ ଘଟଣାକୁ ଅତ୍ୟନ୍ତ ଗମ୍ଭୀରତା ସହ ନେଇ ଭଟଲି ବ୍ଲକ ପ୍ରଶାସନକୁ ନିର୍ଦେଶ ଦେଇଥିଲେ।ଏହାପରେ ସେହିଦିନ ଅସହାୟ ମହିଳାଙ୍କ ଘରକୁ ଯାଇ ବ୍ଲକ କର୍ମଚାରୀ ମାନେ ନଥିପତ୍ର ସଂଗ୍ରହ କରିଥିଲେ ଏବଂ ଅଭିଯୋଗ କରିବାର ଗୋଟିଏ ଦିନ ମଧ୍ୟରେ ଅଶହାୟ ମହିଳାଙ୍କ ପାଖେ ପ୍ରଶାସନ ପହଞ୍ଚି ଏକ ଟ୍ରାଇ ସାଇକେଲ ପ୍ରଦାନ କରିଛନ୍ତି।ବର୍ଷ ବର୍ଷ ଧରି ଉପେକ୍ଷିତ ଜଣେ ଅସହାୟ ମହିଳାଙ୍କ ସହାୟତା ପାଇଁ ଦୀପାଙ୍କ ଗୋଟିଏ ଅଭିଯୋଗ ଦ୍ୱାରା ସମସ୍ୟାର ସମାଧାନ ହୋଇଥିବାରୁ ଦୀପାଙ୍କୁ  ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like