-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଶ୍ରୀ ରାମେଶ୍ବର ଶୈବ ପୀଠ ଠାରେ ୩୬ ତମ ସାମୁହିକ ବ୍ରତ ପନୋୟୋନ ଉତ୍ସବ ପାଳିତ

26-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ପବିତ୍ର ମହା ଶିବରାତ୍ରୀ ଅବସରରେ ଦ୍ୱିତୀୟ ବାରାଣସୀ କୁହାଯାଉଥିବା ସୋନପୁରର ପ୍ରସିଦ୍ଧ ଶ୍ରୀ ରାମେଶ୍ବର ଶୈବପୀଠ ଠାରେ ଆଜି ଏକ ସାମୂହିକ ବ୍ରତପୋନୟନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଦୀର୍ଘ ୩୬ ବର୍ଷ ଧରି ପାଳିତ ହୋଇ ଆସୁଥିବା ଏହି ଉତ୍ସବର ସମସ୍ତ ଆୟୋଜନ ଓ ତଦାରଖର ଦାୟିତ୍ୱ ସୋନପୁରର ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ ତାଙ୍କ ଧର୍ମ ପତ୍ନୀ ମୈଥିଳୀ ମଲ୍ଲିକ ନେଇ ଆସୁଛନ୍ତି। ପ୍ରତିବର୍ଷ ବିଭିନ୍ନ ଅଞ୍ଚଳର ଦଶ  ୧୧  ଜଣ ଗରିବ ବ୍ରାହ୍ମଣ ପରିବାରର ପିଲାମାନଙ୍କୁ ମାଗଣାରେ ବ୍ରତ କରାଯାଉଥିବା ବେଳେ ଏ ବର୍ଷ ୨୦୨୫ ରେ ୧୨ ଜଣ ବାଳକଙ୍କୁ ସାମୂହିକ ବ୍ରତ କରାଯାଇଛି। ପୁରୀ ଶ୍ରୀ ରାମଜୀ ମଠ ର ମହନ୍ତ ବଂଶୀଧର  ଦାଶ ଜୀ ମହାରାଜ ଯୋଗଦେଇ ଏହି ବାଳବ୍ରହ୍ମଚାରୀଙ୍କୁ ଶୁଭେଚ୍ଛା ଆଶୀର୍ବାଦ ପ୍ରଦାନ କରି ‘ନିଃସହାୟ ବ୍ରାହ୍ମଣ ପିଲାମାନଙ୍କ ସାମୂହିକ ବ୍ରତ ପାଳନ ହିଁ ଅସଲ ମାନବୀୟ ଧର୍ମ ବୋଲି ମତ ରଖି ଏହି ଉତ୍ସବର ଆୟୋଜକ ଶ୍ରୀ ମଲ୍ଲିକଙ୍କ ବଦାନ୍ୟତା ଓ ମହାନତାକୁ ପ୍ରଶଂସା କରିଥିଲେ । ଓଡ଼ିଶା ହାଇକୋର୍ଟ ର ପ୍ରାକ୍ତନ ବିଚାରପତି ଶ୍ରୀ ଚିତ୍ତ ରଞ୍ଜନ ଦାଶ  ,  ଜିଲ୍ଲା ଯୋଗାଣ ଅଧିକାରୀ ,  ଅଗ୍ନିଶମ ବାହିନୀ ଅଧିକାରୀ, ନୂତନ ଭାରପ୍ରପ୍ତ  ଥାନା ଅଧିକାରୀ ଙ୍କ ସମେତ  ସହର ତଥା ଜିଲ୍ଲା ର ବହୁ ବୁଦ୍ଧିଜୀବୀ, ସାମ୍ବାଦିକ, ସମାଜସେବୀ ଓ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଏଠାରେ ଯୋଗଦାନ କରି ବାଳ ବ୍ରହ୍ମଚାରୀମାନଙ୍କୁ ଆଶୀର୍ବାଦ କରି ସାମୁହିକ ପ୍ରସାଦ ସେବନ କରିଥିଲେ।  ପଣ୍ତିତ ବେଦ ବ୍ୟାସ ମିଶ୍ର, କାଳୀ ଚରଣ ମିଶ୍ର, ଆଶିଷ କୁମାର ମିଶ୍ର, ରାମା ନୂଜ ପୁଝାରୀ, ଆନନ୍ଦ ପୁଜାରୀ, ବିଦେଶୀ ବାବୁ, ବାସୁଦେବ ଶତପଥି, ନୀଳମଣି ଓତା, ଟଙ୍କ ଧର ମିଶ୍ର, ରାଧେଶ୍ୟାମ ପୁରୋହିତ ପ୍ରମୂଖ ପଣ୍ଡିତ ଏହି ବ୍ରତ ପନୋୟନ ଯଜ୍ଞ ର ଦାୟିତ୍ବ ତୁଲାଇ ଥିବା ବେଳେ ନାରାୟଣପୁର ର ରୋହନ ଶତପଥି, ରୋସନ ଶତପଥି, ରାୟପାଲି ବିନିକା ର ସମୀର ମିଶ୍ର, ଧନୁପାଲି ସମ୍ବଲପୁର ର ଚନ୍ଦନ ମିଶ୍ର, ବୁର୍ଲା ର ରୁଦ୍ର ନାରାୟଣ ମିଶ୍ର, ପଥର ଟେକା ତରଭା ର ଶ୍ରୀତମ ମିଶ୍ର, ସାହାଜ୍ ବାହାଲ ବଲାଙ୍ଗିର ପ୍ରିୟ ବ୍ରତ ପାଣିଗ୍ରାହି, ତରଭା ର ରଞ୍ଜିତ ପଣ୍ଡା, ବଲାଙ୍ଗିର ର ଦିଲ୍ଲୀପ କୁମାର ଷଡଙ୍ଗୀ ଓ ରାମେଶ୍ବର କର, ଲୋଇ ସିଂହା ର ଆଶିଷ ତିୱାରୀ ଓ ସଇଁତଳା ର ଆନନ୍ଦ ତିୱାରୀ ପ୍ରମୁଖ ୧୨ ଜଣ ବ୍ରାହ୍ମଣ ବ୍ରତ ଧାରୀ ଏହି ଯଜ୍ଞ ଉତ୍ସବ ରେ ସାମିଲ ରହିଥିବା ବିଷୟ ଆୟୋଜକ ଶ୍ରୀବତ୍ସ ମଲ୍ଲିକ ମତ ରଖିଥିଲେ l ଏହି କାର୍ଯ୍ୟକ୍ରମ ତଥା ଅତିଥି ସେବା ରେ ସମାଜ ସେବୀ ବୈକୁଣ୍ଠ ଶତପଥି, ମନୋରଞ୍ଜନ ତ୍ରୀପାଠୀ , ସଞ୍ଜୟ ସାହୁ, ଜୟ କୁମାର ମହଲା, ପ୍ରହଲ୍ଲାଦ ମଲ୍ଲିକ, ସାମ୍ୱାଦିକ  ରଞ୍ଜନ ବାରିକ, କୋଶଳ ଆବାସିକ ବିଦ୍ୟାଳୟ ର ଛାତ୍ର ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like