-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ କେଲିଆ ଶୈବପୀଠରେ ମହା ଶିବରାତ୍ରି ପାଳିତ,50 ହଜାରରୁ ଉର୍ଦ୍ଧ ଭକ୍ତଙ୍କ ଜନସମାଗମ

26-Feb-2025



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅନ୍ତର୍ଗତ ଦେଓବନ୍ଦ କେଲିଆ ଶୈବପୀଠ ରେ ହିନ୍ଦୁ ବର୍ଷ ଅନୁସାରେ ଫାଲଗୁନ ମାସର କୃଷ୍ଣ ପକ୍ଷର ଚତୁର୍ଦ୍ଦଶୀ ତିଥିରେ ମହାଶିବରାତ୍ରି ପାଳିତ ହୁଏ । ଚଳିତ ବର୍ଷ ୨୬ ଫେବୃଆରୀ ସକାଳ ୧୧.୦୮ରୁ ଆରମ୍ଭ ହୋଇ ୨୭ ଫେବୃଆରୀ ସକାଳ ୮.୫୪ରେ ଶେଷ ହେବ ।ଆଜି ବିଭିନ୍ନ ଶୈବ ପୀଠରେ ଧୁମଧାମରେ ଶିବରାତ୍ରି ପାଳିତ ହଇଯାଇଛି । ନବରଙ୍ଗପୁର ଜିଲ୍ଲାର ବିଖ୍ୟାତ ଶୈବପୀଠ କେଲିଆରେ ଚଳିତ ବର୍ଷ 50 ହଜାରରୁ ଉର୍ଦ୍ଧ୍ବ ଶୈବ ଭକ୍ତଙ୍କ  ଜନସମାଗମ ଦେଖିବାକୁ ମିଳିଥିଲା । ଏହା ଖାଲି ଶୈବପୀଠ ନୁହେଁ ଓଡ଼ିଶାର ଏକ ପର୍ଯ୍ୟଟନ ସ୍ଥଳି ମଧ୍ୟ । ଏଠାରେ ଦର୍ଶନ ପାଇଁ ଜିଲା ବାହାରୁ ତଥା ପଡସିରାଜ୍ୟ  ଅନ୍ଦ୍ରାପ୍ରଦେଶ ଓ ଛତିଶଗଡ଼ ରୁ ମଧ୍ୟ ଦର୍ଶକ ଆସନ୍ତି । ଶିବ ମନ୍ଦିର ଠାରୁ  ଜଙ୍ଗଲ ମଧ୍ୟ ଦେଇ ୨ କିଲମିଟର ଚାଲିକି ଗଲେ ଏକ ପର୍ବତ ଗୁମ୍ଫାରେ ମାଁ ପାର୍ବତୀଙ୍କ ମନ୍ଦିର ଅବସ୍ଥିତ  ଯାହାକି କେଲିଆ ମନ୍ଦିରର ଏକ ମୁଖ୍ୟ ଆକର୍ଷଣ ଅଟେ। ଏହା ଶୈବ ପିଠ ଏକ ପଞ୍ଜିକୃତ କମିଟି ଦ୍ୱାର ପରିଚାଳିତ ଏଠାରେ  ରାତିରେ ମନରଞ୍ଜନ ପାଇଁ ନାଚଗୀତର ଆଶ୍ରା ଜମେ ।ଚଳିତ ବର୍ଷ  ମନରଞ୍ଜନ ପାଇଁ  ଦେଶିଆନାଚ ଏବଂ  ମେଲଡ଼ିର ଆୟୋଜନ କରାଯାଇଛି । ଏହି ମହୋତ୍ସବର ପରିଚାଳନାରେ କେଲିଆ ମନ୍ଦିର କମିଟିର ସମ୍ପାଦକ ଦେବରାଜ ପାତ୍ର, କସାଧକ୍ଷ ଜି. ସାଇ ରାଜୁ,ସୁରେନ୍ଦ୍ର ମିଶ୍ର, ହିନ୍ଦୁ ମହାସଂଘ ପ୍ରମ୍ମୁଖ ଜୟନ୍ତ କୁମାର ପାତ୍ର,ଚଚରାଗୁଡା ପୂର୍ବତନ ସରପଞ୍ଚ ଧର୍ମାନନ୍ଦ  ନାୟକ,ଭାଗିରଥି ମଝି, ପଦ୍ମ ମଝି,ଭଗବାନ ଖୁଣ୍ଟିଆ ସହ ମନ୍ଦିର କମିଟିର  ୬୦/୭୦ ଜଣ  ସ୍ବେଚ୍ଛାସେବୀ,ପୋଲିସ ପ୍ରଶାସନ ଏବଂ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ ମନେ ସମ୍ପୁର୍ଣ୍ଣ ସହଯୋଗ କରିଛନ୍ତି ବୋଲି କମିଟିର ସମ୍ପାଦକ ଦେବରାଜ ପାତ୍ର କହିଛନ୍ତି । ଏହିଭଳି ଡାବୁଗାଁ ବ୍ଲକ ତଥା  ଆଖ ପାଖ ଅଂଚଳର ବିଭିନ୍ନ ଶୈବ ପୀଠରେ ଯଥା - ଡାବୁଗାଁ ସଦର ମୁହୁକୁମା ସ୍ଥିତ ଶିବ ମନ୍ଦିର ,ବାଘବେଡ଼ ଶିବ ମନ୍ଦିର ,ଜୁନପାଣି ଶିବ ମନ୍ଦିର, ବୁଟିଆଗୁଡା ଶିବ ମନ୍ଦିର,ବିଜାପୁର ଶିବ ମନ୍ଦିର, ଦେଉଳକଣା ଶିବ ମନ୍ଦିର,ବିରିଶାଳା ଶିବମନ୍ଦିର  ଠାରେ ମଧ୍ୟ ଧୁମଧାମରେ ଶିବରାତ୍ରି ପାଳିତ ହଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like