-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭାରତୀୟ ବିଦ୍ୟା ନିକେତନ ର ୧୨ ତମ ବାର୍ଷିକ ଉତ୍ସବ ପାଳିତ: କୁନିକୁନି ଛାତରଛାତ୍ରୀଙ୍କ ନୃତ୍ୟ ପରିବେଷଣ ମନ୍ ମୋହିଲା

27-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ପୁଇଁତଲା ବ୍ଲକ ବିଲେଇସର୍ଡା ଗ୍ରାମରେ ଥିବା  ଭାରତୀୟ ବିଦ୍ୟା ନିକେତନର ବାର୍ଷିକ ଉତ୍ସବ ମହା ସମାରୋହରେ ଆୟୋଜିତ ହୋଇଯାଇଛି।ତେବେ ଭାରତୀୟ ବିଦ୍ୟା ନିକେତନ ପ୍ରତିଷ୍ଠାତା ଶଶିକଳା ସାହୁଙ୍କ ନେତୃତ୍ବରେ ଆୟୋଜିତ ହୋଇଥିବା ବେଳେ ଦେବାଶିଷ କୁମାର ବାବୁ ଙ୍କ ସଭାପତିତ୍ଵ ସଭାରେ ମୁଖ୍ୟ ଅତିଥି ଭାବେ ପୁଇଁନ୍ତଲା ବ୍ଲକ ଅଧକ୍ଷ ସରୋଜ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବେ ପୁଇଁତଲା ଗୋଷ୍ଠୀ ଶିକ୍ଷାଧିକାରୀ ଲୋକନାଥ ସୁନା ବିଲେଇ ସର୍ଡ଼ା ଗ୍ରାମ ପଞ୍ଚାୟତ ସରପଞ୍ଚ ସୁଶାନ୍ତ କୁମାର ଛତ୍ରିଆ ବ୍ୟଙ୍ଗ କବି ଅଚ୍ୟୁତ ପୁରୋହିତ ଭାରତୀୟ ବିଦ୍ୟା ନିକେତନ ସ୍କୁଲ ସଭାପତି ପ୍ରଫୁଲ୍ଲ ଭୋଇ ସ୍କୁଲର ପ୍ରତିଷ୍ଠାତା ଶ୍ରୀମତୀ ଶଶିକଳା ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ତେବେ ବିଲେଇ ସର୍ଡା ଗ୍ରାମ ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇଥିବା ୧୨ ତମ ବାର୍ଷିକ ଉତ୍ସବ ରେ ପ୍ରଥମେ ବିଘ୍ନ ବିନାଶକ ଶ୍ରୀ ଗଣେଶ ଙ୍କ ଠାରେ ଦୀପ ପ୍ରଜ୍ବଳନ ପରେ ସଭା କାର୍ଯ୍ୟ ଶୁଭାରମ୍ଭ ହୋଇଥିଲା ।ଅତିଥି ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ସହ ଛାତ୍ର ଛାତ୍ରୀ ଙ୍କ ମଧୁର ସଙ୍ଗୀତ ପରେ ଅତିଥି ବୃନ୍ଦ  ବାର୍ଷିକ ଉତ୍ସବ ଛାତ୍ର ଛାତ୍ରୀ ଙ୍କ ଜୀବନ ଶୈଳୀ ରେ କି ପ୍ରକାର ଉନ୍ନତ କରିଥାଏ ତାକୁ ନେଇ ନିଜ ନିଜ ଅଭିବାଦନ ରଖିଥିଲେ। ପରେ  ଛାତ୍ର ଛାତ୍ରୀଙ୍କ ନୃତ୍ୟ ସଙ୍ଗୀତ ସହ ତାଙ୍କ ମଧ୍ୟରେ ଥିବା କଳା ଫଳରେ ଦ୍ୱିଗୁଣିତ କରିଥିଲା ବିଦ୍ୟା ନିକେତନ ର ୧୨ ତମ ବାର୍ଷିକ ଉତ୍ସବକୁ। ଭାରତୀୟ ବିଦ୍ୟା ମନ୍ଦିର ର କୃତି ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ପୁରସ୍କୃତ କରିଥିଲେ ଉପସ୍ଥିତ ଅତିଥି ବୃନ୍ଦ।ତେବେ ଭାରତୀୟ ବିଦ୍ୟା ନିକେତନ ରେ ଶିକ୍ଷl କ୍ଷେତ୍ରରେ ପ୍ରାରମ୍ଭ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ସର୍ବମୋଟ ୧୬୦ ଜଣ ଛାତ୍ର ଛାତ୍ରୀ ରହିଛନ୍ତି l ସଚିନ୍ଦ୍ର ସାହୁ, ରୋହିତ ବିନ୍ଧାଣି,ରଞ୍ଜନ ସାହୁ, ସୁରେନ୍ଦ୍ର ବୁଡେକ୍, ରିତାଞ୍ଜଳି ବାଗ, ରୀତା ମେହେର, ସଂଗୀତା ଭୋଇ, ଚୁମକି ସାହୁ, ପୁସ୍ପିତା ପଟେଲ, ପ୍ରମୋଡ଼ିନି ଭୋଇ, ସ୍ୱରୂପା ସିଂଦେଓ, ତ୍ୟାଗ ନାଗ, ପଦ୍ମାଳୟା ପଧାନ ପ୍ରମୁଖ  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like