-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||     

HOME   ଅପରାଧ

ବଲାଙ୍ଗୀରରେ ବଢ଼ୁଛି ଅସାମାଜିକ ତତ୍ତ୍ୱଙ୍କ ଦୌରାତ୍ମ୍ୟ- ଜନସାଧାରଣଙ୍କ ସୁରକ୍ଷା ପାଇଁ ସଚେତନ ନାଗରିକ ମଂଚର ବଲାଙ୍ଗୀର ଏସ୍‌ପିଙ୍କୁ ଦାବିପତ୍ର

15-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)- ବଲାଙ୍ଗୀର ଜିଲ୍ଲାରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି । ଦିନ ଦ୍ୱିପହରରେ ଲୁଟତରାଜ, ଚୋରୀ, ଡକାୟତି ଆଦି ଘଟଣା ଘଟି ଚାଲିଛି । ମଦୁଆ ଓ ପଲସର ବାଇକ୍ ଲୁଟେରାଙ୍କ ଦୌରାତ୍ମ୍ୟ ଯୋଗୁଁ ଜନସାଧାରଣ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି । ସହରର ବିଭିନ୍ନ ସ୍ଥାନରେ ଅବାଧରେ ସଟ୍ଟା ଖେଳ ଚାଲିଥିଲେ ମଧ୍ୟ ଏମାନଙ୍କୁ ଦମନ କରବାରେ ପୋଲସି କୌଣସି ତତ୍ପରତା ପ୍ରକାଶ କରୁ ନାହିଁ । ଏହି ସବୁ କାର୍ଯ୍ୟକଳାପରେ ଯୁବସମାଜ ପଥଭ୍ରଷ୍ଟ ହେଉଛନ୍ତି । ନିକଟ ଅତୀତରେ ସହରର ଦୈନିକ ପରିବା ବଜାରରେ ସ୍ଥାନୀୟ ପ୍ରବାବଶାଳୀ ରାଜନେତା ମାନଙ୍କର ସଂପର୍କୀୟ ମାନଙ୍କ ଦ୍ୱାରା ମାରନାସ୍ତ୍ର ଧରି ସାଧାରଣ ବ୍ୟବସାୟୀଙ୍କୁ ଆକ୍ରମଣ କରିବା ଘଟଣା ଏହାର ଜ୍ୱଳନ୍ତ ଉଦାହରଣ ଅଟେ ବୋଲି କହିଛି ସଚେତନ ନାଗରିକ ମଂଚ । ତେଣୁ ବଲାଙ୍ଗୀର ପୋଲିସ ପ୍ରସାସନ ଆଇନଗତ ଭାବରେ ପଦକ୍ଷେପ ଗ୍ରହଣ କରି ଅସାମାଜିକ ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସଚେତନ ନାଗରିକ ମଂଚ ଦାବି କରିଛି । ଆଜି ମଂଚର ଶତାଧିକ ପୁରୁଷ ଓ ଓ ମହିଳା ଏକତ୍ରିତ ହୋଇ ତଥା ପ୍ଲାକାର୍ଡ ଧରି ବଲାଙ୍ଗୀର ଆଦର୍ଶ ଥାନାରେ ପହଂଚି ଥିଲେ । ଅପରାଧୀ ତତ୍ତ୍ୱକୁ ଦମନ କରିବାରେ ପୋଲିସର ନିସ୍କ୍ରିୟତା ବିରୁଦ୍ଧରେ ସ୍ଲୋଗାନ ଦିଆଯିବା ସହ ଶାନ୍ତିର ସହରର ବଲାଙ୍ଗୀରରେ ବଢ଼ୁଥିବା ଅପରାଧିକ କାର୍ଯ୍ୟକାଳାପ ଯୋଗୁଁ ପୋଲିସ ପ୍ରତି ଲୋକଙ୍କ ଆସ୍ଥା ତୁଟି ଯାଉଛି ବୋଲି ମଞ୍ଚ ପକ୍ଷରୁ କୁହାଯାଇଥିଲା । ଏହି ପରିପ୍ରେକ୍ଷୀରେ ଆଜି ସଚେତନ ନାଗରିକ ମାନଙ୍କ ପକ୍ଷରୁ ବଲାଙ୍ଗୀର ଟାଉନ ଥାନା ଅଧିକାରୀଙ୍କ ଜରିଆରେ ବଲାଙ୍ଗୀର ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026

You Might Also Like