-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି ବୈଠକ-,,,, କେନ୍ଦ୍ରୀୟ ଉନ୍ନୟନ ଯୋଜନା କାର୍ଯ୍ୟକାରିତାର ସମୀକ୍ଷା ସହ ସଫଳ ବିନିଯୋଗ ଉପରେ ଗୁରୁତ୍ବାରୋପ-

27-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କମିଟି ଅଧ୍ୟକ୍ଷ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ସ୍ବାଗତ ଭାଷଣ ସହିତ ଜିଲ୍ଲାରେ କାର୍ଯ୍ୟକାରୀ କେନ୍ଦ୍ରୀୟ ଉନ୍ନୟନମୂଳକ ଯୋଜନାର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ଦିଗରେ ସମସ୍ତ ବିଭାଗ ଓ ଅଧିକାରୀ ଙ୍କ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା ପୂର୍ବକ କେନ୍ଦ୍ରୀୟ ଅନୁଦାନ ଯୋଜନା ଗୁଡିକର ସଫଳ ରୂପାୟନ କରିବାକୁ ସାଂସଦ ଶ୍ରୀମତୀ ସିଂଦେଓ ଗୁରୁତ୍ବାରୋପ କରିଥିଲେ। ତତସହ ସାଂସଦ ପାଣ୍ଠି ଦ୍ଵାରା କାର୍ଯ୍ୟକାରୀ ପ୍ରକଳ୍ପ  ଗୁଡ଼ିକର ଅଗ୍ରଗତି ଓ କାର୍ଯ୍ୟକାରିତାର ସମୀକ୍ଷା କରି ଧାର୍ଯ୍ୟ ସମୟରେ ସଂପୂର୍ଣ୍ଣ କରିବାକୁ ସାଂସଦ ନିର୍ଦେଶ ଦେଇଛନ୍ତି। ବୈଠକରେ ବିଶେଷଭାବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାର ଗୁଣାତ୍ମକ ମାନ, ମନରେଗା ଯୋଜନାର ସଫଳ ରୂପାୟନ, ପୂର୍ତ୍ତ ବିଭାଗ ଦ୍ୱାରା କାର୍ଯ୍ୟନ୍ୱୟନ ଯୋଜନା , ପ୍ରଧାନମନ୍ତ୍ରୀ ଆବସ ଯୋଜନା, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, କ୍ଷୁଦ୍ର ଜଳସେଚନ, ମେଘା ଲିପ୍ଟ ପ୍ରକଳ୍ପ, ଜାତୀୟ ମଙ୍ଗଳ ଯୋଜନା ର ଏମ ପି ଆଦର୍ଶ ଗ୍ରାମ ଓ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ଜାତୀୟ ସ୍ୱାସ୍ଥ୍ୟ ମିଶନ ଦ୍ୱାରା କାର୍ଯ୍ୟକାରୀ ସ୍ୱାସ୍ଥ୍ୟ ଯୋଜନା, ସମଗ୍ର ଶିକ୍ଷା ଅଭିଯାନର କାର୍ଯ୍ୟକାରିତା ର ସମୀକ୍ଷା କରିଥିଲେ। ଜିଲ୍ଲାରେ ସ୍ଥିତ ସମସ୍ତ ବର୍ଗ ସ୍କୁଲର ସମ୍ପୂର୍ଣ୍ଣ ତଥ୍ୟ ସାତଦିନ ମଧ୍ୟରେ ଦାଖଲ କରିବାକୁ କହିବା ସହ ସମସ୍ତ ସ୍କୁଲ ଗୁଡିକରେ ଆବଶ୍ୟକ ସୁବନ୍ଦୋବସ୍ତ ପୂର୍ବକ ଉଭୟ ବାଳକ ଓ ବାଳିକାଙ୍କ ନିମନ୍ତେ ସ୍ୱତନ୍ତ୍ର ଶୌଚାଳୟକୁ ସୁନିଶ୍ଚିତ କରିବାକୁ ଡିଇଓ ଙ୍କୁ ନିର୍ଦେଶ ଦେଇଛନ୍ତି। ସେହିପରି ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ସମସ୍ତ ଚିକିତ୍ସାଳୟ ଗୁଡିକରେ ସମସ୍ତ ମୌଳିକ ସୁବିଧାକୁ ଉପଲବ୍ଧ କରାଇବା ଉପରେ ପଦକ୍ଷେପ ନେବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କୁ ନିର୍ଦେଶ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷା ମାନ୍ୟବର ସାଂସଦ ଶ୍ରୀମତୀ ସିଂଦେଓ।  l ବୈଠକରେ ଜାତୀୟ ସାମାଜିକ ସହାୟତା ଯୋଜନାରେ କାର୍ଯ୍ୟକାରୀ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକର  ସଫଳ ବିନିଯୋଗର ସମୀକ୍ଷା ସହ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଦ୍ୱାରା ଜିଲ୍ଲାରେ କାର୍ଯ୍ୟକାରୀ ପୋଷଣ ଯୋଜନାର କାର୍ଯ୍ୟକାରିତାର ସମୀକ୍ଷା କରି ଯୋଜନାର ସୁପରିଚାଳନା କରିବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ଏତଦ ବ୍ୟତୀତ ଜିଲ୍ଲାର ଜଳସେଚନ ବିଭାଗ,ଜାତୀୟ ଉଦ୍ୟାନ ମିଶନ ଯୋଜନା, ନିର୍ମାଣ ଶ୍ରମିକ ଯୋଜନା, ଜାତୀୟ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯୋଜନା  ତଥା ଅନ୍ୟାନ୍ୟ ଯୋଜନା ଉପରେ ସାଂସଦ ସମୀକ୍ଷା କରିଥିଲେ। ବୈଠକରେ ମାନ୍ୟବର ବିଧାୟକ ବୀରମହାରାଜପୁର ଇଂ ରଘୁନାଥ ଜଗଦଲା ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର ପ୍ରମୁଖଙ୍କ ସହ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ, ଦିଶା କମିଟି ସଦସ୍ୟ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like