-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀର ନିଆରା ପ୍ରୟାସ

27-Feb-2025



କଳାହାଣ୍ଡି (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା  ସଦର ବ୍ଲକ ମହକୁମା  ଛେଲିଆମାଲ ଗ୍ରାମ ଠାରେ । ୧୫/୦୮/୨୦୦୪ ମସିହାରେ ଗ୍ରାମରେ, ମାଝୀ ପଡା ଠାରେ ୧୩ ଜଣ ମହିଳାଙ୍କ
ଜୟନ୍ତୀ ମାଝୀ (ସଭାନେତ୍ରୀ), ସିଆରପି. ମାନନୀ ବିଶ୍ୱାଳ (ସିଏଲଇକେ), ଗାୟତ୍ରୀ ମାଝୀ, (ସେକ୍ରେଟାରୀ), କୁମାରୀ ଯାନି (ଏମବିକେ), ପାର୍ବତୀ  ରାଉତ, ସେବତୀ ମାଝୀ, ଲୁଚନା ଯାନି, ବନିତା ମାଝୀ, ପ୍ରେମସିଲା ମାଝୀ, ଗୌରୀ ଯାନି, ଯୋଶବନ୍ତି ଯାନି, କେତକୀ ମାଝୀ, ରାଜକୁମାରୀ ମାଝୀ, ତ୍ରିପୁରା ମାଝୀ, ଦୂତିକା ମାଝୀ ସଦସ୍ୟ ନିଜସ୍ୱ ଉଦ୍ୟମ ସହ ଅଙ୍ଗନୱାଡି ଦିଦିଙ୍କ ସାହାଯ୍ୟ ପାଇ ଗଢି ଉଠିଥିଲା। ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀ ଛେଳିଆମାଲ ଗ୍ରାମର । ସର୍ବ ପ୍ରଥମେ ଟଙ୍କିଆ ଧୂପ ପ୍ୟାକେଟ ରୁ ବ୍ୟବସାୟ ଆରମ୍ଭ ହୋଇଥିଲା। ମଦନପୁର ରାମପୁର ରୁ ଧୂପ କିଣି ବିକ୍ରି କରିଥିଲେ। ପରେ ପରେ ନିଜର ଆପ୍ରାଣ ଉଦ୍ୟମରେ ମାଛଚାଷ, ଛତୁ ଚାଷ, ଝାଡୁ, ବଡି, ତିଆରି କରିବା ସହିତ ମାଣ୍ଡିଆ ପେକେଟ ବିକ୍ରି ସହ ଆଖ ପାଖ ଅଞ୍ଚଳର ବଜାରରେ ଖାଇବା ଜିନିଷ ତିଆରି କରି ବିକ୍ରି କରୁଥିବା ଦେଖିବାକୁ ମିଳିଛି। ଏପରି ଭଲକାମ କରିଥିବା ରୁ ଜିଲ୍ଲା ସହିତ ରାଜ୍ୟରେ ମଧ୍ୟ ଏ ଗୋଷ୍ଠୀ ସ୍ୱୟଂ ନିତ ହୋଇ ଅଛନ୍ତି। ସୂଚନା ଯୋଗ୍ୟ ଯେ, ପୂର୍ବତନ ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ  ମାଛ ଚାଷ ସମୟରେ ଆସି ତାଙ୍କ କାଯ୍ୟ କଳାପ ଦେଖି ଭୁୟସୀ ପ୍ରଶସାଂ କରିଥିଲେ । ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀ କେବଳ ନିଜର ଉନ୍ନତି ଯେ କରୁଛନ୍ତି ତାହା ନୁହେଁ, ଗ୍ରାମରେ ହେଉଥିବା ଯାନୀ ଯାତ୍ରାରେ ଅବା ସାମାଜିକ  ଅଂଶଗ୍ରହଣ କରି ସହଯୋଗର ହାତ  ବଢ଼ାଉଛନ୍ତି । ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀ ଛେଳିଆମାଲ ଗ୍ରାମର  ମହିଳା ମାନେ ବର୍ଷା ଦିନେ ନିରୀହ ଗରିବ ଲୋକ ମାନଙ୍କୁ ଛତା ବଣ୍ଟନ କରନ୍ତି। ଗ୍ରୀଷ୍ମ ଦିନେ ନିରୀହ ଗରିବ ଲୋକ ମାନଙ୍କୁ ଛତା, ପାଣି, ପଣା ଓ ସର୍ବତ ପାଣି ବଣ୍ଟନ କରନ୍ତି। ଶୀତ ଦିନେ ବୃଦ୍ଧ ବୃଦ୍ଧା ନିରୀହ ଗରିବ ଲୋକ ମାନଙ୍କୁ ଶିତ ବସ୍ତ୍ର କମ୍ବଳ ବଣ୍ଟନ କରନ୍ତି। ଛେଳିଆମାଲ ଗ୍ରାମର ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀର   ସଭାନେତ୍ରୀ ଶ୍ରୀମତୀ
ଜୟନ୍ତୀ ମାଝୀ ନିଜ ପାଣ୍ଠିରୁ ୨୬ ଜଣ ମାଁ ବାପା ମାନଙ୍କୁ ତ୍ରୀର୍ଥ ଯାତ୍ରାକୁ ଦର୍ଶନ କରିବାକୁ ନେଇ ଆଣିଛନ୍ତି । ଆଗାମୀ ଦିନରେ ପ୍ରୟାଶ ଜାରିରହିବ ବୋଲି ଛେଳିଆମାଲ ଗ୍ରାମର ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀ ସଂଘର ସଭାନେତ୍ରୀ ଶ୍ରୀମତୀ ମାଝୀ ମନ୍ତବ୍ୟ ପ୍ରକାଶ କରିଛନ୍ତି।
ଏପରିକି କୋଭିଡ -୧୯ ସମୟରେ ଗ୍ରାମ କୁ ସଚେତନ କରାଇବା ସହିତ ପ୍ରତେକ ଘରକୁ ମାକ୍ସ, ସାବୁନ ଓ ଖାଇବା ଜିନିଷ ବଣ୍ଟନ କରିଛନ୍ତି । ଏ ଗୋଷ୍ଠୀ ରେ ଶ୍ରୀମତି ଜୟନ୍ତୀ ମାଝୀ ସଭାନେତ୍ରୀ ଅଛନ୍ତି। କୋଭିଡ-୧୯ ସମୟରେ ମାଁ ତାରିଣୀ ମହିଳା ମଣ୍ଡଳ ସ୍ୱୟଂ ସହାୟକ ଗୋଷ୍ଠୀ
 ୧୦,୦୦୦  ଟଙ୍କା ଜିଲ୍ଲାପାଳଙ୍କ ଫଣ୍ଡକୁ ପ୍ରଦାନ କରି ଚର୍ଚ୍ଚାର ବିଷୟ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like