-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

ପିକ୍ଅପ୍ ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର ଆହତ

28-Feb-2025



ବ୍ରହ୍ମପୁର: ଆସ୍କା ଥାନା ଅର୍ନ୍ତଗତ ପିତଳ କଲେଜ୍ ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାଇକ୍ ଚାଳକ ରାମଚନ୍ଦ୍ର ଯେନା ଘଟଣାସ୍ଥଳରେ ମୃତୁ୍ୟବରଣ କରିଥିବା ବେଳେ ସ୍ତ୍ରୀ ରେବତୀ ଯେନା ଓ ଝିଅ ଗୁଡୁଲି ଯେନା ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି। ଘଟଣା ରୁ ଜଣାପଡିଛି ଯେ ଗତକାଲି ସନ୍ଧ୍ୟାରେ ମୃତ ରାମଚନ୍ଦ୍ର କୌଣସି କାମରେ ବ୍ରହ୍ମପୁର ଆସି ନିଜ ଗ୍ରାମ ଆସ୍କା ଥାନା ଅର୍ନ୍ତଗତ ଚନ୍ଦନ ପେଢୀ ଫେରୁଥିବା ବେଳେ ଆସ୍କା ରୁ ବ୍ରହ୍ମପୁର ଆସୁଥିବା ପିକ୍ଅପ୍ ଭ୍ୟାନ ସହ ମୁହାଁମୁହିଁ ଧକ୍କା ଫଳରେ ରାସ୍ତା କଡ଼ରେ ଛିଟିକି ପଡ଼ି ଯାଇଥିଲେ ଘଟଣାସ୍ଥଳରେ ହିଁ ରାମଚନ୍ଦ୍ର ର ମୃତ୍ୟୁ ଘଟିଥିଲା। ମାଁ ଓ ଝିଅ ଉଭୟ ଗୁରୁତର ଆହତ ହୋଇ ରାସ୍ତା କଡ଼ରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକ ଆସ୍କା ରୁ ବ୍ରହ୍ମପୁର ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ କୁ ଅଟକାଇ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିଲେ। ଖବର ପାଇ ଆସ୍କା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲ ଓ ପିକ୍ଅପ୍ ଭ୍ୟାନ ଜବତ କରିବା ସହ ମୃତ ରାମଚନ୍ଦ୍ର ଶବକୁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ଓ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଆଜି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଶବ ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like