-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

କଦମପଡା ଶିଶୁ ମନ୍ଦିରରେ “ଜାତୀୟ ବିଜ୍ଞାନ ଦିବସ” ପାଳିତ

28-Feb-2025



ବଲାଙ୍ଗୀର, ଆଜି ବଲାଙ୍ଗୀର ସ୍ଥିତ କଦମପଡାର ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ‘ଜାତୀୟ ବିଜ୍ଞାନ ଦିବସ’ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗୀର ଜିଲ୍ଲାର ଜିଲ୍ଲା ବିଜ୍ଞାନ ନିରୀକ୍ଷକ ନବଘନ ସାହୁ ଯୋଗ ଦେଇଥିଲେ ।ଛାତ୍ରଛାତ୍ରୀଙ୍କ ଦ୍ବାରା ସମବେତ ସଙ୍ଗୀତ ଗାନ ସହ ଛାତ୍ରୀ ଅମିଷା ସାହୁଙ୍କ ନୃତ୍ୟ ପରିବେଷଣ କରାଯାଇଥିଲା। ପ୍ରଧାନ ଆଚାର୍ଯ୍ଯ ସୁବ୍ରତ କୁମାର ଵେହେରା ମଞ୍ଚାସୀନ ଅତିଥିଙ୍କ ପରିଚୟ କରିଥିଲେ। ଶିଶୁ ବକ୍ତା ରୂପେ ସ୍ବୀକୃତି ରାଣୀ କର୍ମୀ, ଆରୋହି ନେଗୀ, ପ୍ରଗତି ଦାଶ, ଲୋପାମୁଦ୍ରା ସାହୁ, ସଂସ୍କୃତି ସାହୁ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଗୁରୁଜୀ ବକ୍ତା ପଞ୍ଚାନନ ସା ମଧ୍ୟ ସାର ସି.ଭି. ରମଣଙ୍କ ଜୀବନୀ ତଥା ରମଣ ପ୍ରଭାବ ଉପରେ ଆଲୋକପାତ କରିଥିଲେ। ସଂଯୋଜନା ଛାତ୍ର ଅବିନାଶ ପଣ୍ଡା ଓ ଛାତ୍ରୀ ଅପର୍ଣ୍ଣା ସାଏ କରିଥିଲେ । ଏହାପରେ ଗୁରୁମା ମମତା ଭୋଇଙ୍କ ନିର୍ଦ୍ଦେଶନାରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା କ୍ଷୁଦ୍ରନାଟକ “ପରିବେଶ ସୁରକ୍ଷା ଜୀବନ ରକ୍ଷା” ପରିବେଷଣ ହୋଇଥିଲା । ମୁଖ୍ୟ ଅତିଥି ନିଜ ଭାଷଣରେ କହିଲେ ଯେ ବିଜ୍ଞାନ ନୂଆ ନୁହଁ, ମାତ୍ର ନୂତନତା ସୃଷ୍ଟି କରେ । ପରେ ସଭାପତି ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଉପଲକ୍ଷେ ଅନୁଷ୍ଠିତ ବିଜ୍ଞାନ ପ୍ରଶ୍ନମଞ୍ଚ ପ୍ରତିଯୋଗିତାରେ ୩ୟ ଶ୍ରେଣୀର ଅଶୁଂମାନ ପଣ୍ଡା, ପ୍ରତୀକ ପ୍ରଧାନ, ବ୍ୟୋମକେଶ ବାରିକ, ୪ର୍ଥ ଶ୍ରେଣୀର ହର୍ଷିତା ସିଂ, ଦେବାଶିଷ ମିଶ୍ର, ଶ୍ରୀପତି ପ୍ରଧାନ, ୫ମ ଶ୍ରେଣୀର ପ୍ରତ୍ୟୁଷ କୁମାର ତ୍ରିପାଠୀ, ସୋହାନୀ ପାତ୍ର, ଖୁସି ପ୍ରିୟା ବାଗ୍, ୬ଷ୍ଠ ଶ୍ରେଣୀର ଅର୍ଣ୍ଣବ ପାଣିଗ୍ରାହୀ, ଆଶୁତୋଷ ତ୍ରିପାଠୀ, ଶୁଭମ କୁମାର ଦୋରା, ୭ମ ଶ୍ରେଣୀର ଅବିନାଶ ପଣ୍ଡା, ଅର୍ପିତା ସାହୁ, ଆୟୁଷ କୁମାର ସାହୁ, ୮ମ ଶ୍ରେଣୀର ବିଶାଳ ନନ୍ଦ,ଅର୍ପିତା ପ୍ରିୟଦର୍ଶିନୀ ମିଶ୍ର, ପ୍ରଗତି ଦାଶ, ୯ମ ଶ୍ରେଣୀର ସ୍ମରଣିକା ଦାଶ, ସ୍ମୃତି ବୀଣାପାଣି ପଣ୍ଡା, ଶୁଭଶ୍ରୀ କଲେତ ଯଥାକ୍ରମେ ୧ମ, ୨ୟ, ୩ୟ ସ୍ଥାନ ପାଇ ବିଜେତା ହୋଇଥିଲେ । ସେହିପରି ବିଜ୍ଞାନ ପ୍ରୟୋଗ ପ୍ରତିଯୋଗିତାରେ ୬ଷ୍ଠ ଶ୍ରେଣୀର ପ୍ରତୀକ୍ଷା ପ୍ରଧାନ, ଆଦ୍ୟାଶା ପଟ୍ଟନାୟକ, ଅର୍ଣ୍ଣବ ପାଣିଗ୍ରାହୀ, ୭ମ ଶ୍ରେଣୀର ନମ୍ରତା ମହାରଣା, ଅନ୍ବେଷା ସାହୁ,ଅବିନାଶ ପଣ୍ଡା, ତଥା ୮ମ ଶ୍ରେଣୀର ପ୍ରଗତି ଦାଶ, ବିଶାଖା ମେହେର, ଶ୍ରାବଣୀ ବାରିକ ଯଥାକ୍ରମେ ୧ମ,୨ୟ,୩ୟ ରୂପେ ବିଜେତା ହୋଇ ପୁରସ୍କୃତ ହୋଇଥିଲେ । ସେହିପରି ବିଜ୍ଞାନ ଉପକରଣ ପ୍ରଦର୍ଶନୀରେ ୬ଜଣ,ବିଜ୍ଞାନ ପ୍ରାଚୀର ପତ୍ରିକାରେ ୯ଜଣ, ନାଟକର ସହଭାଗୀ, ଶିଶୁ ବକ୍ତା ସମସ୍ତଙ୍କୁ ସାନ୍ତ୍ବନାମୂଳକ ପୁରସ୍କାର ଦିଆଯାଇଥିଲା । ଶେଷରେ ସମସ୍ତଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟର ସଂପାଦକ ଧନ୍ୟବାଦ ଦେଇଥିଲେ । ମଞ୍ଚାସୀନ ଅତିଥିଙ୍କ ମଧ୍ୟରେ ସଭାପତି ଡ. ଭବାନୀ ଶଙ୍କର ପଟେଲ, ସଂପାଦକ ତରଣୀସେନ ପଟେଲ, ଗୁରୁଜୀ ପଞ୍ଚାନନ ସା ଉପସ୍ଥିତ ଥିଲେ । ଏହିପରି ବିଦ୍ୟାଳୟର ବିଜ୍ଞାନ ପ୍ରମୁଖ ଗୁରୁଜୀ ସରୋଜ କୁମାର ମିଶ୍ରଙ୍କ ସଂଚାଳନରେ ସମ୍ପୂର୍ଣ୍ଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like