-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଅପରାଧ

ବରଗଡ଼: ବ୍ୟବସାୟୀଙ୍କ ଘରୁ 25 ଲକ୍ଷ ଟଙ୍କା ର ସମ୍ପତ୍ତି ଲୁଟ ଘଟଣା ର ପର୍ଦ୍ଦାଫାସ, ତିନି ଅଭିଯୁକ୍ତ ଗିରଫ, ସମସ୍ତ ସୁନାଗହଣା ଉଦ୍ଧର

15-Jan-2021



ବରଗଡ଼, (ମୁକୁନ୍ଦ ଦାସ): ବରଗଡ଼ ସହରସ୍ଥିତ ୫ ନଂ ଓ୍ବାର୍ଡର ସହରାପଡ଼ାରେ ଗତ ୧୨ ତାରିଖରେ ପ୍ରାୟ ୨୫ ଲକ୍ଷ ଟଙ୍କାର ସମ୍ପତ୍ତି ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି । ବରଗଡ଼ ଟାଉନ ଥାନା ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍‌ ଟଙ୍କା ଓ ଗହଣା ଉଦ୍ଧାର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ୫ ନଂ ଓ୍ବାର୍ଡର ବିକାଶ ଓରଫ ବିଟୁ ମଟାରୀ(୨୭), ୨ ନଂ ଓ୍ବାର୍ଡର ବେହେରାଟିକ୍ରାର ଅଶୋକ ରଣା(୩୪) ଏବଂ ସୁଶାନ୍ତ ଭୁଏ ଓରଫ ଗିଡିଲି ଛୁଆ ଓରଫ ଛେଲ(୨୮)। ସେମାନଙ୍କ ପାଖରୁ ନଗଦ ୧୮ଲକ୍ଷ ୨୪ ହଜାର ଟଙ୍କା, ସୁନା, ରୁପା, ହୀରା ଗହଣା, ବ୍ୟବହୃତ ବାଇକ, ଛୁରି ଆଦି ଜବତ ହୋଇଛି ବୋଲି ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ସହରାପଡ଼ା ନିବାସୀ ବ୍ୟବସାୟୀ ଅଙ୍କିତ ଅଗ୍ରଓ୍ବାଲଙ୍କ ଘରକୁ ପଶି ଦିନ ଦ୍ବିପ୍ରହରରେ ଲୁଟ୍‌ପାଟ କରି ଖସି ଯାଇଥିଲେ। ଏ ନେଇ ଏତଲା ପାଇବା ପରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ୩ଟି ସ୍କ୍ବାଡ ଗଠନ କରାଯାଇଥିଲା ଏବଂ ଘଟଣାର ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତମାନେ ଧରାପଡ଼ି ଯାଇଥିଲେ। ତେବେ ଗିରଫ ଅଭିଯୁକ୍ତଙ୍କ ନାମରେ ଏହା ପୂର୍ବରୁ କୌଣସି ଅପରାଧିକ ମାମଲା ଥିବା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ ବୋଲି ଏସ୍‌ପି କହିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ମିଶ୍ର, ଏସ୍‌ଡିପିଓ ଦୀପକ ଗୋଚ୍ଛାୟତ, ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like