-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

ସାଇଟ ନର୍ସିଂ କଲେଜ ଛାତ୍ରୀଛାତ୍ର ଙ୍କ ଶପଥ ଗ୍ରହଣ ଉତ୍ସବ

28-Feb-2025



ବଲାଙ୍ଗିର/ ସ୍ଥାନୀୟ ସାଇଟ୍ ନର୍ସିଂ କଲେଜ ର ଏ.ଏନ୍‌.ଏମ, ଜି. ନ୍‌.ଏମ୍ ଓ ବି.ଏସ୍‌.ସି ନର୍ସିଂ ର ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ୧୨୦ ଜଣ ନର୍ସିଂ ଛାତ୍ରଛାତ୍ରୀ ସମାଜ ର ଉନ୍ନତିକଳ୍ପେ ଉପଯୁକ୍ତ ସମୟରେ ଉପ୍‌ଯୁକ୍ତ ସେବା ଯୋଗାଇଦେବା ପାଇଁ ଶପଥ ଗ୍ରହଣ କରିଥିଲେ । ଫ୍ଲୋରେନ୍ସ ନାଇଟଏଙ୍ଗେଲ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ତଥା ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରିବାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଜିଲ୍ଲା ଚିକିତ୍ସାଧିକାରୀ ଡ. ରମେଶ ଚନ୍ଦ୍ର ସାହୁ, ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଚିକିତ୍ସା କ୍ଷେତ୍ରରେ ନର୍ସ ମାନଙ୍କ ଭୂମିକା ଅତୁଳନୀୟ ବୋଲି କହିଥିଲେ । ସେହିପରି ସରକାରୀ ଆୟୁର୍ବେଦ କଲେଜ ଅଧ୍ୟ୍ୟକ୍ଷ ଡ. ମନୋଜ କୁମାର ସାହୁ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ନର୍ସ ମାନେ ତାଙ୍କ ଚିକିତ୍ସା ଠିକ୍ ଭାବରେ ତୁଳାଇବା ପାଇଁ ମତ ଦେଇଥିଲେ । ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର କାର୍ଯ୍ୟକ୍ରମ ରେ ଯୋଗଦାନ କରି ସମସ୍ତେ କିପରି ଜଣେଜଣେ ଦକ୍ଷ ନର୍ସ ହୋଇ ପାରିବେ, ତା ଉପରେ ଆଲୋକପାତ କରିଥିଲେ ।

ମଞ୍ଚାସୀନ ଥିବା ରାମଜୀ ଯୁବକ ସଂଘ ସଭାପତି ଡା. ପ୍ରମୋଦ କୁମାର ମିଶ୍ର କହିଥିଲେ ଯେ ଦିର୍ଘ ଦିନ ହେଲା ଆମେ ସେବା କରି ଆସୁଛୁ ଏବଂ ଦେଖୁଦେଖୁ ନର୍ସିଂ ଶିକ୍ଷା କୁ ୨୫ ବର୍ଷ ପୁରଣ ହୋଇଯିବ । ତେଣୁ ଉଚିତ ସମୟ ରେ ରୌପ୍ୟ ଜୟନ୍ତି ପାଳନ କରାହେବ । ଏହି କାର୍ଯ୍ୟକ୍ରମକୁ ଅଧ୍ୟ୍ୟକ୍ଷ୍ୟା ଲୋପାମୁଦ୍ରା ମିଶ୍ର ପରିଚାଳନା କରିଥିବା ବେଳେ କଲେଜ ର ଅଧ୍ୟାପକ ଅଧ୍ୟ୍ୟାପିକା ଙ୍କ ସହିତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ସୁଶ୍ରୀ କଲେଜ ର ନିର୍ଦ୍ଦେଶିକା ତୃପ୍ତିମୟୀ ମିଶ୍ର ଓ ସଂପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବ ରେ ଅଧ୍ୟ୍ୟାପିକା ଜେନିଫା ନାୟକ ଛାତ୍ରଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିବା ବେଳେ ପ୍ରଶାସନିକ ଅଧିକାରୀ ଇଂ. ସନ୍ତୋଷ କୁମାର ବ୍ରହ୍ମା ଧନ୍ୟବାଦ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଶେଷ କରି ପ୍ରଶାନ୍ତ କୁମାର ତ୍ରପାଠୀ, ପ୍ରିୟବ୍ରତ ଖଟୁଆ, କମରୁନ ନିସା, ହିତିକା ମହାନ୍ତି, ଅନୁପମା ବାଗ, ସୁସ୍ମିତା ସୁନା, ପ୍ରଜ୍ଞା ପରିମିତା ପରିଡା, ଅମିୟ ଯୋଷୀ, ଜୟନ୍ତ ପଟେଲ, ଅଶୋକ କୁମାର ପଧାନ, ଶରତ ପଧାନ, ଯତିନ ରଣା, ଲୋକନାଥ ସିଂହ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like