-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଟି. ଗଣ୍ଡପାଲି ଉ.ପ୍ରା. ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ

28-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଟି.ଗଣ୍ଡପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି, ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଶଶୀଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବଜରଙ୍ଗ ବଳୀ ସେବା ସଦନର ସଭାପତି ଶ୍ରୀ ଯୁକ୍ତ ରୋହିତ ସାହୁ ମୁଖ୍ୟ ଅତିଥି, ଶିକ୍ଷାବିତ ଶ୍ରୀ ଯୁକ୍ତ ଭରତ୍ ସା ସମ୍ମାନିତ ଅତିଥି ଏବଂ ସି.ଆର୍. ସି.ସି. ଶ୍ରୀ ଯୁକ୍ତ ପ୍ରଭାତ ରଞ୍ଜନ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଚନ୍ଦ୍ରଶେଖର ଭେଙ୍କଟ ରମଣଙ୍କର ବିଜ୍ଞାନ ଜଗତକୁ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଓ ଗଣିତ କୁଇଜ୍ ରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର କରାଯାଇଥିଲା ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ବିଦ୍ୟାଳୟର ୪ଟି ଦଳ ଯଥା ମେଘନାଦ ଶାହା ଦଳ, ଭେଙ୍କଟ ରମଣ ଦଳ,ହୋମି ଜାହାଙ୍ଗୀର ଭାବାଦଳ ,ଅବଦୁଲ କଲାମ ଦଳ ଯଥାକ୍ରମେ ବୃକ୍ଷ, ପକ୍ଷୀ,ସରିସୃପ ଓ ଅଣୁଜୀବ ର ଶ୍ରେଣୀ ବିଭାଗ ଶରୀର ଗଠନ ଏବଂ ଅନ୍ୟାନ୍ୟ ବିଶେଷତ୍ଵ ଉପରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ । ବାସ୍ତବରେ ଏହି ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମଟି ଛାତ୍ରଛାତ୍ରୀଙ୍କ ଶିକ୍ଷତା ଅଭିବୃଦ୍ଧିରେ ସହାୟକ ହେବା ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ କୌଶଳ ର ବିକାଶ ହେବ ବୋଲି ଆଶା କରାଯାଉଛି । ପରିବେଶରେ ଅବଦୁଲ କାଲାମ ଦଳକୁ ସର୍ବଶ୍ରେଷ୍ଠ ଦଳ ହିସାବରେ ସମ୍ବର୍ଦ୍ଧିତ କରାଯାଇଛି । ବିଜ୍ଞାନ ଶିକ୍ଷକ ଶ୍ରୀ ଯୁକ୍ତ ସୁଶୀଳ କୁମାର ସୁନା ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶ୍ରୀ ଉମେଶ ଚନ୍ଦ୍ର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରୀ ସୁରେଶ କୁମାର ସାହୁ, କୁଳମଣି ସାହୁ, ନିରୁପମା ବାରିକ,ମନୋଜ କୁମାର ସାହୁ ଏବଂ ରାଜେଶ ସେଠ୍, ରାଜ କୁମର ସାହୁ,ଭାଗ୍ୟବତୀ ସାହୁ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like