-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ -୨୦୨୫ ପାଳିତ

28-Feb-2025



ବଲାଙ୍ଗିର (ପ୍ରେରଣା ଖବର )
 ଆଜି ତା.୨୮.୦୨.୨୫ରିଖ ଶୁକ୍ରବାର ଦିନ ଦିବା ୧୧ ଘଟିକା ସମୟରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀର ରେ ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ, ବଲାଙ୍ଗୀର ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନରେନ୍ଦ୍ର ନାଥ ମିଶ୍ର ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ନବଘନ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।ବିଜ୍ଞାନକୁ ଭଲ ଭାବରେ ଜାଣିବା ତଥା ସମାଜ ସେବା ରେ ଲଗାଇବା ପାଇଁ ଶ୍ରୀ ନବଘନ ସାହୁ କହିଥିଲେ। ଅତିଥି ଭାବରେ ଶ୍ରୀଯୁକ୍ତ ସରୋଜ କୁମାର ନାୟକ ପ୍ରଧାନ ଶିକ୍ଷକ ମିର୍ଦ୍ଧାପାଲି ହାଇ ସ୍କୁଲ, ଶ୍ରୀ ସୁନିଲ କୁମାର ବେହେରା, ପ୍ରଧାନ ଶିକ୍ଷକ ଗାଇବାହଲ ହାଇ ସ୍କୁଲ, ଶ୍ରୀଯୁକ୍ତ ରାମଗୋପଲ ଖମାରୀ ଶର୍ମା, ପ୍ରଧାନ ଶିକ୍ଷକ କନ୍ଧକେଲ ଗାଁ ହାଇ ସ୍କୁଲ,ଶ୍ରୀ   ରାଜେଶ କୁମାର ମିଶ୍ର ବିଜ୍ଞାନ ଶିକ୍ଷକ ମହିମୁଣ୍ଡା ହାଇ ସ୍କୁଲ ଇତି ଯୋଗ ଦେଇ ବହୁ ଉପାଦେୟ ତଥ୍ୟ  ପ୍ରଦାନ କରିବା ସହ ବୈଜ୍ଞାନିକ ଚିନ୍ତାଧାରା ସମ୍ପର୍କ ରେ ମତବ୍ୟକ୍ତ କରିଥିଲେ। ଏହି ସଭାରେ ୨୦୦ ରୁ ଅଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀର ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଛାତ୍ରୀମାନଙ୍କ ମନରେ ଉତ୍ସାହ ଆଣିବା ପାଇଁ ଏକ କୁଇଜ୍ ପ୍ରତିଯୋଗିତା ଅୟୋଜନ କରାଯାଇଥିଲା ଏବଂ ଏକ ବିଜ୍ଞାନ ନାଟକ ପ୍ରଦର୍ଶନ କରାଯାଇଥିଲା। ସଭାକୁ ଶ୍ରୀ ରାମ ଗୋପାଳ ଖମାରୀ ଶର୍ମା ସଂଯୋଜନା କରିଥିଲେ ଏବଂ ଶ୍ରୀ ରାଜେଶ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।  ବଲାଙ୍ଗୀର ଜିଲ୍ଲାର `ଖୋଜଟିମ୍' ଦ୍ଵାରା ଅନ୍ଧବିଶ୍ୱାସ କୁ ଦୁରକରିବା ସକାଶେ ବିଜ୍ଞାନ ଭିତ୍ତିକ ଅନେକ ତଥ୍ୟ ସମସ୍ତଙ୍କୁ ଶ୍ରୀ ଅନିଲ ନନ୍ଦ, ଶ୍ରୀ ବିଶ୍ୱଜିତ୍ ପଧାନ, ଶ୍ରୀ କରୁଣା ସା ପ୍ରଦର୍ଶନ କରିଥିଲେ। ପ୍ରତିଯୋଗିତା ରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like