-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ରୁଗୁଡିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁଗୁଡିପାଲି ଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲାଲଚନ୍ଦ ରଣା ସଭାପତିତ୍ଵ କରିଥିବା ବେଳେ ଅଷ୍ଟମ ଶ୍ରେଣୀର ଛାତ୍ର ରାଜା କନ୍ଧେର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଦୋଳଗୋବିନ୍ଦ ପଣ୍ଡା ଆଜି ଦିନର ଆଭିମୁଖ୍ୟ ଯଥା- ବିଜ୍ଞାନ ସଚେତନତା ଓ ମିଜାଜ୍ , ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ  ଓ ପ୍ରଯୁକ୍ତି ବିଷୟରେ ଶିକ୍ଷା ଗ୍ରହଣ ପ୍ରତି ଉତ୍ସାହିତ କରିବା ଓ ଭାରତୀୟ ବିଜ୍ଞାନୀମାନଙ୍କ ଅବଦାନକୁ ସମ୍ମାନ ଜଣାଇବା ଆଦି ଦିଗ ଉପରେ ଆଲୋଚନା କରିଥିଲେ । ଶିକ୍ଷକ ମୁକେଶ ପ୍ରଧାନ ଭାରତରେ ପ୍ରତିବର୍ଷ ଫେବୃୟାରୀ ୨୮ ତାରିଖରେ ଜାତୀୟ ବିଜ୍ଞାନ ଦିବସ ପାଲିତ ହୁଏ , ଏହି ଦିନଟି ଭାରତୀୟ ବିଜ୍ଞାନୀ ଡ଼ଃ ସି.ଭି. ରମଣଙ୍କ ରମଣ ପ୍ରଭାବ ଆବିଷ୍କାର ପାଇଁ ପାଳିତ ହୁଏ ବୋଲି ପ୍ରକାଶ କରିଥିଲେ । ସଭା ଶେଷରେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଇପ୍‌ସା ରଣା ଧନ୍ୟବାଦ ଅର୍ପଣ କରିଥିଲେ ।
  ଏହି ଜାତୀୟ ବିଜ୍ଞାନ ଦିବସରେ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଏକ ବିଜ୍ଞାନ ଉପକରଣ ପ୍ରଦର୍ଶନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରାୟ ୬୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ବିଦ୍ୟାଳୟ ପରିଚାଳନା କମିଟୀର ସଭାପତି ଶ୍ରୀଯୁକ୍ତ ସଂଜୟ ବାଘ ଉଦ୍ଘାଟନ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ବିରେନ୍ଦ୍ର ବରିହା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଗାଁ ତଥା ପାଖ ଆଖ ଅଞ୍ଚଳ ର ଅନେକ ଚାତ୍ର ଛାତ୍ରୀ ବୁଦ୍ଧିଜୀବୀ ବିଜ୍ଞାନ ଉପକରଣ ମେଳା କୁ ଦେଖିବାର ସୁଯୋଗ ପାଇ ଆନନ୍ଦ ଅନୁଭବ କରିବା ସହ ଆୟୋଜକ ଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like