-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ: କଠିନ ପରିଶ୍ରମ ହିଁ ଭାଗ୍ୟ ପରିବର୍ତ୍ତନ କରି ପାରେ

28-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ଅଭିରାମ ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ଵିନୋଦ କୁମାର ତନ୍ତୀଙ୍କ ଅଧ୍ୟକ୍ଷତାରେ ସିଆରସିସି ରାଜେଶ୍ଵର ବେହେରା, ପ୍ରଧାନଶିକ୍ଷକଦ୍ଵୟ ଭାଦ୍ରବ ପାଣ୍ଡେ ଓ ଗହକିଲାଲ ନାଏକ, ସ୍କୁଲ ଚେୟାରମେନ କୃଷ୍ଣ ଚନ୍ଦ୍ର ସାହୁ, ସାମାଜିକକର୍ମୀ ରୋହିତ ପଧାନ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ।ଦୃଢ ଆତ୍ମବିଶ୍ବାସ ସହ କଠିନ ପରିଶ୍ରମ କଲେ ନିଶ୍ଚିତ ଭାବେ ଭାଗ୍ୟ ପରିବର୍ତ୍ତନ ହୋଇ ପାରିବ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ।ଏହି ଅବସରରେ ଶିକ୍ଷକ ବିକାଶ ଚନ୍ଦ୍ର ଗଡତିଆ,ରତ୍ନ ସାହୁ, ସାମାଜିକର୍ମୀ  ପଙ୍କଜିନୀ ଦନ୍ତାଙ୍କ ସମେତ ସ୍କୁଲ ପରିଚାଳନା କମିଟି ସଦସ୍ୟ ସଦସ୍ୟା ମାନଙ୍କୁ ସମ୍ମାନୀତ କରାଯାଇଥିଲା। ସ୍କୁଲର ଛାତ୍ରୀଗଣ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ସଵିତା ଭୋଇ ସଭାକୁ ପରିଚାଳନା କରିଥିଲେ।ପରେ ଛାତ୍ରୀ ଛାତ୍ରମାନଙ୍କ ଦ୍ଵାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।ବାବଲୁ ପଧାନ, ଅରକ୍ଷିତ ସାହୁ,କେଶଵ ସେଠ, ସୁଲତାନ ପଧାନ, ନିରଞ୍ଜନ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like