-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଜେପୁର ବ୍ଲକ ସ୍ତରୀୟ କୃଷକ ସଂଗଠନର ବୈଠକ

28-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବିଜେପୁର ବ୍ଲକ ପୁଞ୍ଜିପଥର ଠାରେ ସଭାପତି ସୁବାସ ପଧାନଙ୍କ ନେତୃତ୍ୱରେ ବ୍ଲକ ସ୍ତରୀୟ କୃଷକ ସଂଗଠନର ବୈଠକ ବସିଥିଲା। ଏହି ସଭାରେ ଗଙ୍ଗାଧର ମେହେର ମେଘା ଜଳସେଚନ ପ୍ରକଳ୍ପ ର ସମସ୍ୟା,ବିଦ୍ୟୁତ ସମସ୍ୟା, ଧାନ ଚାଷ,ଚାଷୀ ଋଣ, , ସାର ଆଦି ପ୍ରସଙ୍ଗ ରେ ବିସ୍ତୃତ୍ବ ଭାବେ ଆଲୋଚନା ହୋଇଥିଲା। ପରେ ସଂଯୁକ୍ତ କୃଷକ ସଂଗଠନ ର ଉପଦେଷ୍ଟା ରମେଶ ମହାପାତ୍ର ହେବାକୁଥିବା
ସଂଯୁକ୍ତ କୃଷକ ସଙ୍ଗଠନ ବରଗଡ଼ ତରଫରୁ ଆସନ୍ତା ୧୭ ମାର୍ଚ୍ଚ ୨୦୨୫ ରେ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ ଜିଲ୍ଲା ର ଜର୍ଜ ହାଇସ୍କୁଲ ପଡିଆ ଠାରେ କାର୍ଯ୍ୟକ୍ରମ ହେବାର ଥିଲା। ହେଲେ ଜିଲ୍ଲା ଆରକ୍ଷୀ ଅଧିକାରୀ ପରୀକ୍ଷା ଏବଂ ଆଇନ ଶୃଙ୍ଖଲା ଦୃଷ୍ଟି ରୁ ଅସୁବିଧା ହେବ ବୋଲି ଗତ ୧୩ ତାରିଖ ରେ ବରଗଡ଼ ଜିଲ୍ଲା ଭିତର କାର୍ଯ୍ୟକ୍ରମ କରି ପାରିବେ ନାହିଁ ବୋଲି ପାଇଥିବା ଅନୁମତି କୁ ଖାରଜ କରିଦେଲେ। ପରେ ବହୁତ ବିଚାର ବିମର୍ଶ ପରେ ଜିଲ୍ଲା ବାହାରେ ସୟାଁ ଖେଳପଡିଆ ଠାରେ ପୁଣି ଜିଲ୍ଲା ପ୍ରଶାସନ ଅନୁମତି ଦେଇଛନ୍ତି ଏବଂ ସେଠାରେ ମହାପଞ୍ଚାୟତ ହେବ ବୋଲି ପ୍ରକାଶ କରିଥିଲେ। ପରେ ବିଜେପୁର ବ୍ଲକ ରେ କୃଷକ ସଂଗଠନ ର ମହେନ୍ଦ୍ର ପଧାନ, ବିନୋଦ ଚୌଧୁରୀ, ଲକ୍ଷପତି ନାଗ, ହେମଚନ୍ଦ୍ର ସାମଲ, ଶଙ୍କର୍ଷଣ ବେହେରା, ଭିକାରି ମେହେର, ଦୁର୍ଗାପ୍ରସାଦ ଭୋଇ, କ୍ଷୀରୋଦ୍ର ପଧାନ, କ୍ଷୀରସିନ୍ଧୁ ବଗର୍ତ୍ତୀ, ନୀଳାଚଳ ସବୁ, ହରିବୋଲ ସାହୁ, ରାମମିଷ୍ଟର ସାହୁ, ପ୍ରଶାନ୍ତ ଭୋଇ ଙ୍କୁ ନୂତନ ସଦସ୍ୟ ଭାବେ ଗ୍ରହଣ କରାଯାଇଥିବା ବେଳେ ମହାପଞ୍ଚାୟତ କୁ ସମସ୍ତ ପ୍ରକାର ସାହାଯ୍ୟ କରିବା ସର୍ବସମ୍ବଦ ପ୍ରସ୍ତାବ ପାରିତ ହୋଇଛି। ବାରମ୍ବାର ଲାଇନ କାଟ କୁ ତୀବ୍ର ବିରୋଧ କରାଯିବ ବୋଲି ମଧ୍ୟ ନିଷ୍ପତ୍ତି ନିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like