-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

28-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅଦ୍ୟ ତା.୨୮.୦୨.୨୦୨୫ରିଖ ସକାଳ ୧୧ଟା ସମୟରେ ସମୀର ଦିବ୍ୟାଙ୍ଗ ସହାୟତା ଟ୍ରଷ୍ଟ, ଓଡ଼ିଶା, ଗାଇସିଲେଟ, ବରଗଡ଼ ଓ ପଞ୍ଚମ ବର୍ଷ ପୂର୍ଣା ଅବସରରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ, ବରଗଡ଼ର ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା I ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,ଓଡିଶା ପକ୍ଷରୁ ମଧ୍ୟ ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ବିଦ୍ୟାଳୟ ପୋଷାକ ସହ ଜୋତା,ମୋଜା ଓ ବ୍ୟାଲଟ ଆଜି ପ୍ରଦାନ କରାଯାଇଥିଲା I ଉକ୍ତ   କାର୍ଯ୍ୟକ୍ରମରେ ଜିଲ୍ଲାପାଳ,ବରଗଡ଼ ଶ୍ରୀଜୁକଲ୍ଟ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ତାହିର ହୁସେନ,ବିଶିଷ୍ଟ କୃଷକ ନେତା କିଶୋର ଦେବତା,ସମୀର ଦିବ୍ୟାଙ୍ଗ ଟ୍ରଷ୍ଟର ମୁଖ୍ୟ ଟ୍ରଷ୍ଟି କୀର୍ତନ ଦାଶ,ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ସାହୁ ଓ ମେଘନାଦ ସାହୁ ମଂଚାସୀନ ଥିଲେ I ମେଘନାଦ ସାହୁ ସଭାରେ ଅଧ୍ୟକ୍ଷତା କରିଥିଲେ I ଟ୍ରଷ୍ଟ ପକ୍ଷରୁ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ,ବରଗଡ଼, ବିକାଶ ଦୀପ୍ତି, ବରଗଡ଼ ଓ ସମାଜସେବୀ ଦିବାକର ମାଝୀନହଉ ଟ୍ରଫି ଓ ପ୍ରଶଂସା ପତ୍ର ଦେଇ ସମ୍ବର୍ଧନା ଦିଆଯାଇଥିଲା I ମୁଖ୍ୟ ଅତିଥି ଜିଲ୍ଲାପାଳ ବରଗଡ଼ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଉତ୍ତମ ଶିକ୍ଷାଦାନ ପ୍ରଦାନ ସହ ସେମାନଙ୍କ ସାମଗ୍ରିକ ବିକାଶ ଦିଗରେ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ I ବିଦ୍ୟାଳୟ ପକ୍ଷରୁ ପ୍ରାଥମିକ ସ୍ତରରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ----- କରିବା ସମ୍ବନ୍ଧରେ ଏକ ଦାବି ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା I ଅତିଥିଗଣ ମାଁ ସମଲେଶ୍ୱରୀଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ I କାର୍ଯ୍ୟକ୍ରମ ଆରମ୍ଭରୁ ଦୃଷ୍ଟିହୀନ ଛାତ୍ରୀମାନେ ସଂଗୀତ ଶିକ୍ଷକ ଅମରେଶ ଚନ୍ଦ୍ର ବାରିକ ଓ କାମଦେବ ବେହେରା ତତ୍ୱାବଧାନରେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ I
ଏଥିରେ ଟ୍ରଷ୍ଟ ପକ୍ଷରୁ ମୁକେଶ ମୁରାରୀ କେଡ଼ିଆ,ତରୁଣ ନାୟକ,ମୀନକେତନ ବହିଦାର,ପିଣ୍ଟୁ ନାଏକ ସମେତ ପରିଚାଳନା କମିଟିର ସଭ୍ୟ,ବିଦ୍ୟାଳୟ କର୍ମଚାରୀ ଓ ସହରର ବୁଦ୍ଧିଜୀବୀମାନେ ଅଂଶ ଗ୍ରହଣ କରିଥିଲେ Iପରିଶେଷରେ ବରିଷ୍ଠ ଶିକ୍ଷକ ନେପାଳ ଦୁଆନ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like