-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2025



ବଲାଙ୍ଗୀର- ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସ୍ଥିତ ଜବାହାରଲାଲ ସରକାରୀ ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁ ନିଜ ସଭାପତିତ୍ବ ଅଭିଭାଷଣରେ  ପ୍ରତିବର୍ଷ ଜାତୀୟ ବିଜ୍ଞାନ ଦିବସ ପାଳନ ହେଉଥିବା ଯୋଗୁଁ ସାଧାରଣ ଲୋକଙ୍କ ମଧ୍ଯରେ ବିଜ୍ଞାନ ଏବଂ ବୈଜ୍ଞାନିକ ଚିନ୍ତାଧାରାକୁ ପ୍ରୋତ୍ସାହିତ କରୁଛି ବୋଲି କହିଥିଲେ। ବରିଷ୍ଠ ବିଜ୍ଞାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ନିଜ ବକ୍ତବ୍ଯରେ ଦେଶରେ ବିଜ୍ଞାନର ପ୍ରଚାର  ଓ ପ୍ରସାର କରି ଲୋକଙ୍କ ମନରୁ ଅନ୍ଧବିଶ୍ବାସ ତଥା କୁସଂସ୍କାର ଦୂର କରିବା ସହ ଛାତ୍ର ଛାତ୍ରୀମାନଙ୍କୁ ବିଜ୍ଞାନ ବିଷୟ ପ୍ରତି ଆକୃଷ୍ଟ କରିବା ଏହି ଦିବସ ପାଳନର ଲକ୍ଷ୍ଯ ବୋଲି କହିଥିଲେ। ବିଜ୍ଞାନ ଶିକ୍ଷକ ପଂକଜ ମେହେର ଚଳିତ ବର୍ଷ ବିଜ୍ଞାନ ଦିବସର ବିଷୟ ବସ୍ତୁ "ବିକଶିତ ଭାରତ ନିମନ୍ତେ ବିଜ୍ଞାନ ଓ ନୂତନ ଉଦ୍ଭାବନ ଦ୍ବାରା ବିଶ୍ବ ନେତୃତ୍ବ ପାଇଁ ଯୁବ ସମାଜକୁ ସଶକ୍ତ କରିବା" ସଂପର୍କରେ କହିବା ସହ ସାର୍ ସି.ଭି.ରମଣଙ୍କର ଆବିଷ୍କାର 'ରମଣ ପ୍ରଭାବ' ଭାରତୀୟ ବିଜ୍ଞାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲ ଖୁଣ୍ଟ ହେବା ସହ ଭାରତକୁ ବିଶ୍ବ ବୈଜ୍ଞାନିକ ମାନଚିତ୍ରରେ ସ୍ଥାନୀତ କରିପାରିଛି ବୋଲି କହିଥିଲେ। ବିଜ୍ଞାନ ଶିକ୍ଷୟିତ୍ରୀ ପ୍ରତୀଷା ମିଶ୍ର ନିଜ ବକ୍ତବ୍ଯରେ ଆମ ଦେଶର ବିକାଶରେ ବୈଜ୍ଞାନିକ ମାନଙ୍କ ଅବଦାନକୁ ପ୍ରଶଂସା କରିବା ସହ ସମସ୍ତଙ୍କ ମନରେ ବିଜ୍ଞାନ ପ୍ରତି ରୁଚି ଓ ଅନୁରାଗ ସୃଷ୍ଟି କରିବା ହିଁ ଏହି ଦିବସ ପାଳନର ଉଦ୍ଦେଶ୍ଯ ବୋଲି କହିଥିଲେ। ଏହି ଅବସରରେ 'ବିଜ୍ଞାନ ବନାମ

ଅନ୍ଧବିଶ୍ବାସ' ବିଷୟ ଉପରେ ଆୟୋଜିତ ବକ୍ତୃତା ପ୍ରତିଯୋଗିତା ରେ କପିଳାସ ସାହୁ ପ୍ରଥମ,ବିଜ୍ଞାତା ଭରାସାଗର ଦ୍ବିତୀୟ ଓ ଆଦ୍ଯାଶା ପାଣିଗ୍ରାହୀ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସେହିପରି ବିଜ୍ଞାନ ସେମିନାରରେ ପ୍ରଜ୍ଞାମୟୀ କଲତା,ପ୍ରତୀକ ଭୋଇ ପୁରସ୍କୃତ ହୋଇଥିଲେ। ଗଣିତ ସେମିନାର, ବିଜ୍ଞାନ ଓ ଗଣିତ କୁଇଜ,ଗଣିତ ଦୌଡ  ପ୍ରତିଯୋଗିତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ଯକ୍ରମରେ ବିଦ୍ୟାଳୟର ଶିକ୍ଷକ ପ୍ରଦୀପ ଦଣ୍ଡସେନା,କାହ୍ନୁଚରଣ ଧରୁଆ,ସଂଜୀବ କୁମାର ମିଶ୍ର, ସୁଜିତ ଦେହୁରୀ,ମୁରାରି ମୋହନ ପର୍ଡିଆ,ସୁଷମା ମେହେର,ରଶ୍ମିତା ବିଶ୍ବାଳ, ପ୍ରଜ୍ଞା ପରମିତା ଖୁଆସ ପ୍ରମୁଖ ମଂଚାସୀନ ଥିଲେ। ଶିକ୍ଷକ ରଞ୍ଜିତ ମିଶ୍ର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like