-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

01-Mar-2025



ବଲାଙ୍ଗୀର (ପ୍ରେରଣା ଖବର): ଗତକାଲି ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀରରେ ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ, ବଲାଙ୍ଗୀରର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ନବଘନ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।ବିଜ୍ଞାନକୁ ଭଲ ଭାବରେ ଜାଣିବା ତଥା ସମାଜସେବାରେ ଲଗାଇବା ପାଇଁ ନବଘନ ସାହୁ କହିଥିଲେ। ଅତିଥି ଭାବରେ  ସରୋଜ କୁମାର ନାୟକ, ପ୍ରଧାନ ଶିକ୍ଷକ ମିର୍ଦ୍ଧାପାଲି ହାଇ ସ୍କୁଲ, ସୁନିଲ କୁମାର ବେହେରା, ପ୍ରଧାନ ଶିକ୍ଷକ ଗାଇବାହଲ ହାଇ ସ୍କୁଲ, ରାମଗୋପଲ ଖମାରୀ ଶର୍ମା, ପ୍ରଧାନ ଶିକ୍ଷକ କନ୍ଧକେଲ ଗାଁ ହାଇ ସ୍କୁଲ ରାଜେଶ କୁମାର ମିଶ୍ର ବିଜ୍ଞାନ ଶିକ୍ଷକ ମହିମୁଣ୍ଡା ହାଇ ସ୍କୁଲ ଇତି ଯୋଗ ଦେଇ ବହୁ ଉପାଦେୟ ତଥ୍ୟ  ପ୍ରଦାନ କରିବା ସହ ବୈଜ୍ଞାନିକ ଚିନ୍ତାଧାରା ସମ୍ପର୍କ ରେ ମତବ୍ୟକ୍ତ କରିଥିଲେ। ଏହି ସଭାରେ ୨୦୦ ରୁ ଅଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀର ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଛାତ୍ରୀମାନଙ୍କ ମନରେ ଉତ୍ସାହ ଆଣିବା ପାଇଁ ଏକ କୁଇଜ୍ ପ୍ରତିଯୋଗିତା କରାଯାଇଥିଲା ଏବଂ ଏକ ବିଜ୍ଞାନ ନାଟକ ପ୍ରଦର୍ଶନ କରାଯାଇଥିଲା। ସଭାକୁ ଶ୍ରୀ ରାମ ଗୋପାଲ ଖମାରୀ ଶର୍ମା ସଂଯୋଜନା କରିଥିଲେ ଏବଂ

ରାଜେଶ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ। 
 ବଲାଙ୍ଗୀର ଜିଲ୍ଲାର `ଖୋଜଟିମ୍' ଦ୍ଵାରା ଅନ୍ଧବିଶ୍ୱାସକୁ ଦୁରକରିବା ସକାଶେ ବିଜ୍ଞାନ ଭିତ୍ତିକ ଅନେକ ତଥ୍ୟ ସମସ୍ତଙ୍କୁ  ଅନିଲ ନନ୍ଦ, ବିଶ୍ୱଜିତ୍ ପଧାନ,କରୁଣା ସା ପ୍ରଦର୍ଶନ କରିଥିଲେ। ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ଗଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like