-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସିନାପାଲି ଯୋଗାଣ ବିଭାଗରେ ଦୁର୍ନୀତି ର ଗନ୍ଧ, ମାଣ୍ଡିଆ ବଣ୍ଟନରେ ଅନିୟମିତତା ଅଭିଯୋଗ

01-Mar-2025



ସିନାପାଲି ବ୍ଲକ ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ପଞ୍ଚାୟତରେ  ମାଣ୍ଡିଆ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଏନେଇ ଯୋଗାଣ ବିଭାଗରେ ହୋଇଥିବା ଦୁର୍ନୀତିର ଗନ୍ଧ ବାରି ହୋଇ ପଡୁଛି। ସରକାର ଗରିବ ରାସନ କାର୍ଡଧାରୀ ହିତାଧିକାରୀ ଙ୍କ ପାଇଁ ଚାଉଳ ସହିତ ମାଣ୍ଡିଆ ପ୍ରଦାନର ବ୍ୟବସ୍ଥା ରହିଛି। ଏନେଇ ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରି ପ୍ରକୃତ ରାସନକାର୍ଡ ହିତାଧିକାରୀଙ୍କୁ ସ୍ଥାନୀୟ ପଞ୍ଚାୟତ ତରଫରୁ ପିଡିଏସ ଖାଉଟି ସାମଗ୍ରୀରେ ମାଣ୍ଡିଆ ପ୍ରଦାନ କରୁଛନ୍ତି। ହେଲେ କିଛି ବିଭାଗୀୟ ଅସାଧୁ ଅଧିକାରୀ କର୍ମଚାରୀଙ୍କ ବେପରୁଆ ମନୋଭାବ ଯୋଗୁଁ  ରାସନକାର୍ଡ ହିତାଧିକାରୀ ପିଡିଏସ ଖାଉଟି ସାମଗ୍ରୀ ପାଇବାରୁ ବଞ୍ଚିତ ହେଉଛନ୍ତି। ମାସମାସ ଧରି ସାମଗ୍ରୀ ପାଇପାରୁ ନାହାନ୍ତି। ପିଡିଏସ ଖାଉଟି ସାମଗ୍ରୀ ବଣ୍ଟନ ରେ ଅନିୟମିତତା ହେଉଥିବା ନେଇ ରାସନକାର୍ଡ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ସିନାପାଲି ବ୍ଲକ ଅନ୍ତର୍ଗତ ନିଲଜି, ଟିମନପୁର, ଭରୁଆମୁଣ୍ତା, ନୂଆପଡ଼ା ପ୍ରଭୃତି ପଞ୍ଚାୟତରେ ମାଣ୍ତିଆ ବଣ୍ଟନ ହୋଇନଥିବା ଅଭିଯୋଗ ହେଉଛି। ପ୍ରକାଶ ଯୋଗ୍ୟ ଯେ ଏହି ପଞ୍ଚାୟତ ଗୁଡିକରେ ଗତ ଜାନୁଆରୀ ମାସର ମାଣ୍ତିଆ ବଣ୍ଟନ ହୋଇନଥିବା ବେଳେ ଫେବୃଆରୀ ମାସ ସରିଲାଣି । ହେଲେ ଏପର୍ଯ୍ୟନ୍ତ ଜାନୁଆରୀ, ଫେବୃଆରୀ ମାସ ର ମାଣ୍ତିଆ ବଣ୍ଟନ ହୋଇନାହିଁ। ଯାହା ଫଳ ରେ ଅଞ୍ଚଳ ର ରାସନକାର୍ଡ ହିତାଧିକାରୀଙ୍କ ମନରେ ମାଣ୍ତିଆ ଅନିୟମିତତା କରି ହରିଲୁଟ କରିବାର ଏକ ଯୋଜନା ବୋଲି ଆଶଙ୍କା ପ୍ରକାଶ ପାଇଛି। ଏହା ଏକ ଦୁର୍ନୀତିର ଗନ୍ଧ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି। କିଛି ପଞ୍ଚାୟତରେ ପୂର୍ବରୁ ଫିଙ୍ଗର ପ୍ରିଣ୍ଟ ନିଆ ସରିଛି। ହେଲେ ଏଯାଏ ମାଣ୍ଡିଆ ଦିଆଯାଇ ନଥିବାରୁ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ପୁଣି କିଛି ପଞ୍ଚାୟତ ରେ କାଗଜ କଲମରେ ମାଣ୍ଡିଆ ଥିବା ବେଳେ ପ୍ରକୃତରେ ମାଣ୍ଡିଆ ନଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। କିଛି ପଞ୍ଚାୟତ କାର୍ଯ୍ୟାଳୟରେ ହିତାଧିକାରୀଙ୍କୁ ମାଣ୍ଡିଆ ନଦେଇ ପଂଚାୟତ ଅଫିସରେ ସଢ଼ି ଯାଉଥିବା ଦେଖିବାକୁ ମିଳିଛି। ଏଭଳି ସ୍ଥିତିରେ ସିନାପାଲି ବ୍ଲକରେ ମାଣ୍ଡିଆ ବଣ୍ଟନ ରେ ଦୁର୍ନୀତିର ଗନ୍ଧ ବୋଲି ଆଲୋଚନା ହେଉଛି। ରାସନକାର୍ଡ ହିତାଧିକାରୀ ମାନେ ଜାନୁଆରୀ ମାସର ଚାଉଲ ନେଇ ସାରିଥିବା ବେଳେ  ଫେବୃଆରୀ ମାସର ଚାଉଲ  ନେଉଛନ୍ତି। ହେଲେ ମାଣ୍ଡିଆ ଦିଆଯାଇ ନାହିଁ। ଏନେଇ କିଛି ପଞ୍ଚାୟତ ଯୋଗାଣ ସହାୟକ ଙ୍କୁ ପଚାରିବାରୁ ମାଣ୍ତିଆ ଅଛି ହିତାଧିକାରୀ ଙ୍କ ଫିଙ୍ଗର ପ୍ରିଣ୍ଟ ନିଆ ଯାଇଛି । କିଛି ଦିନପରେ ମାଣ୍ତିଆ ବଣ୍ଟନ କରିଦେବୁ ବୋଲି କହିଛନ୍ତି। ଏନେଇ ସିନାପାଲି ଯୋଗାଣ ଅଧିକାରୀ ଦେବେନ୍ଦ୍ର ସେଠିଆଙ୍କୁ ପଚାରିବାରୁ ଦୁର୍ନୀତି ହୋଇନାହିଁ। କିଛି ଯୋଗାଣ ସହାୟକଙ୍କ ଅବହେଳା କାରଣରୁ ଏଭଳି ବ୍ୟତିକ୍ରମ ହୋଇଛି ବୋଲି ପ୍ରକାଶ କରିଥିଲେ। ଏଥିପ୍ରତି ବ୍ଲକ ତଥା ଜିଲ୍ଲା ପ୍ରଶାସନ ତୁରନ୍ତ ଦୁଷ୍ଟିଦେଇ ହିତାଧିକାରୀ ଙ୍କୁ ମାଣ୍ତିଆ ବଣ୍ଟନ କରିବା ସହ ଅନିୟମିତତା କରୁଥିବା ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣ ରେ ଦାବୀ ହେଉଛି l

(ପରମେଶ୍ୱର ମେହେର )


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like