-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ନୂତନ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

01-Mar-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ନୂତନ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କୁ ଆଜି ସୋନପୁର ବିଜେପି ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ସାହା ଗେଷ୍ଟ ହାଉସ ସଭା ଗୃହରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ନଗର ମଣ୍ଡଳ ସଭାପତି ସୁରେଶ ବିଶ୍ଵାଳ ପୌରହିତ୍ୟ କାର୍ଯ୍ୟକ୍ରମରେ ନୂତନ ଭାବେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ସଭାପତି ନିଯୁକ୍ତ ହୋଇଥିବା ବେଣୁଧର ଦାଶଙ୍କୁ ପ୍ରାରମ୍ଭରେ ପୂର୍ବତନ ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ର ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏବଂ ନୂତନ ସଭାପତି ଶ୍ରୀଯୁକ୍ତ ଦାଶଙ୍କ ନେତୃତ୍ବରେ ଜିଲ୍ଲାରେ ବିଜେପି ଦଳ ନିଶ୍ଚିତ ଭାବେ ଶକ୍ତିଶାଳୀ ହେବ ଏବଂ ଏଥିରେ ସମସ୍ତ କାର୍ଯ୍ୟକର୍ତାଙ୍କ ସହଯୋଗର ଆବଶ୍ୟକ‌ତା ରହିଛି ବୋଲି ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ନୂତନ ବିଜେପି ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦାଶ ନିଜ ବକ୍ତବ୍ୟରେ କହିଥିଲେ ଯେ, ତୃଣମୂଳସ୍ତରେ ବିଜେପି କୁ ଅଧିକ ଶକ୍ତିଶାଳୀ କରିବା ପାଇଁ ସମସ୍ତ କାର୍ଯ୍ୟକର୍ତା ନିଷ୍ଠାର ସହ ସଂଗଠିତ ହୋଇ ଦଳ ପାଇଁ କାର୍ଯ୍ୟ କରିବାକୁ ପଡିବ ବୋଲି ନିଜ ବକ୍ତବ୍ୟରେ କହିଥିଲେ। ସେହିପରି ନିଷ୍ଠା, ଧର୍ଯ୍ୟ ଏବଂ ଅଧ୍ୟବସାୟ ହେଉଛି ସବୁ ସଫଳତାର ମାପ କାଠି । ଏଣୁ ସମସ୍ତ କାର୍ଯ୍ୟକର୍ତା ଏହି ନିମୟ ପାଳନ କରି ବୁଥସ୍ତରରୁ ଦଳ ପାଇଁ କାର୍ଯ୍ୟ କରିବା ପାଇଁ ଶ୍ରୀଯୁକ ଦାଶ ଏହି ଅବସରରେ ଆହ୍ଵାନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗୀର ସାଂସଦଙ୍କ ପୌରପରିଷଦ ପ୍ରତିନିଧି ଶିବରାମ ସାହୁ ସଂଯୋଜନା କରିଥିଲେ। ଏହି ବୈଠକରେ ନଗର ମଣ୍ଡଳର ଦୀପକ କୁମାର ମହାପାତ୍ର, କାଉନସିଲର ସୁକାନ୍ତ ସାହୁ, ପର୍ଶୁରାମ ମିଶ୍ର, ଦାଶରଥ ମେହେର, ବିବେକାନନ୍ଦ ମିଶ୍ର, ସନ୍ତୋଷ କୁମାର ପଧାନ, ବିକ୍ରମ ମିଶ୍ର, ସୁରୁବାବୁ ସାହୁ, ଅନନ୍ତ ମିଶ୍ର, ଶ୍ରୀକାନ୍ତ ପାଣିଗ୍ରାହୀ, ରାଜେଶ ସାହୁ, କୈଳାସ ସାହୁ, ତ୍ରିଲୋଚନ ତରିଆ, ବିକ୍ରମ ଅଗ୍ରୱାଲ, ସୂର୍ଯ୍ୟ ନାରାୟଣ ବେହେରା, ବଡବାବୁ ବକ୍ସି, ମନୋଜ ସା, ମନୋଜ ସାହୁ ପ୍ରମୁଖଙ୍କ ସହ ବହୁ ନଗର ମଣ୍ଡଳର କାର୍ଯ୍ୟକର୍ତା ଉପସ୍ଥିତ ରହି ନୂତନ ସଭାପତି ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like