-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି: ଫଳ ଦୋକାନରେ ଆକସ୍ମିକ ଭାବେ ଲାଗିଲା ନିଆ , ପୋଡି ପାଉଁଶ ହୋଇଗଲା ଲକ୍ଷଲକ୍ଷ ଟଙ୍କାର ଫଳ

01-Mar-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହର ମଧ୍ୟରେ ଥିବା ଫଳ ଦୋକାନରେ ଆକସ୍ମିକ ଭାବେ ଲାଗିଲା ନିଆ , ପୋଡି ପାଉଁଶ ହୋଇଗଲା ଲକ୍ଷଲକ୍ଷ ଟଙ୍କାର ଫଳମୂଳ l କ୍ଷତି ସହିଥିବା ଫଳ ବେପାରୀ ମାନେ ବର୍ତ୍ତମାନ ଭାଗ୍ୟକୁ ଆଦରି ବସି ରହିଛନ୍ତି l 

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୩ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ହସ୍ପିଟାଲର ରୋଡ ସ୍ଥିତି ଫଳ ଦୋକାନରେ କୌଣସି କାରଣ ବଶତଃ  ନିଆଁ ଲାଗି ସବୁ ପୋଡି ଛାରଖାର ହୋଇଯାଇଛି। ସେଠାରେ ପ୍ରତିଦିନ ଫଳ ବିକି ପରିବାରର ଗୁଜୁରାଣ ମେଣ୍ଟାଉଥିବା ଗରିବ  ପରିବାର, ଗୋଟିଏ ସେଲୁନ, ଚାରି ଗୋଟି ଫଳ ଦୋକାନ

ସମ୍ପୂର୍ଣ ପୋଡି ପାଉଁଶ ହୋଇଯାଇଛି।  ହାଡୁ ବାରିକଙ୍କ ସେଲୁନ ଦୁକାନ, ସୁବ୍ରତ ପଧାନ, ଲାଇନ ପଧାନ, ଭୀଷ୍ମ ସାହୁ, ରାଜେଶ ସେଠ ଙ୍କର ଫଳ ଦୋକାନ ସମ୍ପୂଣ ପୋଡି ପାଉଁଶ ହୋଇ ଯାଇଛି l ପୋଲିସ ଷ୍ଟେସନ ପାଖରେ ଥିବା ଏହି ଫଳ ଦୋକାନରେ  ନିଆଁ ଲାଗିଥିଲା ମଧ୍ୟ କେହି କେମିତି ଜାଣି ପାରିନଥିଲେ ସାଧାରଣରେ ଚର୍ଚ୍ଚା ହେଉଛି l  ବସଷ୍ଟାଣ୍ଡ ଅଂଚଳ ରେ ଏମିତି ଘଟଣା ଘଟିବା ଚିନ୍ତାର ବିଷୟ ଅଟେ  l ବଡ କଥା ହେଲା, କେମିତି ନିଆଁ ଲାଗିଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ l   ତୁରନ୍ତ ପ୍ରଶାସନ ପକ୍ଷରୁ ତୁରନ୍ତ ଗରିବ ଦୋକାନୀଙ୍କୁ କ୍ଷତିପୂରଣ ଦେବା ପାଇଁ ସାଧାରଣରେ ଚର୍ଚ୍ଚା ହଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026

You Might Also Like