-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||     

HOME   ଜିଲ୍ଲା

ତୁରେକେଲା କ୍ଳଷ୍ଟରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

01-Mar-2025



ତୁରେକେଲା: ତୁରେକେଲା କ୍ଳଷ୍ଟରର ବିଭିନ୍ନ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ ବ୍ଳକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ସିଆରସିସି ବିରଞ୍ଚି ନାରାୟଣ ଦାଶ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନର ଉପକାରିତା ଉପରେ ଧାରଣା ଦେଇଥିଲେ ଏବଂ ଦିବସର ମହତ୍ତ୍ଵ ବର୍ଣ୍ଣନା କରିଥିଲେ। ତାପରେ ଛାତ୍ରଛାତ୍ରୀ କରିଥିବା ଚିତ୍ର ଓ ପ୍ରକଳ୍ପ ଗୁଡ଼ିକ ଦେଖିଥିଲେ।ଭଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶି‌କ୍ଷୟିତ୍ରୀ ସୁଭଦ୍ରା ମେହେର ଓ ଶିକ୍ଷୟିତ୍ରୀ ଧରିତ୍ରୀ ମେହେର ସହଯୋଗ କରିଥିଲେ। ସେହିପରି ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତୁରେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତୁରେକେଲା ଆଶ୍ରମ, ସେମଲାଆଶ୍ରମ, ବକବାହାଲ, ଗଞ୍ଜାଉଡାର, ବାଞ୍ଜିପାଲିପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷକ ରବୀନ୍ଦ୍ର ରଥ, ସୁରୁମଣି ମେହେର, ଡାଳିମ୍ବ ମେହେର,କୁନି ସାହୁ,ସୁଦୀପ୍ତା ଜେନା, ନିବେଦିତା ବାରିକ, ରଜନୀ ମେହେର, ଟିକେଶ୍ୱରୀ ସେଠ,ବିନୋଦିନୀ ତାଣ୍ଡି, ପ୍ରଫୁଲ୍ଲ ମାଝୀ, ପ୍ରଦୀପ ମେହେର, ଶୁଭାଶିଷ ରାଉତ,ପାର୍ଥବ ମହାନନ୍ଦ, ସୂର୍ଯ୍ୟମଣି ସିଠ, ଗୋପାଳ ଧରୁଆ, ଡମ୍ବରୁ ମେହେର, ସୁକାନ୍ତି ମାଝୀ,ମାନସ ଜାଲ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026

You Might Also Like