-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||     

HOME   ଜିଲ୍ଲା

ତୁରେକେଲା: ବେହେରେନସିଲେଟ ବିଦ୍ୟାଳୟର ବାର୍ଷିକ ଉତ୍ସବ

01-Mar-2025



କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଁଲ ଆଞ୍ଚଳିକ ସାଧନ କେନ୍ଦ୍ରର ର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବେହେରେନସିଲେଟ ଦାୟିତ୍ୱରେ ଥିବା ଭାରପ୍ରାପ୍ତ ପ୍ରଧାନଶିକ୍ଷକ କୃଷ୍ଣଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ସ୍ତରୀୟ ବାର୍ଷିକ ଉତ୍ସବର ଓ ଜାତୀୟ ବିଜ୍ଞାନ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ହିଁଆଲ ଆଂଚଳିକ ସାଧନ କେନ୍ଦ୍ରର ସିଆରସିସି ଅମରେନ୍ଦ୍ର କୁମାର ବାଗ ଏବଂ ବିଦ୍ୟାଳୟ ପରିଚାଳନା ସଭାପତି ଶଶିଧର ପୁଟେଲ, ଉପସଭାପତି ଧନମତି ମହତ, ଆଲୁମିନି କମିଟି ର ଅଧ୍ୟକ୍ଷ ଅଙ୍ଗତ ପୁଟେଲ, ସଦସ୍ୟ ଶ୍ୟାମ ସୁନ୍ଦର ମାଝୀ, ରିତ ପୁଟେଲ, ବାସୁଦେବ ନାଗ, ସାବିତ୍ରୀ ମହାନନ୍ଦ, ସାଦିନୀ କଟା , ୱାର୍ଡ ମେମ୍ବର ପୁଷ୍ପାଞ୍ଜଳି ନିଆଲ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ବିଦ୍ୟାଳୟ ଶିକ୍ଷୟିତ୍ରୀ ସୀମନ୍ତିନୀ ପାଣିଗ୍ରାହି, ଶିକ୍ଷକ ଅସିତ ପ୍ରଧାନ, ପୃଥ୍ୱୀରାଜ ବରାଲଭେଡିଆ, ଭୃଷି ରାଣା, ତୁଷାରକାନ୍ତ ବଡଜେନା ଓ ତିନି ଜଣ ରାନ୍ଧୁଣି ଚନ୍ଦ୍ରେ ମାଝୀ, ପୁଷ୍ପାଞ୍ଜଳି ନାଗ ଓ ଦହନା ପୁଟେଲ ଉପସ୍ଥିତ ରହି ବିଭିନ୍ନ ବିଦ୍ୟାଳୟ କାର୍ଯ୍ୟକଳାପରେ ସହଯୋଗ କରିଥିଲେ। ଏହି ଅବସରରେ, ବିଦ୍ୟାଳୟ ପ୍ରାଚୀର ପତ୍ରିକା କୁ ( ୱାଲ ମେଗାଜିନ) ମୁଖ୍ୟ ଅତିଥି ଅମରେନ୍ଦ୍ର ବାଗଙ୍କ ଦ୍ୱାରା ଉନ୍ମୋଚିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026

You Might Also Like