-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ବୁଦେଲ ପଦର ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପାଳନ।

01-Mar-2025



(ନଗେନ୍ଦ୍ର ପ୍ରଧାନ )
ନର୍ଲା ବ୍ଲକ ଅନ୍ତର୍ଗତ ତୁଳା ଗାଁ କ୍ଲଷ୍ଟର  ର ବୁଦେଲ୍ ପଦର ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଗୁଣନିଧି ପଧାନ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବରେ ନର୍ଲା ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବି ଆର୍ ଶିଶି ଶ୍ରୀ ଗୋବର୍ଦ୍ଧନ ମାଝୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅନ୍ୟତମ ଅତିରିକ୍ତ ଶିକ୍ଷା ଅଧିକାରୀ ସୂର୍ଯ୍ୟଦେବ ବାଗ, ତୁଳା ଗାଁ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ସାହୁ, ବୁଦେଲ ପଦର ପ୍ରାଥମିକ ବିଦ୍ୟାଳୟ ର ପ୍ରଥମ ଶିକ୍ଷକ ଅବସର ପ୍ରାପ୍ତ କୀର୍ତ୍ତନ ନାଗ୍, ଅନ୍ୟତମ ଅବସର ପ୍ରାପ୍ତ ଶିକ୍ଷକ ଦିଲ୍ଲୀପ ଗହିର, ବେହେରା ପାଟି ଉପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଚିତ୍ର ଲେଖା ମହାପାତ୍ର, ସହଦେବ କରୁଆଁ, ସମାଜ ସେବୀ ନରସିଂହ ଥପା, ଗ୍ରାମ ର ଗୌନ୍ତିଆ କୃଷ୍ଣ ଚନ୍ଦ୍ର ମାଝୀ, ବିଦ୍ୟାଳୟ ସଭାନେତ୍ରୀ ମମତା ମାଝୀ ଓ ମୁଖ୍ୟ ବକ୍ତା ଭାବେ ତୁଳା ଗାଁ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅଚ୍ୟୁତ ବାରିକ ଯୋଗ ଦେଇ ଥିଲେ। ବିଭିନ୍ନ ପ୍ରତିଯୋଗିତା ରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାରକରିଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ମଞ୍ଚ ପରିଚାଳନା ଶିକ୍ଷକ କ୍ଷିତିଶ ଚନ୍ଦ୍ର ମାଝୀ କରି ଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ ବିଶିଷ୍ଟ ମଞ୍ଚ ପରିଚାଳକ ଶିକ୍ଷକ ଲଳିତ ଭୋଇ ପରିଚାଳନା କରିଥିଲେ। ସମସ୍ତ କାର୍ଯ୍ୟକ୍ରମ ର ସହଯୋଗ ସହ ଶିକ୍ଷକ ଅଭୟ କୁମାର ନାଏକ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like