-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ମେଣ୍ଡାଠାରେ ବ୍ଲକ ସ୍ଥାପନପାଇଁ ଉପମୁଖ୍ୟମନ୍ତ୍ରୀ ଓ ସାଂସଦ ଙ୍କୁ ଭେଟିଲେ ପ୍ରତିନିଧିମଣ୍ଡଳୀ

01-Mar-2025



ବଲାଙ୍ଗିର/ତରଭା(ପ୍ରେରଣା ଖବର): ସୋନପୁର ଜିଲ୍ଲାର ତରଭା ବ୍ଲକ ରେ ଥିବା ସର୍ବପୁରାତନ ଓ ସର୍ବବୃହତ ମେଣ୍ଡା ଗ୍ରାମକୁ ଏକ ବ୍ଲକ କରିବା ଦାବି ନେଇ ମେଣ୍ଡା ଗ୍ରାମବାସୀ ଓ ଆଖପାଖରେ ଥିବା ପଞ୍ଚାୟତର ଏକ ପ୍ରତିନିଧି ମଣ୍ଡଳୀ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସହ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା ସିଂଦେଓଙ୍କୁ ପାଟଣାଗଡ ରାଜଖମାର ବାସଭବନରେ ଭେଟି ଏକ ଦାବୀପତ୍ର ପ୍ରଦାନ କରିଛନ୍ତି। ମେଣ୍ଡା ଗ୍ରାମବାସୀଙ୍କ ଦାବୀ ଯେ ମେଣ୍ଡାକୁ ଏକ ବ୍ଲକ କଲେ ଆଖପାଖ ଥିବା ଅଞ୍ଚଳ ର ବହୁ ପଞ୍ଚାୟତ ଯଥା ମେଣ୍ଡା, ଦେଉଳପଦର,ରାଣୀସଡା , ପୁଅl, ପାଇକବାହାଲ,

 ଜରlଜାରିଙ୍ଗ,ଶିବତୁଳା , ନାରାୟଣପୁର, ଛକୋରମାଳ  ଗ୍ରାମପଞ୍ଚାୟତର ଜନସାଧାରଣ ଉପକୃତ ହୋଇ ପାରିବେ  l ତା ସହ ମେଣ୍ଡା ଅଞ୍ଚଲ ସାମଗ୍ରିକ ଭାବରେ ମଧ୍ୟ ଉପକୃତ ହେବା ସହ ଉନ୍ନତି ହୋଇପାରିବ ବୋଲି ପ୍ରତିନିଧି ମଣ୍ଡଳୀ ସୂଚନା ଦେଇଛନ୍ତି । ରାଜୁଡା ଅମଳରୁ ମେଣ୍ଡା ଏକ ଉନ୍ମତ ସଂସ୍କୁତି ସମ୍ପନ୍ନ ତଥା ଏୈତିହାସିକ ସ୍ଥାନ ରୂପେ ପରିଚିତି ରହିଛି  l ତେଣୁ ମେଣ୍ଡା ଠାରେ ବ୍ଲକ ସ୍ଥାପନ କରାଯିବାକୁ ଦାବି କରାଯାଇଛି l ଅଜିର ଏହି ପ୍ରତିନିଧି ମଣ୍ଡଳୀରେ ମୁକୁନ୍ଦ ସାହୁ, ସନାତନ କର୍ମି, କ୍ଷମାନିଧି ଝାଙ୍କର, ରାଜୀବ ଯୋଶୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ହୃଷୀକେଶ ପାତ୍ର, ପ୍ରମୋଦ ପରଡିଆ, ଭିକାରୀ ମେହେର ସିଦ୍ଧାର୍ଥ ଅଗ୍ରୱାଲ, ବିଭୂତି ଝାଙ୍କର, ଭୁବନlନନ୍ଦ ବାଦି, ସବ୍ୟସାଚୀ ଦଣ୍ଡସେନା ପ୍ରମୁଖ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like