-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ଆଗଲପୁର : ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ଘରସମ୍ପୂର୍ଣ୍ଣ ପୋଡି ପାଉଁସ: କିଛି ସମାଜସେବୀ ବଢ଼ାଇଲେ ସହଯୋଗର ହାତ

15-Jan-2021



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଡୁକା ପଞ୍ଚାୟତର ସୁଶାନ୍ତିନଗରରେ ଥିବା ଚୂଡ଼ାମଣି ରଣାଙ୍କ ଘରେ ଇଲେକ୍ଟ୍ରି ସର୍ଟ ସର୍କିଟ ଯୋଗୁଁ ସମ୍ପୂର୍ଣ ଜଳିଯାଇଛି l ବିଙ୍ଗହ୍ୟୁମାନ ଫାଉଣ୍ଡେସନ ଆଗଲପୁର ଶାଖାର ସମ୍ପାଦକ ତଥା ଅଞ୍ଚଳର ଜଣାଶୁଣା ଯୁବ ସମାଜସେବୀ ସଂଯୋଗ କୁମାର ସାହୁ ଓ ତାଙ୍କ ପୁରା ଟିମର ସଦସ୍ୟମାନେ ଖବରପାଇ ତୁରନ୍ତ ସୁଖଶାନ୍ତି ନଗରରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଘର ଉପରକୁ ଚଢି ପାଣି ଢ଼ାଳିଥିଲେ ଓ ଦମକଳ ବାହିନୀକୁ ଖବର ଦେଇ ଥିଲେ l ଦମକଳ ବାହିନୀ ଆସିବା ପୂର୍ବରୁ ଶ୍ରୀ ସାହୁଙ୍କ ସମେତ ଇତୁ ସାହୁ,ଡୋଳାମଣି ଥନାପତି,କିଶନ ସାହୁ,ସୁବ୍ରତ ସାହୁ,ଜୟଗୋପାଳ ସାହୁ,ଙ୍କ ସ୍ଥାନୀୟ ଗ୍ରାମବାସୀ ସହଯୋଗ କରିଥିଲେ lଏହି ଦୁର୍ଘଟଣାରେ ଆହତହୋଇଥିବା ଚୂଡାମଣି ରଣାଙ୍କୁ ଦମକଳ ବାହିନୀ ଉଦ୍ଧାରକରି ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ !ତାଙ୍କର ବହୁ ଆସବାବ ପତ୍ର, ଔଷଧ ଓ ମୂଲ୍ୟବାନ ସାମଗ୍ରୀ ଜଳିପୋଡି ପାଉଁସ ହୋଇଯାଇଥିବା ବେଳେ ଗୋଟିଏ ଛେଳି ସମ୍ପୂର୍ଣଭାବେ ଓ ଅନ୍ୟଏକ ଛେଲି ଆଂଶିକ ଭାବରେ ପଡିଯାଇଛି ଲ  ପୀଡ଼ିତ ପରିବାରକୁ ସରକାରୀ ସାହାଯ୍ୟ ଓ ଆବାସ ଯୋଜନାରେ ସାମିଲ କରିବାପାଇଁ ସ୍ଥାନୀୟ ବାସିନ୍ଦା ସହ ଶ୍ରୀ ସଂଯୋଗ କୁମାର ସାହୁ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like