-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ -ତରଭା ସେତୁରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ସମେତ ବିଭିନ୍ନ ଦାବିରେ ରାସ୍ତାରୋକ; ୬ଘଣ୍ଟା ଭାରୀଯାନ ଚଳାଚଳ ଠପ

01-Mar-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ-ତରଭା ତେଲନଦୀ ସେତୁର ସଂଯୋଗୀକରଣ ରାସ୍ତାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ସମେତ ବିଭିନ୍ନ ଦାବିକୁ ନେଇ ଆଜି କଣ୍ଟାମାଳ ତରଭା ସେତୁ ଠାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମରାଡୁଗୋଚ୍ଛା ପଞ୍ଚାୟତ ର ବନ୍ଧଖେଡା ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତା ରୋକ ଜରାଯାଇଥିଲା  l ଏନେଇ ସମାଜସେବୀ ରବିନାରାୟଣ ସାହୁ ଓ ଟିକୁ କହଁର ଙ୍କ ନେତୃତ୍ୱରେ ଆଜି ସକାଳ ୬ଘଣ୍ଟା ଠାରୁ ଅପରାହ୍ଣ ୧୨ଟା ପର୍ଯ୍ୟନ୍ତ ଦୀର୍ଘ ୬ଘଣ୍ଟା ଧରି ରାସ୍ତା ରୋକ ଯୋଗୁଁ ବହୁ ଯାନବାହନ ଓ ଭାରୀଯାନ ସେତୁର ଉଭୟ ପାର୍ଶ୍ୱରେ ଅଟକିରହି ମାଲ ପରିବହନ ସମ୍ପୂର୍ଣ୍ଣ

ଠପ ହୋଇଯାଇଥିଲା l  ପରେ ଅପରାହ୍ନ ୧୨ଟା ସମୟରେ କମସରା ଥାନାଧିକାରୀ ଘଟଣାସ୍ଥଳକୁ ପହଞ୍ଚି ଆନ୍ଦୋଳନକାରୀ ମାନଙ୍କ ସହ ଆଲୋଚନା କରି ପ୍ରଶାସନ ର ଦୃଷ୍ଟି ଆକର୍ଷଣ ସହ ଖୁବଶୀଘ୍ର ସମାଧାନ ପାଇଁ ପ୍ରତିଶୃତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା  l  ଉକ୍ତ ରାସ୍ତାରେ କ୍ରମାଗତ ଭାବେ ଗାତ ସୃଷ୍ଟି ହେଉଥିବାବେଳେ ଏହା ଲୋକଙ୍କ ପାଇଁ ମରଣଯନ୍ତା ପାଲଟିଛି  l  କଣ୍ଟାମାଳ ତରଭା ସେତୁର ସୋନପୁର ଜିଲ୍ଲା ତରଭା ଅଞ୍ଚଳରେ ରହିଛି ଏକାଧିକ କ୍ରସର  l  ଉକ୍ତ କ୍ରସର ଗୁଡ଼ିକରୁ ଦୈନିକ ଏକାଧିକ ଭାରୀଯାନ(ହାଇୱା ),ଟ୍ରଲର, ଟ୍ରାକ୍ଟର ମାଧ୍ୟମରେ ଶହ ଶହ ଟ୍ରିପ ଚିପ୍ସ,ବାଲି,ମେଟାଲ, ପଥର, କ୍ରସରଗୁଣ୍ଡ ଆଦି ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନକୁ ଏହି ରାସ୍ତାଦେଇ ପରିବହନ କରାଯାଉଛି  l   ରାସ୍ତାର କ୍ଷମତା ବାହାରେ ଭାରୀଯାନ ଯାତାୟାତ କରୁଥିବାରୁ ରାସ୍ତାର ବିଭିନ୍ନ ସ୍ଥାନରେ ବିଶେଷକରି ବୁଲାଣି ଗୁଡିକରେ ବଡ଼ ବଡ଼ ଖାଲଖମ ସୃଷ୍ଟି ହୋଇ ମାଟିରେ ମିଶିବାକୁ ବସିଥିବା ବେଳେ ଏହା ଲୋକମାନଙ୍କ ପାଇଁ ମରଣଯନ୍ତା ପାଲଟିଥିବା ଅଭିଯୋଗ ହୋଇଛି l  ତରଭା ଅଞ୍ଚଳରେ ଥିବା କ୍ରସର ଗୁଡିକ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲଗାମ କରାଯାଇ ଉକ୍ତ ସେତୁ ରାସ୍ତା ଦେଇ ଭାରୀଯାନ ଯାତାୟାତ ବନ୍ଦ କରାଯିବା, ପ୍ରଶାସନ-jଜନସାଧାରଣ ଓ କ୍ରସର ମାଲିକ ଙ୍କ ମଧ୍ୟରେ  ଆଲୋଚନା

ରାସ୍ତାର ସ୍ଥାଇତ୍ୱ ସମ୍ପର୍କରେ ଏଗ୍ରିମେଣ୍ଟ କରାଯିବା ଓ ତରଭା କଣ୍ଟାମlଳ ଅପ୍ରୋଚ ରାସ୍ତା ତୁରନ୍ତ ମରାମତି ଆଦି ଦାବି ନେଇ ଆନ୍ଦୋଳନକାରୀ ରାସ୍ତାରୋକ କରିଥିଲେ l  ତରଭା ଅଞ୍ଚଳରେ ଥିବା କ୍ରସର ଗୁଡିକ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲଗାମ କରାଯାଇ ଉକ୍ତ ସେତୁ ରାସ୍ତା ଦେଇ ଭାରୀଯାନ ଯାତାୟାତ ବନ୍ଦ କରା ନ ଗଲେ ରାସ୍ତା ନଷ୍ଟ ହେବ ବୋଲି ଅଞ୍ଚଳର ସମାଜସେବୀ ରବିନାରାୟଣ ସାହୁ କହିଛନ୍ତି  l  ଅପରପକ୍ଷରେ ପନ୍ଦର ଦିନ ମଧ୍ୟରେ କ୍ରସର ମାଲିକ -ପ୍ରଶାସନ ଓ ଜନସାଧାରଣ ଙ୍କ ମଧ୍ୟରେ ଆଲୋଚନା ନ ହେଲେ ଏହି ରାସ୍ତା ଦେଇ ଭାରିଜାନ ଚଳାଇବୁ ନାହିଁ ବୋଲି ଗାଡିଚାଲକ ମାନେ ଏକ ଲିଖିତ ସ୍ପଷ୍ଟୀକରଣ ଦେଇଥିବା ଜଣାଯାଇଛି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like